ବାଲି ଲୁଟ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କୋରେଇ/ପାଣିକୋଇଲି(ଡି.ଏନ.ଏ.),୧୯।୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ବେଆଇନ ବାଲି ଖାଦାନ ଅଭିଯୋଗ ସଂକ୍ରାନ୍ତରେ ଏନ୍ଜିଟି(ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ)ଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ହୋଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର,...
ସୁକିନ୍ଦା ତହସିଲଦାର ନିଲମ୍ବିତ: କରୋନା ନିୟମ ଉଲ୍ଲଂଘନ ଅଭିଯୋଗ
ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍ବୁଲ୍ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ଗତ ମେ ୨୧ରେ ତହସିଲଦାର ବେହେରା ନିଜ ଭାଇ ବାହାଘର...
୮ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣରେ ବିଳମ୍ବ
ଯାଜପୁର ଅଫିସ,୧୮।୬: ସରକାରୀ ରିପୋର୍ଟ ଅନୁଯାୟୀ ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାରେ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ରାଜ୍ୟ ସରକାର ବାତ୍ୟା ଓ ବନ୍ୟା ମୁକାବିଲା କରିବାକୁ ଅନେକ ଯୋଜନା ପ୍ରଣୟନ କରିଛନ୍ତି। ପାଣିପାଗ ବିଭାଗ...
ବିନା ଅନୁମତିରେ ମେସ୍କୋ ରେଲୱେ ସାଇଡିଂ ମାମଲା: ଏସ୍ପିସିବି ପକ୍ଷରୁ ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୬: କଳିଙ୍ଗନଗର ଶିଳ୍ପାଞ୍ଚଳର ମେସ୍କୋ ଷ୍ଟିଲ ପରିସରରେ ଥିବା ରେଲୱେ ସାଇଡିଂ ଉପରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି)ର କଳିଙ୍ଗନଗର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ବିଭାଗୀୟ ଆଞ୍ଚଳିକ ଅଧିକାରୀ ପ୍ରମୋଦ...
ବେଦାନ୍ତର ଅସୁରକ୍ଷିତ ଓସ୍ତପାଳ ଖଣି: ଡିଜିଏମ୍ଏସ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ, ୧୮ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ କମ୍ପାନୀ ଦ୍ୱାରା ଗତ ପ୍ରାୟ ୬ ମାସ ହେବ କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ୍ ଖଣିର ସୁରକ୍ଷା ବ୍ୟବସ୍ଥାକୁ ନେଇ ତଦନ୍ତ ଆରମ୍ଭ ହୋଇଛି। ଭାରତ ସରକାରଙ୍କ ଡାଇରେକ୍ଟର...
ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ
ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ ଗୁରୁବାରଠାରୁ ତଦନ୍ତ ଆରମ୍ଭ ହେବ। ଏ ସଂକ୍ରାନ୍ତରେ ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ...
ବେଦାନ୍ତର ଅସୁରକ୍ଷିତ ଖଣି
ଯାଜପୁର ଅଫିସ,୧୫।୬: ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯାଜପୁର ଜିଲା ସୁକିନ୍ଦା ବ୍ଲକର ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ହୋଇପଡ଼ିଛି। କାରଣ ଖଣି ଗର୍ତ୍ତଠାରୁ ମାତ୍ର ୨୦ ମିଟର ଦୂରରେ ଥିବା ୭୮ ମିଟର ଉଚ୍ଚତାର ଏକ ଡମ୍ପ ମୃତ୍ୟୁର...
ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣରେ ଅନିୟମିତତା
ଚଣ୍ଡିଖୋଲ,୧୧।୬(ଡି.ଏନ୍.ଏ.): ଯାଜପୁର ଜିଲା ଗ୍ରାମ୍ୟ ଉନ୍ନୟନ-୨ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍ଡିଭିଜନ ଦ୍ୱାରା ନିର୍ମାଣ କରାଯାଇଥିବା ରାସ୍ତାରେ ବ୍ୟାପକ ଅନିୟମିତତା ହୋଇଛି। ଏଣୁ ଗୋଟିଏ ବର୍ଷରେ ଏହି ସବ୍ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ତୁଳସୀ ପାତ୍ରଙ୍କୁ ବିଭାଗୀୟ ଅଧୀକ୍ଷଣ...
ଟିକାକରଣରେ ଅବ୍ୟବସ୍ଥା ନେଇ ଅସନ୍ତୋଷ
ଯାଜପୁର ଅଫିସ,୧୧।୬: ଯାଜପୁର ଜିଲାର କେତେକ କରୋନା ଟିକାକରଣ କେନ୍ଦ୍ରରେ ଅବ୍ୟବସ୍ଥା ଦେଖା ଦେଇଛି। ଏହାବାଦ୍ ଜିଲାରେ ୧୮ରୁ ୪୫ ବର୍ଷ ପର୍ଯ୍ୟନ୍ତ ଟିକାକରଣ କାର୍ଯ୍ୟକ୍ରମ ସୋମବାରଠାରୁ ଆରମ୍ଭ ହୋଇଥିଲେ ହେଁ ବ୍ୟାସନଗର ସହରକୁ ଏଥିରୁ ବାଦ ଦିଆଯାଇଛି। ଯାହାକୁ...
ମଣ୍ଡିକୁ ଧାନ ଆସି ଫେରିଲା
ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି, ମୋବାଇଲକୁ ଏସ୍ଏମ୍ଏସ୍ ଆସିଛି। ହେଲେ ଧାନ ବିକ୍ରି କରିବାକୁ ଆସିଥିବା ଚାଷୀଙ୍କୁ ଫେରାଇ...