ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର
ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଯୁବକ...
କୋଭିଡ୍ ନିୟମ ଉଲ୍ଲଘଂନ: ୫ ଦୋକାନ ସିଲ୍
କେସିଙ୍ଗା,୧୪।୬(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର କୋଭିଡ୍ ନିୟମ ଉଲ୍ଲଘଂନ ନେଇ ୫ଟି ଦୋକାନକୁ ସୋମବାର ଏନ୍ଏସି ପ୍ରଶାସନ ପକ୍ଷରୁ ସିଲ କରାଯାଇଛି । ଉକ୍ତ ୫ ଟି ଦୋକାନକୁ ଏନ୍ଏସିର ନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ନେତୃତ୍ୱରେ ଚଢ଼ାଉ...
ମିଳିଲା ପ୍ରେମୀ ଯୁଗଳଙ୍କ ମୃତଦେହ
କୋକସରା,୯।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ମହିମା ପଞ୍ଚାୟତ ତେନ୍ତୁଲିପଡାର ଚାଷ ଜମି ନିକଟ ଏକ ବରଗଛରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତଦେହ ବୁଧବାର ପୋଲିସ ଜବତ କରିଛି। ଉଭୟ ଯୁବକ ଓ ଯୁବତୀ ନିକଟ ଗୌନ୍ତିଆପଡାର...
ଅକ୍ସିଜେନ ବୋଝେଇ ଟ୍ରେନ୍ରୁ ଦୀର୍ଘ ୧୧ ଘଣ୍ଟା ଧରି ଅକ୍ସିଜେନ ଲିକ୍
କେସିଙ୍ଗା,୯ା୬(ଡି.ଏନ୍.ଏ.): ସମ୍ବଲପୁର ରେଲଓ୍ବେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲଓ୍ବେ ଷ୍ଟେଶନରେ ଏକ ଅକ୍ସିଜେନ ବୋଝେଇ ଟ୍ରେନ୍ରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲିକ୍ ହୋଇଥିଲା। କେସିଙ୍ଗା ରେଲଓ୍ବେ ଷ୍ଟେଶନ ମାଷ୍ଟର ସ୍ଥାନୀୟ ଅଗ୍ନିଶମ ବିଭାଗର ଓଆଇସି ଅନିଲ କୁମାର ମିଶ୍ରଙ୍କୁ ଜଣାଇଥିଲେ।...
ମହଙ୍ଗା ପଡ଼ିଲା ବାର୍ହା ମାଂସ କିଣିବା
କୋକସରା,୨।୬: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ବନ ବିଭାଗ କର୍ମଚାରୀ ୫ କେଜି ବାର୍ହା ମାଂସ ସହ ୨ ଜଣ ଯୁବକଙ୍କୁ ଧରିବାରେ ସଫଳ ହୋଇଛନ୍ତି। ଗିରଫ ୨ ଅଭିଯୁକ୍ତ ହେଲେ ମୈଦଲପୁର ଗାଁର ବନମାଳୀ ପୁଝାରୀ(୫୮) ଏବଂ...