ଚାଷ ଜମିରେ ମାଡୁଛି ଲୁଣାପାଣି
ରାଜନଗର, ୧୧।୬(ଡି.ଏନ୍.ଏ.): ୩ ବର୍ଷ ହେଲା ସ୍ଲୁଇସ୍ ନିର୍ମାଣ ସରିଲାଣି। ମାତ୍ର ଆଜିଯାଏ ସ୍ଲୁଇସ୍ରେ ଗେଟ ଲାଗିନି। ନଦୀରେ ଜୁଆର ସମୟରେ ଲୁଣାପାଣି ଭେଡା ଭିତରକୁ ପଶି ଚାଷ ଜମିରେ ଲହଡି ଭାଙ୍ଗୁଛି। ସ୍ଲୁଇସ୍ରେ ଗେଟ ନ ଥିବାରୁ ଭେଡା...
ବ୍ରାହ୍ମଣୀ ସହ ସଂଯୋଗୀକରଣ ଯୋଜନା ବାଧାପ୍ରାପ୍ତ
ପଟ୍ଟାମୁଣ୍ଡାଇ,୭ା୬(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ପୋତା ଗୋବରୀ ନଦୀ ଓ ପଠା ସରକାରୀ ଜମି ପ୍ରଭାବଶାଳୀ ବ୍ୟକ୍ତିମାନେ ହାତେଇ ନେବାରେ ସକ୍ଷମ ହୋଇଛନ୍ତି। ଫଳରେ ପଟ୍ଟାମୁଣ୍ଡାଇରେ ପ୍ରବାହିତ ୨୦କିମି ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ନଦୀ...
ଓଡ଼ିଶା ତଟକୁ ସୁରକ୍ଷା ଦେବ ବନାନୀ
କେନ୍ଦ୍ରାପଡ଼ା ଅଫିସ,୭।୬: ଜାତୀୟ ଉଦ୍ୟାନ ଭିତରକନିକା ନିକଟରେ ମେ’ ୨୬ରେ ହୋଇଥିବା ସାମୁଦ୍ରିକ ଝଡ଼ ୟାସ୍ର ବେଗ ଘଣ୍ଟା ପ୍ରତି ୧୪୫ କି.ମି.ରୁ ଅଧିକ ଥିଲା। ଝଡ଼ ପ୍ରଭାବରେ ରଙ୍ଗଣୀ, ତାଳଚୁଆ, ସାତଭାୟା ଅଞ୍ଚଳ ମଧ୍ୟକୁ ସମୁଦ୍ର ଜୁଆର ମାଡ଼ି...
ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ
ମହାକାଳପଡ଼ା,୪।୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ ସୀମା ମିଲନ ମୋଡ଼ ବଜାରରେ ବେଆଇନ କ୍ଲିନିକ୍ ଖୋଲାଯାଇଛି। ସେହି କ୍ଲିନିକ୍ରେ ସ୍ଥାନୀୟ...
ଅନିଶ୍ଚିତତାରେ ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା
କେନ୍ଦ୍ରାପଡ଼ା ଅଫିସ,୩।୬: ଶ୍ରୀଜଗନ୍ନାଥ ସଂସ୍କୃତିରେ ଶ୍ରୀକ୍ଷେତ୍ର ପରେ ତୁଳସୀକ୍ଷେତ୍ରର ଗୁରୁତ୍ୱ ଯଥେଷ୍ଟ ଅଧିକ। ପୁରୀରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରଦିନ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ମାଉସୀ ମା’ ମନ୍ଦିର ଅଭିମୁଖେ ବାହାରିଥାଏ। ୩୦୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି...
ବଜ୍ରପାତରେ ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ
ମହାକାଳପଡା,୨।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକର ମହାନଦୀର ବରଜ ବାହାକୁଦଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାଛ ଧରୁଥିବା ବେଳେ ବ୍ରଜପାତ ଘଟିବାରୁ ଜଣେ ମତ୍ସ୍ୟଜୀବୀଙ୍କ ପରଲୋକ ଘଟିଛି। ମୃତ ମତ୍ସ୍ୟଜୀବିଙ୍କ ଘର ତନ୍ତି ପାଳ ଥାନା ବିଜୟନଗର ଗାଁ...