ସାବିତ୍ରୀବ୍ରତରେ ସ୍ତ୍ରୀ ମାଡ଼ରେ ସ୍ବାମୀ ଗୁରୁତର
ବଡ଼ବିଲ,୧୦।୬(ସ୍ବ.ପ୍ର.): ଆଜି ଥିଲା ପବିତ୍ର ସାବିତ୍ରୀ ବ୍ରତ। ସ୍ବାମୀଙ୍କ ଦୀର୍ଘାୟୁ ପାଇଁ ପୂଜାର୍ଚ୍ଚନା କରିଥାନ୍ତି ସ୍ତ୍ରୀ। ହେଲେ ଏଭଳି ଏକ ଦିନରେ ସ୍ତ୍ରୀଙ୍କ ଆକ୍ରମଣରେ ସ୍ବାମୀ ଗୁରୁତର ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ...
ମହିଳାଙ୍କୁ ଗଣବଳାତ୍କାର
କେନ୍ଦୁଝର, ୭ା୬ : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ବିଧବା ମହିଳାଙ୍କୁ ଗାଡ଼ିରେ ଉଠାଇ ନେଇ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଥିବା ବେଳେ ଜଣେ ନାବାଳକଙ୍କୁ ଜୁଭେନାଇଲ ଜଷ୍ଟିସ...
ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ
କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅମାନୁଷିକ ଘଟଣା ଘଟିଛି କେନ୍ଦୁଝର ଜିଲା ବଲାଣି ଥାନା କିରିବୁର...
ମାଲବାହୀ ଟ୍ରେନ୍ର ୩ ବଗି ଲାଇନ୍ଚ୍ୟୁତ
କେନ୍ଦୁଝର,୬ା୬(ସ୍ବ.ପ୍ର.) କେନ୍ଦୁଝରଗଡ଼ ରେଳ ଷ୍ଟେଶନ ନିକଟରେ ମାଲବାହୀ ଟ୍ରେନ୍ର ୩ଟି ବଗି ଲାଇନ୍ଚ୍ୟୁତ ହେବା ଫଳରେ ଟ୍ରେନ୍ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି। ଆଜି ଦିନ ପ୍ରାୟ ୧୨.୩୦ରେ ନୟାଗଡ଼ ସାଇଡିଂ (ବଡ଼ବିଲ) ଅଭିମୁଖେ ଲୁହା ପଥର ଆଣିବାକୁ ଯାଉଥବା...
ଅଗ୍ନିକାଣ୍ଡରେ ଜଳିଗଲା କ୍ୟାବିନ: ସାମଗ୍ରୀ ପୋଡ଼ି ପାଉଁଶ
ପାଟଣା,୫ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ଛକରେ ଥିବା ଏକ ପାନ ଦୋକାନ କ୍ୟାବିନରେ ଶନିବାର ସକାଳୁ କୌଣସି କାରଣରୁ ଅଗ୍ନିକାଣ୍ଡ ଘଟି ଅନେକ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ଏଥି ସହ ଉକ୍ତ ଦୋକାନ ସଂଲଗ୍ନ...
ଏମିତି ବି ମାଡ଼ିଆସେ ମୃତ୍ୟୁ
କେନ୍ଦୁଝର,୨ା୬: ଘର ଅଗଣାରେ ବସିଥିବା ବେଳେ ଟ୍ରକ ମାଡ଼ି ଯିବାରୁ ଜେଜେମା’ ଓ ନାତିଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ସଦର ଥାନା ଅଧୀନ ୨୦ନମ୍ବର ଜାତୀୟ ରାଜପଥର ବାଙ୍କମାରୁଣୀ ସାହି ନିକଟରେ ବୁଧବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକ...