ହାକୁଟିକୁ ଅଣଦେଖା କରୁଛନ୍ତି କି….
ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ମାତ୍ର ଦିନ ସାରା ଯଦି ଏହି ପ୍ରକ୍ରିୟା ଲାଗି ରହେ ତେବେ ଏହା ଅନେକ ଅନେକ ରୋଗର ସଙ୍କେତ ଦେଇଥାଏ।...
ପୃଥିବୀ ପାଇଁ ବୋଝ ଏଭଳି ଲୋକ
ପ୍ରତ୍ୟେକ ମଣିଷ କିଛି ଉଦ୍ଦେଶ୍ୟ ନେଇ ଜନ୍ମଗ୍ରହଣ କରିଥାନ୍ତି। ଆଚାର୍ଯ୍ୟ ଚାଣକ୍ୟଙ୍କ ଅନୁଯାୟୀ, ଯଦି କୌଣସି ବ୍ୟକ୍ତିଙ୍କ ଜ୍ଞାନ ଏବଂ ଗୁଣ ନାହିଁ, ତେବେ ଏପରି ବ୍ୟକ୍ତି ପୃଥିବୀ ଉପରେ ବୋଝ ସଦୃସ । ଏଭଳି ଲୋକଙ୍କର ବଞ୍ଚିବାର ଅଧିକାର...
ଚନ୍ଦନରେ ରହିଛି ଏସବୁ ଉପକାରୀ ଗୁଣ
ଅନିୟମିତ ଜୀବନଶୈଳୀ ସହ ପ୍ରଦୂଷିତ ବାୟୁମଣ୍ଡଳ ଯୋଗୁ ଆଜିକାଲି ଅଧିକାଂଶ ଲୋକଙ୍କ ତ୍ୱଚାରେ ସମସ୍ୟା ଦେଖାଦେଉଛି। ତେବେ ତ୍ୱଚା ପାଇଁ ଚନ୍ଦନ ସବୁଠୁ ଉପକାରୀ ବୋଲି ଆୟୁର୍ବେଦିକ୍ ଡାକ୍ତର କୁହନ୍ତି। ଏହା ତ୍ୱଚାକୁ ଥଣ୍ଡା ରଖିବା ସହ ତ୍ୱଚା ସମ୍ବନ୍ଧୀୟ...
ବ୍ୟକ୍ତିଙ୍କ ନିକଟରେ ଏହି ୨ ଗୁଣ ଥିଲେ ଶତ୍ରୁ ବି ପାଲଟିବେ ମିତ୍ର, ସମାଜରେ ବଢ଼ିବ ମାନ-ସମ୍ମାନ
ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତା’ର ନିଦାନ ସମ୍ପର୍କରେ ବର୍ଣ୍ଣନା କରିଛନ୍ତି। ଏହି ନୀତିକୁ ଆପଣାଇବା ଦ୍ୱାରା ମଣିଷ ଜୀବନରେ ସଫଳତା ପାଇଥାଏ। ଏହି କ୍ରମରେ ଚାଣକ୍ୟ ଶତ୍ରୁଙ୍କୁ ମିତ୍ର କରିବାର...
ତ୍ୱଚା ପାଇଁ ବରଦାନ ନଡ଼ିଆ ତେଲ
ସବୁଠୁ ସହଜ ଏବଂ ସୁଲଭ ଦରରେ ମିଳୁଥିବା ନଡ଼ିଆ ତେଲରେ ଭରି ରହିଛି ଅନେକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ। ଏହାକୁ କିପରି ବ୍ୟବହାର କଲେ ଆପଣ ଅଧିକ ଉପକୃତ ହୋଇପାରିବେ ଜାଣି ରଖନ୍ତୁ ଟିପ୍ସ… ନଡ଼ିଆତେଲ ତ୍ୱଚାକୁ ପ୍ରାକୃତିକ ଉପାୟରେ...
ମେକ୍ସିକାନ୍ ଫ୍ରାଏଡ୍ ରାଇସ୍
ଆବଶ୍ୟକ ସାମଗ୍ରୀ: ୨ କପ୍ ଭାତ, ୧/୪ କପ୍ ଛୋଟ ଛୋଟ କଟା ହୋଇ ସିଝା ହୋଇଥିବା ବିନ୍ସ, ସିଝା ରାଜ୍ମା, ଗୋଟିଏ କଟା ପିଆଜ, ଛୋଟ ଛୋଟ କଟା ଯାଇଥିବା ଗୋଟିଏ ଗାଜର, କ୍ୟାପ୍ସିକମ୍, କଟା ଟମାଟୋ ୧/୨...
ସାଉଣ୍ଡ ଫିଗର ଚାହୁଁଥିଲେ
ବର୍ତ୍ତମାନ ସ୍ଲିମ୍ ଟ୍ରେଣ୍ଡ ଚାଲିଛି। ହେଲେ ମହିଳାମାନେ ଆବଶ୍ୟକରୁ ଅଧିକ ପତଳା ହେବା ଦ୍ୱାରା ଫିଗରର ଆକର୍ଷଣ କମିଯାଏ। ଏମିତିରେ ଅନେକେ ମୋଟା ହେବା ଲାଗି ଏଣୁ ତେଣୁ ଖାଦ୍ୟଠାରୁ ଆରମ୍ଭ କରି ବିଭିନ୍ନ ଔଷଧ ଖାଇବାକୁ ବି ପଛାଇ...
ଫିକା ଫିକା ରଜ
ବାହାଘର ପରେ ପ୍ରଥମ ରଜ। ନୂଆ ପିନ୍ଧିବା, ସ୍ବାମୀଙ୍କ ସହ ବୁଲିଯିବା ଆଉ ବାପଘରେ ଯାଇ ପୁରୁଣାଦିନର ରଜ ଅନୁଭୂତିକୁ ସାଉଁଟିବାକୁ ନେଇ କେତେ କେତେ ସ୍ବପ୍ନ। ହେଲେ କୋଭିଡ କଟକଣା ଭିତରେ ଏସବୁ ପ୍ଲାନିଂ ପଡ଼ିଯାଇଛି ଫିକା। ଏମିତିରେ...
ସାଧାରଣ ବ୍ୟକ୍ତି ବି କରିପାରିବେ ଜଗତକୁ ନିୟନ୍ତ୍ରଣ, ଜାଣନ୍ତୁ କେମିତି
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନର ଅନେକ ସମସ୍ୟାର ସମାଧାନ କରିବା ସହିତ ଜୀବନ ସହ ଜଡ଼ିତ ମୂଲ୍ୟବୋଧ ବିଷୟରେ ଆଲୋଚନା କରିଛନ୍ତି। ଏଥି ସହିତ ସେ ଅନେକ ଶ୍ଲୋକ ବର୍ଣ୍ଣନା କରିଛନ୍ତି ଏବଂ କହିଛନ୍ତି, ଜଣେ ବ୍ୟକ୍ତି ମଧୁର...
ଅଣ୍ଟାବିନ୍ଧାର ଘରୋଇ ଉପଚାର
ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ ଉପଶମ ପାଇ ପାରିବେ। ଅଧିକ ସମୟ ଠିଆ ହୋଇ କାମ କରୁଥିଲେ ମଝିରେ...