ପିପିଇ କିଟ୍ ପିନ୍ଧି କୋଭିଡ୍ ହସ୍ପିଟାଲରେ ରୋଗୀଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ
ବାରିପଦା ଅଫିସ,୨।୬: ମୟୂରଭଞ୍ଜ ଜିଲା ବାଙ୍କିଶୋଳସ୍ଥିତ ଏକ କୋଭିଡ ହସ୍ପିଟାଲରେ ବ୍ୟାପକ ଅବ୍ୟବସ୍ଥା ନେଇ ଫଟୋ ଓ ଭିଡିଓ ଭାଇରାଲ ହୋଇଥିଲା। ଏ ନେଇ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ହସ୍ପିଟାଲ ପରିଦର୍ଶନରେ ଯାଇଥିଲେ। ସେ ପିପିଇ କିଟ୍ ପିନ୍ଧି କୋଭିଡ୍...