ଏମ୍ସରେ ଲାଗିବ ଏକ୍ମୋ ମେଶିନ
ଭୁବନେଶ୍ୱର,୧୦।୬: ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ଲାଗିବ ୨ଟି ଏକ୍ମୋ ମେଶିନ। ଜୁନ ଶେଷ ସୁଦ୍ଧା ଏହି ମେଶିନ ଲାଗିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସ ଅଧ୍ୟକ୍ଷକ ସଚ୍ଚିଦାନନ୍ଦ ମହାନ୍ତି। ଏକ୍ମୋ ମେଶିନ ପରିଚାଳନା ପାଇଁ ଏମ୍ସ ପକ୍ଷରୁ...
‘ୟାସ୍’ ପ୍ରଭାବିତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ବାତ୍ୟା ‘ୟାସ୍’ ଅନେକ କ୍ଷତି ଘଟାଇଥିଲା। ଏହି ବାତ୍ୟାରେ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଆକଳନ କରାଯାଇଥିଲା। ତେବେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କ ପାଇଁ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ଅଣଜଳସେଚିତ...
ଓଡ଼ିଶା ଛୁଇଁଲା ମୌସୁମୀ
ଭୁବନେଶ୍ୱର,୧୦।୬(ବ୍ୟୁରୋ): ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୪୮ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ଛୁଇଁବ ମୌସୁମୀ। ଏଥିପାଇଁ ସ୍ଥିତି ଅନୁକୂଳ ରହିଥିବା ବେଳେ ଗୁରୁବାରଠାରୁ...
ଆଉ ୩ ସ୍ଥାନରେ ଡ୍ରାଇଭ୍ ଇନ୍ ଭାକ୍ସିନେଶନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଡ୍ରାଇଭ୍ ଇନ୍ ଭାକ୍ସିନେଶନର ସୁଫଳ ମିଳିବା ପରେ ଆଉ ୩ଟି ସ୍ଥାନରେ ଏଭଳି ଟିକାକରଣ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ବ୍ୟବସ୍ଥା କରିଛି। ଉକ୍ତ ସ୍ଥାନଗୁଡ଼ିକ ହେଲା ପୋଖରୀପୁଟସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୬, ପଟିଆସ୍ଥିତ ସିଲିକନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍...
୨୧ରୁ ସ୍କୁଲପିଲାଙ୍କୁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୟୁଟ୍ୟୁବ୍ ଲାଇଭ୍ କ୍ଲାସ୍ ଆରମ୍ଭ ହେବ। ଖୋର୍ଦ୍ଧା, ବଲାଙ୍ଗୀର, କଟକ, କେନ୍ଦ୍ରାପଡ଼ା, ଗଞ୍ଜାମ, କୋରାପୁଟ, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ଼, ନୟାଗଡ଼, ଭଦ୍ରକ, ବାଲେଶ୍ୱର, ସମ୍ବଲପୁର ଆଦି ୧୩ ଜିଲାରେ...
ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସେ ବୁଧବାର ସମସ୍ତ...
ବିଧାୟକ ପାଣ୍ଠି ସଂଶୋଧନ କର
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡ)କୁ କୋଭିଡ୍ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍ଲାଇନରେ ଆବଶ୍ୟକ ସଂଶୋଧନ କରିବାକୁ ଭାଜପା ବିଧାୟକମାନେ ଦାବି କରିଛନ୍ତି। କେବଳ ମାସ୍କ ପାଇଁ ନୁହେଁ ବରଂ...
କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍ମୋ ମେଶିନ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ ବହୁ ରୋଗୀ ଚିକିତ୍ସା ପାଇଁ ଅନ୍ୟ ରାଜ୍ୟକୁ ସ୍ଥାନାନ୍ତର ହେଉଛନ୍ତି। ତେଣୁ ଆବଶ୍ୟକତାକୁ...
କୋଭିଡ୍ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା। କରୋନା ମହାମାରୀରେ ସଂକ୍ରମିତ ହୋଇ ଲକ୍ଷ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡୁଛନ୍ତି। ଅର୍ଥନୈତିକ...
ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ନାହିଁ। କରୋନା ଯୋଗୁ ଘରେ ରହି ପୂଜାର୍ଚ୍ଚନା କରିଛନ୍ତି ମହିଳାମାନେ।...