ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ
ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍ବେଗ ପ୍ରକାଶ କରିବା ସହ ଏହି ପ୍ରସଙ୍ଗ ସମ୍ପର୍କରେ ବିଶ୍ୱ ସମୁଦାୟର ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା...
ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ
ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ଜଙ୍ଗଲ ସଫା ହେଉଥିବାରୁ ରାଜ୍ୟକୁ ପ୍ରତ୍ୟେକ ବର୍ଷ...
ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି
ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନୁଗୋଳ, କଟକ ଏବଂ...
ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ...
୧୦ରେ ବର୍ଷର ପ୍ରଥମ, ଶେଷ ବଳୟ ସୂର୍ଯ୍ୟୋପରାଗ
ଭୁବନେଶ୍ୱର, ୬।୬ (ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨୦୨୧ର ପ୍ରଥମ ତଥା ଶେଷ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହି ବଳୟ ସୂର୍ଯ୍ୟୋପରାଗ ଉତ୍ତର କାନାଡା, ଗ୍ରୀନ୍ଲାଣ୍ଡ ଓ ରୁଷିଆର କିଛି ଅଞ୍ଚଳରେ ଏବଂ ଆମେରିକା, ୟୁରୋପ, ଏସିଆ ମହାଦେଶର ଅନେକ...
ବିଦେଶରେ ପଢିବା ପାଇଁ ଯିବାକୁ ଥିବା ଛାତ୍ରୀଛାତ୍ରଙ୍କୁ ମିଳିବ ଟିକା
ଭୁବନେଶ୍ୱର, ୫।୬ (ବ୍ୟୁରୋ): ବିଦେଶକୁ ଯାଇ ପାଠ ପଢିବାକୁ ଚାହୁଁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବିଏମ୍ସି ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ନିଆଯାଇଛି। କରୋନା ମହାମାରୀ ସମୟରେ ବିଦେଶ ଯିବା ପାଇଁ ଟିକାକରଣ ବାଧ୍ୟତାମୂଳକ ଥିବାରୁ ଅନେକ ଛାତ୍ରୀଛାତ୍ରଙ୍କ ବିଦେଶରେ ପାଠ ପଢିବା...
ଘରେ ବସି ଆପ୍ରେ ବୁକିଂ କରିହେବ ଅକ୍ସିଜେନ୍
ଭୁବନେଶ୍ୱର, ୫।୬ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତିରେ ସୁଧାର ଆସୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଲକ୍ଡାଉନ ଶଟ୍ଡାଉନ୍ର ସୁଫଳ ମିଳୁଛି। ହେଲେ ଏବେ ବି କିଛି ଲୋକ କଟକଣାକୁ ପାଳନ କରୁନାହାନ୍ତି। ବିଶେଷକରି ବିଭିନ୍ନ ମାର୍କେଟ ଅଞ୍ଚଳରେ...
୧୯ ଜିଲାରେ କାଳବୈଶାଖୀ ଭୟ
ଭୁବନେଶ୍ୱର,୫।୬: ଦକ୍ଷିଣ, ପଶ୍ଚିମ, ଉତ୍ତର ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାର ଜିଲାଗୁଡିକରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଥିବା ଶନିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ...
ଘରେ ରହି ଚିକିତ୍ସିତ ହେବାକୁ ଥିବା କରୋନା ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ କନସେନ୍ଟ୍ରେଟର
ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ ରହି ଚିକିତ୍ସିତ ହେବାକୁ ଚାହୁଁଥିବା କରୋନା ରୋଗୀଙ୍କୁ ଅକ୍ସିଜେନ କନସେନ୍ଟ୍ରେଟର ଯୋଗାଇ ଦିଆଯିବ...
ଯୁକ୍ତ ଦୁଇ ମୂଲ୍ୟାୟନ, ରେଜଲ୍ଟ ନେଇ ମନ୍ତ୍ରୀ ଦେଲେ ଏହି ସୂଚନା
ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତବର୍ଷ ସରକାର ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରିଛନ୍ତି। ତେବେ ବର୍ତ୍ତମାନ କେମିତି ମୂଲ୍ୟାୟନ ହେବ ଏବଂ କେବେ ରେଜଲ୍ଟ ପ୍ରକାଶ ପାଇବ ସେନେଇ ଚିନ୍ତାରେ ଅଛନ୍ତି ଛାତ୍ରୀଛାତ୍ର ଏବଂ ଅଭିଭାବକ। ଏହି...