ଆରପାରିରେ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକ
ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା...