ଚାକିରି ଆଳରେ ଠକେଇ ର଼୍ୟାକେଟ ସକ୍ରିୟ
ଭୁବନେଶ୍ୱର,୨୦।୬(ବ୍ୟୁରୋ): କରୋନା କାଳରେ ଆଉଏକ କାଳ ସାଜିଛି ଠକେଇ। ପାଦେ ପାଦେ ସତର୍କ ନ ରହିଲେ ଠକଙ୍କ ଫାଶରେ ପଡ଼ିବା ନିଶ୍ଚିତ। ଅନେକେ ଚାକିରି ଓ ରୋଜଗାର ହରାଇ ଘରେ ବସିଛନ୍ତି। ବେକାର ଛାତ୍ରୀଛାତ୍ର ଚାକିରି ଅନ୍ବେଷଣରେ ରହୁଛନ୍ତି। ଏହା...
ଟିକା ନେବା ସତ୍ତ୍ୱେ ସଂକ୍ରମଣ: କାରଣ ଖୋଜିବ ୮ଜଣିଆ କମିଟି
ଭୁବନେଶ୍ୱର, ୨୦।୬(ବ୍ୟୁରୋ): କରୋନା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର ହେଉଛି ଟିକା। ବାରମ୍ବାର ପରୀକ୍ଷଣ ପରେ ଏବେ ଦେଶରେ କୋଭିଶିଲ୍ଡ ଓ କୋଭାକ୍ସିନ ଟିକା ଦିଆଯାଉଛି। ଅନୁମତି ପାଇଥିବା ଆଉ କେତେକ ଟିକାର ମାନବୀୟ ପରୀକ୍ଷଣ ଚାଲିଛି। ତେବେ ଟିକାର...
ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୦ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୨୦।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ କରୋନାରେ ଆଉ ୪୦ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୫୯୦କୁ...
ରାଜ୍ୟରେ ୪ ହଜାର ତଳେ ରହୁଛି ଦୈନିକ କରୋନା ସଂକ୍ରମଣ
ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଥିବା ବେଳେ ରବିବାର ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଆଜି ରାଜ୍ୟରେ ୩,୫୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୦୩୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ...
ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍ ଅନର
ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି ଦେଇଥିବାବେଳେ ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀ, ସୁଧାଂଶୁ ଷଡ଼ଙ୍ଗୀ, ସୌମେନ୍ଦ୍ର ପ୍ରିୟଦର୍ଶୀ,...
ଭୁବନେଶ୍ୱର ଦେଶର ଚତୁର୍ଥ ବାସୋପଯୋଗୀ ରାଜଧାନୀ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ୱର ଉତ୍ତମ ବାସୋପଯୋଗୀ ସହର ତାଲିକାରେ ସ୍ଥାନ ପାଇଛି । ଦେଶର ପ୍ରମୁଖ ୧୦ଟି ସହର ମଧ୍ୟରୁ ଏହା ୪ର୍ଥ ସ୍ଥାନ ହାସଲ କରିଛି। ସେଣ୍ଟର ଫର୍ ସାଇନ୍ସ ଆଣ୍ଡ ଏନ୍ଭାଇରନମେଣ୍ଟ(ସିଏସ୍ଇ) ଇଜ୍ ଅଫ୍ ଲିଭିଂ...
କରୋନାରେ ଚାଲିଗଲେ କଣ୍ଠଶିଳ୍ପୀ ତପୁ ମିଶ୍ର
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଲୋକପ୍ରିୟ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶନିବାର ପରଲୋକ ଘଟିଛି। ତାଙ୍କୁ ୩୬ ବର୍ଷ ବୟସ ହୋଇଥିଲା। ନିକଟରେ ସେ କରୋନାରୁ ସୁସ୍ଥ ହୋଇଥିଲେ। ହେଲେ କୋଭିଡ୍ ପରବର୍ତ୍ତୀ ସ୍ବାସ୍ଥ୍ୟଗତ ଜଟିଳତା କାରଣରୁ ତାଙ୍କୁ...
ଟିକା ନେଇନାହାନ୍ତି ୧,୯୭,୨୧୭ କୋଭିଡ୍ ଯୋଦ୍ଧା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଟିକା ନେଇନାହାନ୍ତି ପାଖାପାଖି ୨ ଲକ୍ଷ କୋଭିଡ୍ ଯୋଦ୍ଧା। ନାମ ପଞ୍ଜୀକରଣ କରି ମଧ୍ୟ ୧,୯୭,୨୧୭ ଜଣ କୋଭିଡ୍ ଯୋଦ୍ଧା ଟିକା ନେଇନାହାନ୍ତି। ସେମାନଙ୍କ ମଧ୍ୟରେ ୧,୩୬,୧୭୦ ଜଣ ସ୍ବାସ୍ଥ୍ୟକର୍ମୀ ଥିବାବେଳେ ୬୧,୦୪୭ ଜଣ ସମ୍ମୁଖ ଯୋଦ୍ଧା...
ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ
ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଏହି ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼...
ଡବଲ ଡୋଜ୍ ଭାକ୍ସିନ ପରେ ବି ହୋଇପାରେ କରୋନା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଶନିବାର ଏହି କଥା କହିଛନ୍ତି। ସେ କହିଛନ୍ତି, ଏଯାବତ୍ କୌଣସି କୋଭିଡ...