ଜାତୀୟ

ଆଜି ଭାଜପାରେ ଯୋଗ ଦେବେ ଜଣେ ବଡ ନେତା

ନୂଆଦିଲ୍ଲୀ,୯।୬: ବୁଧବାର ନୂଆଦିଲ୍ଲୀ ଭାଜପା କାର୍ଯ୍ୟାଳୟରେ କଂଗ୍ରେସର ଜଣେ ବଡ ନେତା ଭାଜପାରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ଉପସ୍ଥିତିରେ…

5 years ago

୫୦୦ ଡୋଜ୍‌ କୋଭିଶିଲ୍ଡ୍‌ ନଷ୍ଟ ହେଲା…

ଜୟପୁର,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍‌ ଅଭାବ ଯୋଗୁ ଟିକାଦାନରେ ବାଧା ସୃଷ୍ଟି ହୋଇଛି। ଏପରିସ୍ଥଳେ…

5 years ago

ଭାରତ ବାୟୋଟେକ୍‌ରେ ସେନା ଛାଉଣୀ…

ହାଇଦ୍ରାବାଦ୍‌,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଭାକ୍ସିନ୍‌ ପ୍ରସ୍ତୁତ କରିଥିବା ଭାରତ ବାୟୋଟେକ୍‌ର ହାଇଦ୍ରାବାଦ୍‌ ସ୍ଥିତ କ୍ୟାମ୍ପସ୍‌ ଏବେ କେନ୍ଦ୍ରୀୟ ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି। ଦେଶରେ…

5 years ago

ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…

ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ସରକାରୀ…

5 years ago

ଖୁସି ଖବର: ବିଟା-ଡେଲ୍ଟା ଭାରିଆଣ୍ଟ୍‌ ବିରୋଧରେ ପ୍ରଭାବଶାଳୀ ସାବ୍ୟସ୍ତ ହେଉଛି କୋଭାକ୍ସିନ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ…

5 years ago

ସିଜେଆଇଙ୍କୁ ଚିଠି ଲେଖିଲେ ଛାତ୍ରୀ

କରୋନାରେ ଲୋକଙ୍କ କଷ୍ଟ ବୁଝି ସେମାନଙ୍କ ଜୀବନ ବଞ୍ଚାଇବାକୁ ପ୍ରଭାବୀ ଢଙ୍ଗରେ ହସ୍ତକ୍ଷେପ କରିଥିବାରୁ ସିଜେଆଇ ଏନ୍‌. ଭି. ରମାନାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେରଳର ୫ମ ଶ୍ରେଣୀ…

5 years ago

ଅପଚୟ କଲେ କମ୍‌ ମିଳିବ

ନୂଆଦିଲ୍ଲୀ,୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟଗୁଡ଼ିକୁ ସାବାଳକଙ୍କ ପାଇଁ ମାଗଣାରେ ଟିକା ଦିଆଯିବ ବୋଲି ଘୋଷଣା କରିବାର ଦିନକ ପରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ ଗାଇଡ୍‌ଲାଇନ୍‌…

5 years ago

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଲକ୍ଷେରୁ କମ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ…

5 years ago

ଟିକା ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ

ନୂଆଦିଲ୍ଲୀ,୮।୬: କୋଭିଡ୍‌ ଟିକାକରଣ ପାଇଁ ପ୍ରାଇଭେଟ ହସ୍ପିଟାଲ କେତେ ଚାର୍ଜ କରିପାରିବେ, ତା’ର ମୂଲ୍ୟ ମଙ୍ଗଳବାର ନିର୍ଦ୍ଧାରିତ କରିଛନ୍ତି କେନ୍ଦ୍ର ସରକାର। ଏହା ଅନୁଯାୟୀ, କୋଭିଶିଲ୍ଡ ଲାଗି…

5 years ago

ମିଥ୍ୟା ଜାତିଗତ ପ୍ରମାଣପତ୍ର ପାଇଁ ଫସିଲେ ଏମ୍‌ପି

ମୁମ୍ବାଇ,୮।୬: ମିଥ୍ୟା ଜାତିଗତ ପ୍ରମାଣପତ୍ର ଦାଖଲ କରିବା ମହାରାଷ୍ଟ୍ରର ସ୍ବାଧୀନ ଏମ୍‌ପି ନବନୀତ କୌର ରାଣାଙ୍କୁ ମହଙ୍ଗା ପଡ଼ିଛି। ଏଥିନେଇ ବମ୍ବେ ହାଇକୋର୍ଟ ତାଙ୍କ ଉପରେ ୨…

5 years ago

This website uses cookies.