ୟୁଏଇ-ଭାରତ ମଧ୍ୟରେ ୨୩ରୁ ବିମାନ ସେବା ଆରମ୍ଭ
ନୂଆଦିଲ୍ଲୀ/ଦୁବାଇ,୨୧।୬: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ) ଏବଂ ଭାରତ ମଧ୍ୟରେ ଆସନ୍ତା ୨୩ତାରିଖରୁ ବିମାନ ସେବା ଆରମ୍ଭ ହେବ। ୟୁଏଇ ଏୟାରଲାଇନ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁଏଇ-ଭାରତ ମଧ୍ୟରେ ବିମାନ ଚଳାଚଳକୁ ବନ୍ଦ କରାଯାଇଥିଲା।...
ରାଜସ୍ଥାନ-ପଞ୍ଜାବରେ ରାଜନୈତିକ ସଙ୍କଟ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡ଼କାଇଲେ ସୋନିଆ ଗାନ୍ଧୀ
ନୂଆଦିଲ୍ଲୀ,୨୧।୬: ରାଜସ୍ଥାନ ଓ ପଞ୍ଜାବରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଜୁନ ୨୪ରେ ଏକ ବଡ଼ ବୈଠକ ଡ଼କାଇଛନ୍ତି। ଏହି ବୈଠକରେ ଦଳର ସମସ୍ତ ମହାସଚିବ, ରାଜ୍ୟ ପ୍ରଭାରୀ ଓ ରାଜ୍ୟର ସଭାପତି...
ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ
କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼ ଚଢ଼ିଥିବା ଦେଖିବାକୁ ମିଳିଛି। ଏହି ସମୟରେ ତାଙ୍କ ସହ ଏକ ମେଡିକାଲ ଟିମ୍...
ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ
ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। କରୋନା କଟକଣା ଯୋଗୁ ଶନିବାର ଓ ରବିବାର ରାଜ୍ୟରେ ସମସ୍ତ ଧାର୍ମିକ ସ୍ଥଳ...
ବିବାହ କରିବାକୁ ଜିଦ୍ ଧରିଲେ ୬୫ ବର୍ଷୀୟ ବ୍ୟକ୍ତି: ଶେଷରେ ବର ବେଶରେ ସଜେଇ ହୋଇ ଜାଣନ୍ତୁ କାହାକୁ କଲେ ବିବାହ
ଆମେଠି,୨୧।୬: ଉତ୍ତରପ୍ରଦେଶର ଆମେଠିରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଏକ ଅନନ୍ୟ ବିବାହ ଦେଖିବାକୁ ମିଳିଛି। ଜଣେ ୬୫ ବର୍ଷୀୟ ବ୍ୟକ୍ତି ବିବାହ କରିବାକୁ ଜିଦ୍ ଧରିବାରୁ ଘର ଲୋକେ ତାଙ୍କ ବିବାହ କରାଇଛନ୍ତି। କନ୍ୟା ସାଜିଛନ୍ତି ସମ୍ପୃକ୍ତ...
ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ
ହାଇଦ୍ରାବାଦ,୨୧।୬: ତେଲଙ୍ଗାନାରେ ସିଦ୍ଦିପେଟ ଜିଲାପାଳ ଭେଙ୍କଟାରାମ ରେଡ୍ଡୀ ଉଚ୍ଚ ପଦାଧିକାରୀ ତଥା ଜନ ପ୍ରତିନିଧୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର୍)ଙ୍କ ପାଦ ଛୁଇଁଛନ୍ତି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି। କେସିଆର୍ ସିଦ୍ଦିପେଟରେ ଅନେକ ସରକାରୀ କାର୍ଯ୍ୟାଳୟର ଉଦଘାଟନ...
ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ
ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍କୁ ପାଳନ କରାଯାଇ ଯୋଗ ଦିବସ ଅନୁଷ୍ଠିତ ହୋଇଛି। ଇତିମଧ୍ୟରେ ଦିଲ୍ଲୀରୁ ଜଣେ ସାଢ଼େ ୩ବର୍ଷର ଶିଶୁକନ୍ୟାଙ୍କ ଯୋଗର ଏକ...
ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍ସିରେ ସାମିଲ ହେଲେ ଅନେକ ନେତା
କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ ମୁକୁଲ ରୟଙ୍କ ସମେତ ଟିଏମ୍ସିର ଅନେକ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଗଙ୍ଗା ପ୍ରସାଦ...
ଏଏପିରେ ସାମିଲ ହେଲେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର
ଅମୃତସର,୨୧।୬: ଆସନ୍ତା ବର୍ଷ ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ବିଭିନ୍ନ ଦଳରେ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ପଞ୍ଜାବର ପୂର୍ବତନ ଆଇଜି କୁଓ୍ବଁର ବିଜୟ ପ୍ରତାପ ସିଂହ ସୋମବାର ଆମ ଆଦମୀ ପାର୍ଟି(ଏଏପି)ରେ ଯୋଗଦେଇଛନ୍ତି।...
ବୁଡ଼ି ଯାଉଥିଲେ ଯୁବକ, ଉଦ୍ଧାର ପାଇଁ ପାଣିକୁ ଡେଇଁଲେ ଏସ୍ଆଇ; ଆଉ ତା’ ପରେ…
ଲକ୍ଷ୍ନୌ,୨୧ା୬: ଉତ୍ତରପ୍ରଦେଶର ସାହସୀ ଏସ୍ଆଇ ନିଜ ଜୀବନକୁ ବାଜି ଲଗାଇ ପାଣିରେ ବୁଡ଼ି ଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରିଛନ୍ତି। ଏସ୍ଆଇ ବା ସବ୍-ଇନ୍ସପେକ୍ଟରଙ୍କ ଏପରି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଉଛି। ଅଲିଗଡ଼ ପୋଲିସର ଏହି ସାହସିକତା...