ଡାକ୍ତରଙ୍କୁ ଆକ୍ରମଣ ହେଲେ ମାମଲା କର
ନୂଆଦିଲ୍ଲୀ, ୨୦।୬(ପି.ଟି.): ଡାକ୍ତର ଏବଂ ସ୍ବାସ୍ଥ୍ୟସେବା ପେସାଦାରଙ୍କୁ ଆକ୍ରମଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କ ବିରୋଧରେ ମହାମାରୀ ରୋଗ (ସଂଶୋଧନ) ଆଇନ, ୨୦୨୦ ବଳରେ ମାମଲା ରୁଜୁ କରିବାକୁ କେନ୍ଦ୍ର ସରକାର ଶନିବାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ମହାମାରୀ ବେଳେ ଦେଶର ବିଭିନ୍ନ...
ଆଇଟି ନିୟମ ପ୍ରତ୍ୟାହାର କର
ନୂଆଦିଲ୍ଲୀ,୨୦ା୬: ନୂଆ ଆଇଟି ନିୟମ ଆଣି ଟୁଇଟର ଓ ଫେସ୍ବୁକ୍ ଭଳି ସୋସିଆଲ ମିଡିଆ ପ୍ଲାଟ୍ଫର୍ମଗୁଡ଼ିକୁ ନାଲିଆଖି ଦେଖାଉଥିବା କେନ୍ଦ୍ର ସରକାରଙ୍କୁ ଶନିବାର ଜାତିସଂଘରୁ ଶକ୍ତ ଝଟକା ଲାଗିଛି। ଭାରତର ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଇଣ୍ଟରମିଡିଆରି ଗାଇଡ୍ଲାଇନ୍ସ ଆଣ୍ଡ ଡିଜିଟାଲ...
କୋଭିଶିଲ୍ଡ ଦେବାର ୫ ମିନିଟ୍ ପରେ କୋଭାକ୍ସିନ
ପାଟନା,୧୯।୬: ସୁନିଲା ଦେବୀ ନାମକ ଜଣେ ବୃଦ୍ଧାଙ୍କୁ ମାତ୍ର ୫ ମିନିଟ୍ର ବ୍ୟବଧାନରେ ଉଭୟ କୋଭାକ୍ସିନ ଓ କୋଭିଶିଲ୍ଡ ଟିକା ଦିଆଯାଇଛି। ୬୩ ବର୍ଷୀୟା ବୃଦ୍ଧା ଅଓ୍ବଧପୁର ଗ୍ରାମର ବାସୀନ୍ଦା। ପାଟନାସ୍ଥିତ ବେଲଦାରିଚକ ମିଡ୍ଲ ସ୍କୁଲରେ ଚାଲିଥିବା ଟିକାକରଣ କେନ୍ଦ୍ରରେ...
ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍ସି
ବୀରଭୂମ୍,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍ସ୍ଥିତ ଟିଏମ୍ସି କାର୍ଯ୍ୟାଳୟ ଆଗରେ ଅନଶନରେ ବସିଥିଲେ। ସେମାନଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ପରେ ଟିଏମ୍ସିରେ ସାମିଲ କରାଯାଇଛି।...
ଯୋଗୀଙ୍କୁ ଭେଟିଲେ ଜିତେନ
ନୂଆଦିଲ୍ଲୀ,୧୯।୬: କଂଗ୍ରେସ ଛାଡ଼ି ଭାଜପାରେ ସାମିଲ ହେବାର ୧୦ ଦିନ ପରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତେନ ପ୍ରସାଦ ଶନିବାର ଲକ୍ଷ୍ନୌଠାରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ଏହି ବୈଠକରେ ରାଜ୍ୟରେ ଭାଜପାର ଶକ୍ତି କେଉଁଭଳି ବୃଦ୍ଧି...
ଶେଷ ହେଲା ମହାରାଷ୍ଟ୍ର-କର୍ନାଟକ ଜଳ ବିବାଦ
ବେଙ୍ଗାଲୁରୁ,୧୯।୬: ଆପୋଷ ବୁଝାମଣାରେ ମରୁଡି ପ୍ରବଣ ଅଞ୍ଚଳକୁ ଜଳ ଯୋଗାଣ ଓ ବନ୍ୟା ପରିଚାଳନା ପାଇଁ ଉଭୟ ମହାରାଷ୍ଟ୍ର ଓ କର୍ନାଟକ ସରକାର ନିଷ୍ପତ୍ତି ନେଇଛନ୍ତି। ଦୁଇ ରାଜ୍ୟ ମଧ୍ୟରେ ଜଳ ବିବାଦର ସାମାଧାନର ସୂତ୍ର ଖୋଜିବା ପାଇଁ ବେଙ୍ଗାଲୁରୁଠାରେ...
ବାପା, ମା’, ଭଉଣୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ଘରେ
କୋଲକାତା,୧୯।୬: ବାପା, ମା’, ଭଉଣୀ ଓ ଜେଜେମା’ଙ୍କ ହତ୍ୟା ମାମଲାରେ ପୋଲିସ ଜଣେ ୧୯ ବର୍ଷୀୟ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ(ଅସିଫ)ର ସାନ ଭାଇ ଅରିଫ ମହମ୍ମଦ ଶୁକ୍ରବାର ଅଭିଯୋଗ କରିବା ପରେ ଘଟଣାଟି ସାମ୍ନାକୁ ଆସିଛି। ଫେବୃୟାରୀ ୨୮ରେ...
୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…
ଲକ୍ଷ୍ନୌ,୧୯ା୬: ଉତ୍ତରପ୍ରଦେଶ କାନପୁରର ଜଣେ ଭଣ୍ଡ ବାବାଙ୍କ କଳାକାରନାମା ଏବେ ପଦାରେ ପଡ଼ିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। କଥିତ ଭଣ୍ଡ ବାବା ସୋସିଆଲ ମିଡିଆ ଜରିଆରେ ୫ ଜଣ ମହିଳାଙ୍କୁ ବିବାହ କରିବା ପରେ ବି ମନ ସନ୍ତୁଷ୍ଟ...
ସ୍ବିସ୍ ବ୍ୟାଙ୍କରେ ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟିରୁ ଅଧିକ: ଖଣ୍ଡନ କଲେ କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୧୯।୬: ସ୍ବିସ୍ ବ୍ୟାଙ୍କରେ ଜମା ହୋଇଥିବା ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟି ଟଙ୍କାରୁ ଅଧିକ ବୋଲି ସ୍ବିଜରଲାଣ୍ଡ୍ର ସେଣ୍ଟ୍ରାଲ୍ ବ୍ୟାଙ୍କ ପକ୍ଷରୁ ଏକ ବାର୍ଷିକ ରିପୋର୍ଟ ଗୁରୁବାର ପ୍ରକାଶ ପାଇଥିଲା। ଏହି ରିପୋର୍ଟକୁ କେନ୍ଦ୍ର ସରକାର...
୮ ଭାଇଭଉଣୀଙ୍କ ସହ ପିତାମାତାଙ୍କୁ କରି ଦିଆଯାଇଥିଲା ହତ୍ୟା, ପାକିସ୍ତାନରୁ ଭାରତ ଚାଲି ଆସି କୀର୍ତ୍ତିମାନ ରଚିଥିଲେ…
ନୂଆଦିଲ୍ଲୀ,୧୯।୬: କିମ୍ବଦନ୍ତୀ ଧାବକ ମିଲ୍ଖା ସିଂହଙ୍କ ପରଲୋକ ସହ ଏକ ଯୁଗର ଅବସାନ ହୋଇଛି। ଶୁକ୍ରବାର ରାତିରେ ସେ ଶେଷ ନିଶ୍ୱାସ ନେଇଥିବା ଖବର ଜଣାପଡ଼ିବା ପରେ ସମଗ୍ର ଦେଶରେ ଶୋକର ଛାୟା ଖେଳିଯାଇଥିଲା। କିଛି ଦିନ ପୂର୍ବରୁ ୯୧...