ସଂସଦରେ ଯୋଗ ଶିକ୍ଷା ଦେବେ ପ୍ରଜ୍ଞା
ଜୁନ୍ ୨୧ରେ ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଲୋକ ସଭା ସେକ୍ରେଟାରିଏଟ୍ ପକ୍ଷରୁ ସାଂଦସମାନଙ୍କୁ ଯୋଗ ଶିକ୍ଷାର ଆୟୋଜନ କରାଯାଇଛି। ଭୋପାଳର ଭାଜପା ଏମ୍ପି ପ୍ରଜ୍ଞା ସିଂ ଠାକୁର ଅନ୍ଲାଇନ୍ରେ ଉଦ୍ବୋଧନ ଦେଇ ସାଂଦସମାନଙ୍କୁ...
କୁଶଳୀ ହେବେ ଲକ୍ଷେ କୋଭିଡ୍ ଯୋଦ୍ଧା
ନୂଆଦିଲ୍ଲୀ, ୧୯।୬(ପି.ଟି.): ଦେଶର ଲକ୍ଷେରୁ ଊର୍ଦ୍ଧ୍ୱ କୋଭିଡ୍ ଯୋଦ୍ଧାଙ୍କୁ କୁଶଳୀ ତଥା ଅତିକୁଶଳୀ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏକ ସଂକ୍ଷିପ୍ତ ଶିକ୍ଷା ପାଠ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। କରୋନା ଭୂତାଣୁ ଏବେ ବି ଆମ ଭିତରେ ରହିଛି...
୨୮ ଖାଲି, ଅନେକ ଆଶାୟୀ
ନୂଆଦିଲ୍ଲୀ,୧୯ା୬: ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ)ରୁ ଶିବସେନା ଓ ଶିରୋମଣି ଅକାଳୀ ଦଳ ଓହରିଯିବା ଏବଂ ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି) ଅଧ୍ୟକ୍ଷ ରାମବିଳାସ ପାଶ୍ୱାନଙ୍କ ପରଲୋକ ହେବା ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳର କେତୋଟି ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଛି।...
ଭାରତୀୟ ଆଇନକୁ ପାଳନ କର
ନୂଆଦିଲ୍ଲୀ, ୧୯।୬: ଭାରତୀୟ ଆଇନ ଓ ନିୟମାବଳୀକୁ ଅନୁପାଳନ କରିବା ଲାଗି ସଂସଦୀୟ କମିଟି ଶୁକ୍ରବାର ଟୁଇଟର ଇଣ୍ଡିଆକୁ କଡ଼ା ବାର୍ତ୍ତା ଦେଇଛି। ନୂଆ ଆଇଟି ନିୟମାବଳୀକୁ ନେଇ କେନ୍ଦ୍ର ସରକାର ଓ ଟୁଇଟର ମଧ୍ୟରେ ବିବାଦ ଲାଗିରହିଥିବାବେଳେ ଶୁକ୍ରବାର...
ଅକ୍ଟୋବରରେ ତୃତୀୟ ଲହର
ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ ଲହରକୁ ଅଧିକ ଭଲ ଭାବରେ ନିୟନ୍ତ୍ରଣ କରାଯାଇପାରିବ, ତେବେ ମହାମାରୀ ଅନୂ୍ୟନ ଆଉ...
ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ...
ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍ ମିଲ୍ଖା
ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି। ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ୧୯୫୮ କମନୱେଲଥ୍ ଗେମ୍ସର...
‘ପୁଅ ଜୀବନ ପ୍ରତି ଲୋଭ ଥିଲେ ଛୁଟିରେ ଚାଲିଯାଅ’
ଭୋପାଳ,୧୮ା୬: ରାଜ୍ୟର ପ୍ରଶାସନିକ ଅଫିସରଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଥିବା ଯୁବ ଆଇଏଏସ୍ ଅଫିସର ଲୋକେଶ କୁମାର ଜାଙ୍ଗିଦ ଶୁକ୍ରବାର ମଧ୍ୟପ୍ରଦେଶରେ ପୋଲିସ ସୁରକ୍ଷା ଦାବି କରିଛନ୍ତି। ୨୦୧୪ ବ୍ୟାଚ୍ର ଏହି ଆଇଏଏସ୍ ଅଫିସର ମେସେଜିଂ ଆପ ‘ସିଗନାଲ’ରେ ଆଇଏଏସ୍...
ସ୍ବାମୀଙ୍କ ଉପରେ ଚାଲିଛି ସ୍ତ୍ରୀର ହତ୍ୟା ମାମଲା, ୮ ମାସ ପରେ ପ୍ରେମିକଙ୍କ ଘରୁ ମିଳିଲେ ମହିଳା
ପାଟନା,୧୮ା୬: ବିହାରର ଦାନାପୁର (ସୁଲତାନପୁର)ରୁ ସାମ୍ନାକୁ ଆସିଛି ସଭିଙ୍କୁ ଚମାକାଇ ଦେଲା ଭଳି ଘଟଣା। ୮ ମାସ ହେଲା ସ୍ବାମୀ ଓ ତାଙ୍କ ପରିବାରବର୍ଗଙ୍କ ବିରୋଧରେ ଯୌତୁକ ପାଇଁ ନିର୍ଯାତନା ଦେଇ ହତ୍ୟା ଓ ମୃତଦେହକୁ ଲୁଚାଇବା ମାମଲା ଚାଲିଛି।...
ସୋନିଆଙ୍କୁ ଭେଟିଲେ ଷ୍ଟାଲିନ
ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍କେ-କଂଗ୍ରେସ ମେଣ୍ଟ କ୍ଷମତାକୁ ଆସବା ପରେ ସୋନିଆଙ୍କ ସହ ଏହା ହେଉଛି ଷ୍ଟାଲିନଙ୍କ ପ୍ରଥମ...