କୋଭିଶିଲ୍ଡ ଡୋଜ୍ ସମୟସୀମା ବୃଦ୍ଧି: ବିଶେଷଜ୍ଞ କମିଟି ପରାମର୍ଶକୁ ଅଣଦେଖା କରିଛନ୍ତି କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଦେଶରେ ଭାରତ ବାୟୋଟେକ୍ର କୋଭାକ୍ସିନ୍ ଏବଂ ସିରମ୍ ଇନଷ୍ଟିଚ୍ୟୁଟର କୋଭିଶିଲ୍ଡ...
ଇଟାଲୀ ମରିନ୍ଙ୍କ ବିରୋଧରେ ମାମଲା ବନ୍ଦ
ନୂଆଦିଲ୍ଲୀ,୧୬ା୬: ୨୦୧୨ରେ ଇଟାଲୀର ୨ ନୌସୈନିକ(ମରିନ୍)ଙ୍କ ଦ୍ୱାରା କେରଳ ଉପକୂଳରେ ୨ ଦୁଇଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ହତ୍ୟା ମାମଲାର ଶୁଣାଣିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବନ୍ଦ କରିଦେଇଛନ୍ତି। ଏହାସହ ଦୁଇ ମୃତକଙ୍କ ପରିବାରକୁ ୧୦ କୋଟି ଟଙ୍କା କ୍ଷତିପୂରଣ ଦେବା ନେଇ...
୨୪କୁ ନଜର, ୨୨ ପାଇଁ ଛାନିଆ
ନୂଆଦିଲ୍ଲୀ,୧୬ା୬: ଉତ୍ତରପ୍ରଦେଶରେ ନିକଟରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଖିଳେଶ ଯାଦବଙ୍କ ନେତୃତ୍ୱାଧୀନ ସମାଜବାଦୀ ପାର୍ଟି ଶାସକ ଭାଜପାକୁ ପରାସ୍ତ କରିଥିଲା। ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଏହି ପରିଣାମକୁ ସେମିଫାଇନାଲ କୁହାଯାଉଛି। ସେହିପରି ଆଗାମୀ ବିଧାନସଭା...
କରୋନା ଗ୍ରାଫ୍ ତଳ ମୁହାଁ…
ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍ ତଳମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ...
୫ ଏମ୍ପିଙ୍କୁ ଦଳରୁ ବିଦା କଲେ ଚିରାଗ
ନୂଆଦିଲ୍ଲୀ,୧୫ା୬: ଚିରାଗ ପାଶ୍ୱାନଙ୍କ ନେତୃତ୍ୱାଧୀନ ଲୋକ ଜନଶକ୍ତି ପାର୍ଟି (ଏଲ୍ଜେପି)ରେ କନ୍ଦଳ ଓ ଫାଟ ବଢ଼ିବାରେ ଲାଗିଛି। ଚିରାଗଙ୍କ ଗୋଷ୍ଠୀ ମଙ୍ଗଳବାର ୫ ବିଦ୍ରୋହୀ ଏମ୍ପିଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଏଲ୍ଜେପି ପ୍ରତିଷ୍ଠାତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ରାମବିଳାସ...
‘ଜୟ ଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ଆକ୍ରମଣ: ରାହୁଲଙ୍କୁ ପାଲଟା ଜବାବ ଦେଲେ ଯୋଗୀ
ନୂଆଦିଲ୍ଲୀ,୧୫।୬: ‘ଜୟଶ୍ରୀ ରାମ’ ନ କହିବାରୁ ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଓ ଦାଢ଼ି କାଟି ଦେବା ଘଟଣାକୁ ନେଇ ଏବେ ରାଜ୍ୟ ସରକାର ଓ ବିରୋଧୀ ମୁହଁାମୁହିଁ ପରିସ୍ଥିତିରେ। ଗାଜିଆବାଦର ଲୋନି ଅଞ୍ଚଳରେ...
‘ସବୁଦିନ ପାଇଁ ୩୭୦ ଧାରାକୁ ସମାଧି ଦିଆଯାଇଛି’
ଶିମଲା,୧୫।୬: ଜମ୍ମୁ-କଶ୍ମୀରର ୩୭୦ ଧାରାକୁ ସବୁଦିନ ପାଇଁ ସମାଧି ଦିଆଯାଇଛି। ବର୍ତ୍ତମାନ କେନ୍ଦ୍ର ଶାସିତ ଅଞ୍ଚଳ ଭାବେ ପରିଗଣିତ ରାଜ୍ୟକୁ ପୁଣି ଥରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ଏଥିନେଇ ଭାଜପା ପ୍ରତିବଦ୍ଧ। ମଙ୍ଗଳବାର ଏଭଳି ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର...
ପଶ୍ଚିମବଙ୍ଗ ଗଣବଳାତ୍କାର: ତଦନ୍ତରେ ଖୁସି ନାହାନ୍ତି ୨ ପୀଡ଼ିତା
ନୂଆଦିଲ୍ଲୀ,୧୫।୬: ମେ’ ୩ ତାରିଖରେ ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ୧୦୦ରୁ ୨୦୦ ତୃଣମୂଳ କଂଗ୍ରେସ (ଟିଏମ୍ସି) ସମର୍ଥକ ଘରକୁ ଚାରିଆଡ଼ୁ ଘେରି ଦେଇଥିଲେ। ପରିବାର ସହ ଘର ଛାଡ଼ି ଚାଲିଯାଅ ନହେଲେ ପରିମାଣ ଭୟାବହ ହେବ...
ହୋଟେଲରେ ଚରସ ନେଇ ଧରାପଡ଼ିଲେ ଟଲିଉଡ୍ ସୁନ୍ଦରୀ
ମୁମ୍ବାଇ,୧୫।୬: ଟଲିଉଡର ଜଣାଶୁଣା ଅଭିନେତ୍ରୀ ନାଇରା ଶାହ ମୁମ୍ବାଇର ଏକ ୫ ତାରକା ହୋଟେଲରେ ଚରସ ନେଉଥିବାବେଳେ ଧରାପଡ଼ିଥିଲେ। ଏଥି ନେଇ ତାଙ୍କୁ ଓ ତାଙ୍କର ଜଣେ ବନ୍ଧୁ ଆଶିକ ସାଜିଦ ହୁସେନଙ୍କୁ ନାର୍କୋଟିକ ଡ୍ରଗ୍ସ ଓ ସାଇକୋଟ୍ରୋପିକ୍ ମାମଲାରେ...
କେବେ ଦେଖିଛନ୍ତି କି ଏଭଳି ସଡ଼କ ଦୁର୍ଘଟଣା? କାର୍ ହେଲା ଦୁଇଫାଳ; ଫଟୋ ଭାଇରାଲ ପରେ..
ନୂଆଦିଲ୍ଲୀ,୧୫।୬: ଯାନବାହାନ ଚଳାଇବା ଅସାବଧାନତା ଦୁର୍ଘଟଣାର କାରଣ ପାଲଟିଥାଏ। ଏହାର ଅନେକ ଘଟଣା ପ୍ରତ୍ୟେହ ଦେଖିବାକୁ ମିଳୁଥିବା ବେଳେ କିଛିକୁ ଦେଖିଲେ ଭୟ ଲାଗିଥାଏ। ବିଶେଷକରି ଗାଡ଼ିର ଅବସ୍ଥାକୁ ଦେଖି ତାହା ଅନୁମାନ କରାଯାଇଥାଏ। ଏବେ ସେଭଳି ଏକ ଦୁର୍ଘଟଣାର...