ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଅଧିକ ତାଣ୍ଡବ ରଚିବା ଆଶଙ୍କା…
ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା ପ୍ଲସ୍ ଚିହ୍ନଟ କରାଯାଇଛି। କରୋନା ଭୂତାଣୁ ଲଗାତାର ମ୍ୟୁଟେଶନ ଦ୍ୱାରା ନିଜର ନୂଆ...
ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍କୁ ପ୍ରଭାବହୀନ କରିବ ଭାକ୍ସିନ୍…
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍ ତଳମୁହାଁ ହେବାରେ ଲାଗିଛି। ଗତ ୭୫ ଦିନ ପରେ...
ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ ଏବେ ସ୍ଥିତି ବଦଳିବାରେ ଲାଗିଛି। ନେତା ଭାଜପା ଛାଡି ତୃଣମୂଳ କଂଗ୍ରେସ ମୁହାଁ...
ଏଆଇଏଡିଏମ୍କେରୁ ୧୭ ନେତା ବହିଷ୍କୃତ
ଚେନ୍ନାଇ, ୧୫।୬(ଆଇଏଏନ୍ଏସ୍): ପୂର୍ବତନ ସାଧାରଣ ସମ୍ପାଦକ ଭି.କେ. ଶଶିକଳାଙ୍କ ସହ ସମ୍ପର୍କ ରଖିଥିବା ଏଆଇଏଡିଏମ୍କେର ମୁଖପାତ୍ର ଭି. ପୁଗାଝେନ୍ଦିଙ୍କ ସମେତ ୧୭ ଜଣ ନେତାଙ୍କୁ ସୋମବାର ଦଳରୁ ବହିଷ୍କାର କରାଯାଇଛି। ଦଳ ମୁଖ୍ୟାଳୟରେ ଏଆଇଏଡିଏମ୍କେର ବୈଠକ ବସି ଏଭଳି ନିଷ୍ପତ୍ତି...
ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି
ନୂଆଦିଲ୍ଲୀ, ୧୫ା୬: ପୂର୍ବ ଲଦାଖ ସ୍ଥିତ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷକୁ ବର୍ଷେ ପୂରିଛି। ଏବେ ବି ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍ଏସି) ନିକଟରୁ ହଟିନି ବେଜିଂ। ୧୧ ପର୍ଯ୍ୟାୟ ଧରି ଡିଜିଏମ୍ଓ ସ୍ତରୀୟ...
ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ
ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍ ଗୌରବ ୱାସନ ବୃଦ୍ଧ ଦମ୍ପତ୍ତିଙ୍କୁ କ୍ଷମା କରିଛନ୍ତି। ସେ ଏକ ଟୁଇଟ ମାଧ୍ୟମରେ...
୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୫୯,୯୫୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨,୭୩୨...
ଦିଲ୍ଲୀ ଏମ୍ସରେ ଛୁଆଙ୍କ ଉପରେ ହେବ ଟିକା ପରୀକ୍ଷା
ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨ ବର୍ଷ ବୟସର ପିଲାମାନଙ୍କଠାରେ କରାଯିବ। ପୂର୍ବରୁ ପାଟନାସ୍ଥିତ ଏମ୍ସରେ ପିଲାମାନଙ୍କ ଠାରେ ଏହି...
୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ
ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ ୫ ବର୍ଷର ଶିଶୁ ୧୫୦ ଫୁଟ ଗଭୀର ବୋର୍ଓ୍ବେଲ୍କୁ ଖସିପଡ଼ିଥିଲା। ଦୀର୍ଘ ୮ଘଣ୍ଟାର...
୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍
ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍ ଉପହାର ସ୍ବରୂପ ପ୍ରଦାନ କରିଛନ୍ତି। କିଆ ମୋଟର୍ସ ଦ୍ୱାରା ନିର୍ମିତ ବିଳାସପୂର୍ଣ୍ଣ କାର କିଣିବା ପାଇଁ ସରକାରୀ...