ସ୍ତ୍ରୀ-ସ୍ବାମୀ ଏକାଠି ମିଶି ପିଉଥିଲେ ମଦ, ଆସିଲା ଫୋନ୍ କଲ୍; ଆଉ ତା’ପରେ ସବୁ ବଦଳି ଗଲା
ମିରୁଟ୍,୧୧।୬: ଉତ୍ତରପ୍ରଦେଶର ମିରୁଟ୍ରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀ ତୀକ୍ଷ୍ଣ ଅସ୍ତ୍ରରେ ନିଜ ସ୍ତ୍ରୀଙ୍କ ବେକକୁ କାଟି ଦେଇଛନ୍ତି। ଆକ୍ରମଣ ସମୟରେ ମହିଳା ଜଣକ ମଧ୍ୟ ମଦ୍ୟପାନ କରି ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ।...
ରାଜ୍ୟର ପ୍ରଥମ ମୁସଲିମ୍ ମହିଳା ଡିଏସ୍ପି
ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍ସି)ର ୬୪ତମ କମ୍ପିଟେଟିଭ୍ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ ମହିଳା ଉତ୍ତୀର୍ଣ୍ଣ ହେବା ସହ ଡିଏସ୍ପି ଭାବେ ମନୋନୀତ ହୋଇଛନ୍ତି। ଯାହାକୁ ନେଇ...
ରାଗିଛନ୍ତି ପାଇଲଟ୍: ମନାଇବା ପାଇଁ ଫୋନ୍ କଲେ ପ୍ରିୟଙ୍କା
ନୂଆଦିଲ୍ଲୀ,୧୧।୬: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଗତ କିଛି ଦିନ ହେବା ଦଳୀୟ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦଳର କିଛି ବିଧାୟକଙ୍କ ସହ ଏକ ବୈଠକ କରି ରାଜ୍ୟରେ ରାଜନୈତିକ କାର୍ଯ୍ୟକଳାପକୁ ତୀବ୍ର...
ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଯୋଗୀ: ବିଧାନସଭା ନିର୍ବାଚନ-କ୍ୟାବିନେଟ ସମ୍ପ୍ରସାରଣକୁ ନେଇ ହୋଇପାରେ ଆଲୋଚନା
ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଲକ୍ଷ୍ନୌରୁ ଦିଲ୍ଲୀ ପର୍ଯ୍ୟନ୍ତ ସବୁଠି ଏବେ ରାଜନୈତିକ ହଇଚଇ ସୃଷ୍ଟି ହୋଇଛି। ଏଥିପାଇଁ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ସଂଗଠନରେ ପରିବର୍ତ୍ତନ ହେବା ନେଇ କେତେକ କଳ୍ପନା ଜଳ୍ପନା...
କୋଭିଶିଲ୍ଡ ଟିକା ବ୍ୟବଧାନ ହ୍ରାସ: ଜାଣନ୍ତୁ କାହାକୁ ଦିଆଯିବ ପ୍ରାଥମିକତା
ନୂଆଦିଲ୍ଲୀ,୧୧।୬: କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ କୋଭିଶିଲ୍ଡର ପ୍ରଥମ ଏବଂ ଦ୍ୱିତୀୟ ଡୋଜ ମଧ୍ୟରେ ବ୍ୟବଧାନକୁ ପୁଣି ଥରେ ହ୍ରାସ କରିଛି। ଏହା କେବଳ ସେହିମାନଙ୍କ ପାଇଁ, ଯେଉଁମାନେ ବିଦେଶ ଯାତ୍ରା କରିବାକୁ ଯାଉଛନ୍ତି। ନୂତନ ଗାଇଡଲାଇନ...
ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୧।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୯୨,୭୦୨ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩,୪୦୩...
ବେଆଇନ ଟେଲିଫୋନ୍ ଏକ୍ସଚେଞ୍ଜକୁ କଲ୍
ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୧ା୬(ପି.ଟି.):ପାକିସ୍ତାନର ଗୁପ୍ତଚର ସଂସ୍ଥାଠାରୁ ପୂର୍ବ ଭାରତରେ ଥିବା ଏକ ସାମରିକ ପ୍ରତିଷ୍ଠାନକୁ ନେଇ ଫୋନ୍ କଲ୍ କରାଯିବା ପରେ ଏବେ ବେଙ୍ଗାଲୁରୁସ୍ଥିତ ଏକ ଅବୈଧ ଟେଲିଫୋନ୍ ଏକ୍ସଚେଞ୍ଜ ପଦାକୁ ଆସିଛି। ଫଳରେ ଦେଶର ଅନ୍ୟ ଭାଗରେ ମଧ୍ୟ ଏପରି ବ୍ୟବସ୍ଥା...
ଦିଲ୍ଲୀରେ ଡ୍ୟାମେଜ୍ କଣ୍ଟ୍ରୋଲ୍
ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବିଧାନସଭା ନିର୍ବାଚନକୁ କିଛି ମାସ ବାକି ଥିବାବେଳେ ଭାଜପା ଓ...
ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା
ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ ଏହାଠାରୁ ଅଧିକ ମୃତ୍ୟୁ ମଧ୍ୟ କୌଣସି ଦିନ ଘଟିଥାଇପାରେ ବୋଲି ଆଶଙ୍କା କରାଯାଉଛି।...
ଜେଏନ୍ୟୁରେ ଛାତ୍ର-କର୍ମଚାରୀ ସଂଘର୍ଷ
ନୂଆଦିଲ୍ଲୀ,୧୦।୬: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍ୟୁ)ର ଗୋଟିଏ ଗୋଷ୍ଠୀ ଛାତ୍ର ଏବଂ କର୍ମଚାରୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଛାତ୍ରଗୋଷ୍ଠୀ ଜବରଦସ୍ତ ସେଣ୍ଟ୍ରାଲ ଲାଇବ୍ରେରିରେ ପ୍ରବେଶ କରି କାଚ ଡୋର୍ ଭାଙ୍ଗି ଥିଲେ। ଏହାକୁ ବିରୋଧ କରିଥିଲେ ସୁରକ୍ଷା କର୍ମଚାରୀ। ଫଳରେ ସୁରକ୍ଷା...