ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି
ନୂଆଦିଲ୍ଲୀ,୯।୬: ଅବସରପ୍ରାପ୍ତ ଆଇଏଏସ୍ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନର (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୧୯୮୪ ବ୍ୟାଚ୍ର ଏହି ଉତ୍ତରପ୍ରଦେଶ କ୍ୟାଡର ଅଫିସରଙ୍କୁ ନିଯୁକ୍ତି ଦେଇଥିବା ଆଇନ ମନ୍ତ୍ରଣାଳୟର...
ଟିକା ନେଲେ ବି ଡେଲ୍ଟା ଭାରିଆଣ୍ଟ ସଂକ୍ରମଣ କରିପାରେ
ନୂଆଦିଲ୍ଲୀ, ୯।୬: ଭାରତରେ ପ୍ରଥମେ ଗତବର୍ଷ ଅକ୍ଟୋବରରେ ଚିହ୍ନଟ ହୋଇଥିବା କରୋନା ଭୂତାଣୁର ଡେଲ୍ଟା ଭାରିଆଣ୍ଟ କୋଭାକ୍ସିନ କିମ୍ବା କୋଭିଶିଲ୍ଡ ଟିକାର ଉଭୟ ଡୋଜ୍ ନେଇଥିବା ଲୋକଙ୍କୁ ମଧ୍ୟ ସଂକ୍ରମିତ କରିପାରେ। ଦିଲ୍ଲୀ ଏମ୍ସ ଏବଂ ନ୍ୟାଶନାଲ ସେଣ୍ଟର ଫର...
ମିନେରାଲ ବଦଳରେ ଗ୍ରାହକଙ୍କୁ ଏସିଡ୍ ଦେଲେ ଦୋକାନୀ
କୁଲଗାମ(କଶ୍ମୀର),୯।୬ : ଦକ୍ଷିଣ କଶ୍ମୀରର କୁଲଗାମ ଜିଲାର ଜଣେ ତହସିଲଦାର ବୁଧବାର ଏକ ଦୋକାନରୁ ମିନେରାଲ ପାଣି ବୋତଲ କିଣିଥିଲେ। କିନ୍ତୁ ପାଣି ବଦଳରେ ଭୁଲ ବଶତଃ ବ୍ୟାଟେରି ଏସିଡ୍ ଭର୍ତ୍ତି ଥିବା ବୋତଲ ଦେଇଥିଲେ ଦୋକାନୀ। ଏହାକୁ ପିଇବା...
କୃଷକଙ୍କ ସହ ଛିଡ଼ା ହେବ ଟିଏମ୍ସି
କୋଲକାତା,୯।୬ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ବୁଧବାର ଭେଟିଛନ୍ତି ଭାରତୀୟ କିଷାନ ୟୁନିଅନ (ବିକେୟୁ) ନେତା ରାକେଶ ଟିକାଏତ। ବୈଠକରେ ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଲିଥିବା ଚାଷୀ ଆନ୍ଦୋଳନକୁ ସମର୍ଥନ ଦେବା ଲାଗି ଆଶ୍ୱାସନା ଦେଇଛନ୍ତି...
ମୁମ୍ବାଇକୁ ବୁଡ଼ାଇଲା ମୌସୁମୀ: ୨ ଦିନରେ ପହଞ୍ଚିବ ଓଡ଼ିଶା
ନୂଆଦିଲ୍ଲୀ,୯।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ମୁମ୍ବାଇ ସମେତ ଆଭ୍ୟନ୍ତରୀଣ ମହାରାଷ୍ଟ୍ରର କିଛି ଅଞ୍ଚଳ ଏବଂ ଦକ୍ଷିଣ ଗୁଜୁରାଟ ଏବଂ ତେଲେଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି ଅଂଶ ଛୁଇଁଛି । ମୌସୁମୀ ପ୍ରଭାବରେ ମୁମ୍ବାଇ ସମେତ ମହାରାଷ୍ଟ୍ରର ଅଧିକାଂଶ ସ୍ଥାନରେ...
ବାହା ହେବାକୁ ଆସି ବର ଖାଉଥିଲେ ଗୁଟ୍ଖା, ଦେଖିନେଲେ କନ୍ୟା; ଆଉ ତା’ପରେ…
ଲକ୍ଷ୍ନୌ,୯ା୬: ବିଭିନ୍ନ କାରଣରୁ ବରଙ୍କୁ କନ୍ୟା ବାହା ହେବାକୁ ମନା କରିଦେଇଥିବା ଘଟଣା ପୂର୍ବରୁ ଅନେକ ଥର ଶୁଣିଥିବେ। ମାତ୍ର ଏଥରକ କନ୍ୟା ବରକୁ ବାହା ହେବା ପାଇଁ ମନା କରିବା ଟିକେ ନିଆରା କାରଣ ରହିଛି। ଉତ୍ତରପ୍ରଦେଶର ବାଲିଆ...
ବାବା ରାମଦେବଙ୍କୁ ଝଟ୍କା ଦେଲା ନେପାଳ
କାଠମାଣ୍ଠୁ,୯।୬: ନେପାଳ ସରକାର ଦେଶରେ ପତଞ୍ଜଳି ଦ୍ୱାରା ପ୍ରସ୍ତୁତ କରୋନିଲ କିଟ୍ର ବିତରଣ ଉପରେ ରୋକ ଲଗାଇଛନ୍ତି। ଯୋଗ ଗୁରୁ ରାମଦେବଙ୍କ କମ୍ପାନୀ ପତଞ୍ଜଳି ଉପହାର ସ୍ବରୂପ କରୋନିଲଙ୍କ କିଟ ନେପାଳକୁ ପଠାଇଥିଲା। କିନ୍ତୁ ନେପାଳ ସରକାର କହିଛନ୍ତି ଯେ,...
ରାମଦେବଙ୍କୁ କରୋନା ସହିତ ତୁଳନା କଲେ ରାକ୍ଷୀ ସାଓ୍ବନ୍ତ…
ମୁମ୍ବାଇ,୯।୬: ସବୁବେଳେ ନିଜ ମନ୍ତବ୍ୟ ନେଇ ସୋସିଆଲ ମିଡ଼ିଆରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟି ଥିବା ବଲିଉଡ୍ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତଙ୍କ ଏକ ଭିଡ଼ିଓ ଏବେ ଇନଷ୍ଟାଗ୍ରାମ୍ରେ ଭାଇରାଲ ହେବାରେ ଲାଗିଛି। ଇଣ୍ଡିଆନ୍ ଆଇଡଲ୍-୧୨ର ଶୁଟିଂ ସାରି ମୁମ୍ବାଇ ଫେରି...
ନିର୍ବାଚନ ପୂର୍ବରୁ ବାଡ଼ଡିଆଁ…
ନୂଆଦିଲ୍ଲୀ,୯।୬: ଆସନ୍ତା ୨୦୨୨ରେ ଦେଶର ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଭାଜପା ଶକ୍ତି ବୃଦ୍ଧି କରିବା ଲାଗି ଅଣ୍ଟାଭିଡ଼ିବା ଆରମ୍ଭ କରିଛି। ଏହି ମର୍ମରେ ବିରୋଧୀ ଦଳଗୁଡ଼ିକୁ ଦୁର୍ବଳ କରିବା ଲାଗି ଛାମୁଆ ନେତାଙ୍କୁ ଦଳରେ...
ଅମିତ ଶାହାଙ୍କ ଘରେ ପହଞ୍ଚିଲେ ଜିତିନ୍ ପ୍ରସାଦ: ଭାଜପାରେ ହୋଇପାରନ୍ତି ସାମିଲ୍
ନୂଆଦିଲ୍ଲୀ,୯।୬। କଂଗ୍ରେସକୁ ପୁଣି ଲାଗିପାରେ ଝଟ୍କା। ଜ୍ୟୋର୍ତିଆଦିତ୍ୟ ସିନ୍ଧିଆଙ୍କ ପରେ ଏବେ ଦଳ ଛାଡିଆପାରନ୍ତି ଆଉ ଜଣେ ହେବିଓ୍ବେଟ୍। କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଜିତିନ ପ୍ରସାଦ ବୁଧବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେବେ...