ପୁଲଓ୍ବାମାରେ ପୁଣି ଥରେ ପଡ଼ିଲା ରକ୍ତ ଛିଟା
ଶ୍ରୀନଗର,୬।୬ : ପୁଣି ଥରେ ପୁଲଓ୍ବାମାରେ ପଡ଼ିଛି ରକ୍ତ ଛିଟା। ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗ୍ରେନେଡ୍ ବିସ୍ଫୋରଣ ଘଟିଛି। ଘଟଣାରେ ଅତିକମ୍ରେ ୮ ଜଣ ଆହତ ହୋଇଥିବା ପୋଲିସ କଣ୍ଟ୍ରୋଲ ରୁମ୍ରୁ ଅଧିକାରୀ ରବିବାର କହିଛନ୍ତି। ଦକ୍ଷିଣ କଶ୍ମୀରର ଅଓ୍ବନ୍ତିପୁରାର...
ୟୁପି କ୍ୟାବିନେଟରେ ହେବନାହିଁ ପରିବର୍ତ୍ତନ
ନୂଆଦିଲ୍ଲୀ,୬।୬: ଉତ୍ତରପ୍ରଦେଶ ଭାଜପା ପ୍ରଭାରୀ ରାଧାମୋହନ ସିଂ ରବିବାର ରାଜ୍ୟପାଳ ଆନନ୍ଦୀ ବେନ୍ ପଟେଲଙ୍କୁ ଭେଟିବା ପରେ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟରେ ଅଦଳବଦଳ ହେବା କଳ୍ପନାଜଳ୍ପନାକୁ ଖଣ୍ଡନ କରିଛନ୍ତି। ମନ୍ତ୍ରିମଣ୍ଡଳର କେତେକ ପଦବୀ ଉପଯୁକ୍ତ ସମୟରେ ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ...
କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ
ନୂଆଦିଲ୍ଲୀ,୬।୬: କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ ହୋଇଛି। ସିଏସଆଇଆର ଇଣ୍ଡିଆ ଏବଂ ଲକ୍ସାଇ ଲାଇଫ ସାଇନ୍ସ ଏହି କ୍ଲିନିକାଲ ଟ୍ରାଏଲ ଆରମ୍ଭ କରିଛନ୍ତି। ଏହାର ପ୍ରଭାବ, ନିରାପତ୍ତା ଏବଂ ସହନଶୀଳତାକୁ ଆକଳନ କରିବା ପାଇଁ...
ମୋଦିଙ୍କୁ ଭେଟିଲେ ନଡ୍ଡା
ନୂଆଦିଲ୍ଲୀ,୬।୬: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସମସ୍ତ ଜାତୀୟ ସାଧାରଣ ସଚିବଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ତାଙ୍କ ବାସଭବନରେ ୭ ଲୋକ କଲ୍ୟାଣ ମାର୍ଗରେ ପହଞ୍ଚିଛନ୍ତି। ସୂଚନାନୁସାରେ, ଉତ୍ତରପ୍ରଦେଶର ରାଜନୀତି ଠାରୁ...
ଭାଇର ଜନ୍ମ ଦିନରେ ଚିତାବାଘ ଆକ୍ରମଣରେ ଗଲା କୁନି ଭଉଣୀର ଜୀବନ
ଶ୍ରୀନଗର,୬।୬ : ଭାଇର ଜନ୍ମଦିନରେ ୫ ବର୍ଷୀୟା ମିର ଆଦା ପିନ୍ଧିଥିଲେ ବାର୍ବି ଡ୍ରେସ। ତା’ ସାଙ୍ଗକୁ ମୁକୁଟ। ଘର ବାହାରେ ଲନ ଛିଡ଼ା ହୋଇଥିବାବେଳେ ଉଠାଇ ନେଇଥିଲା ଚିତାବାଘ। ଏଭଳି ଘଟଣା ଘଟିଛି ଜମ୍ମୁ-କଶ୍ମୀରର ବୁଦଗମ ଜିଲାରେ ଓମ...
ଦଳକୁ ଫେରିବାକୁ ଚାହୁଁଛନ୍ତି ଆଉ ଜଣେ ଟିଏମ୍ସି ନେତା
କୋଲକାତା,୬।୬: ପଶ୍ଚିମବଙ୍ଗରେ କିଛି ପୂର୍ବତନ ତୃଣମୂଳ କଂଗ୍ରେସ (ଟିଏମ୍ସି) ବିଧାୟକ ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ମତ ବଦଳାଇ ପୂର୍ବ ଦଳକୁ ଫେରିବା ଲାଗି ଇଚ୍ଛା ପ୍ରକାଶ କରିଛନ୍ତି। ଏହି ଘଟଣାରେ ପ୍ରଦୀପ ବିଶ୍ୱାସ...
ଭୁଲ୍ ସ୍ବୀକାର କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୬।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ନିଜର ଏକ ଭୁଲ୍କୁ ସ୍ବୀକାର କରିଛନ୍ତି। ୨୦୧୯ରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ ସହ ମିଶି ସରକାର ଗଠନ ପାଇଁ ନିଷ୍ପତ୍ତି ନେବା ଭୁଲ୍ ଥିଲା ବୋଲି...
ସରକାରୀ କର୍ମଚାରୀଙ୍କୁ ମିଳିବ ବୈଦ୍ୟୁତିକ ଯାନ
ପାଣାଜୀ,୬।୬: ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗୋଆ ଏବଂ କେରଳ ସରକାର ସେମାନଙ୍କ ରାଜ୍ୟରେ ସରକାରୀ ଏଜେନ୍ସି ଏବଂ କର୍ମଚାରୀଙ୍କ ପାଇଁ ବୈଦ୍ୟୁତିକ ଯାନ କିଣିବା ପାଇଁ ପଦକ୍ଷେପ ନେଇଛନ୍ତି।...
ଟିକା ନୁହେଁ, ସରକାର ବ୍ଲୁ-ଟିକ୍ ପାଇଁ ଲଢୁଛନ୍ତି: ରାହୁଲ
ନୂଆଦିଲ୍ଲୀ,୬।୬: ଆଜିକାଲି ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ହୋଇଛନ୍ତି। ପ୍ରଥମେ ଆଇଟିର ନୂତନ ନିୟମକୁ ନେଇ ଟୁଇଟର ଏବଂ ସରକାରଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା ଏବଂ ଏହା ପରେ ଉପରାଷ୍ଟ୍ରପତିଙ୍କ ସମେତ ବହୁ ଆରଏସଏସ...
ଦଳ କହିଲେ ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିଦେବି: ୟେଦ୍ୟୁରପ୍ପା
ବେଙ୍ଗାଲୁରୁ,୬।୬: କର୍ନାଟକରେ ପୁଣି ରାଜନୈତିକ ଅସ୍ଥିରତା ଦେଖା ଦେଇଛି। କର୍ନାଟକର ମୁଖ୍ୟମନ୍ତ୍ରୀ ବି.ଏସ ୟେଦ୍ୟୁରପ୍ପାଙ୍କ ଭାଜପାର କିଛି ବିଧାୟକଙ୍କ ସହ ମନୋମାଳିନ୍ୟ ରହିଛି। ଏହି କାରଣରୁ ୟେଦ୍ୟୁରପ୍ପା ଖୁବ୍ଶୀଘ୍ର ନିଜ ପଦ ଛାଡିବେ ବୋଲି ଚର୍ଚ୍ଚା ହେଉଛି। ରବିବାର ୟେଦ୍ୟୁରପ୍ପା...