ଟୁଇଟର-କେନ୍ଦ୍ର ଶୀତଳଯୁଦ୍ଧ
ନୂଆଦିଲ୍ଲୀ,୬।୬: ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବେଳେ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟ୍ଫର୍ମ ଟୁଇଟର ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଏବେ ଚରମସୀମାରେ ପହଞ୍ଚତ୍ଛି। ସେତେବେଳେ କୃଷକଙ୍କ ଧାରଣାସ୍ଥଳକୁ ଦିଲ୍ଲୀ ପୋଲିସ କଣ୍ଟକିତ...
ନାଇଜେରିଆରେ ଟୁଇଟରର ଜାଗା ନେବ ‘କୁ’
ନୂଆଦିଲ୍ଲୀ,୫।୬: ଆଫ୍ରିକୀୟ ଦେଶ ନାଇଜେରିଆ ଶୁକ୍ରବାର ଟୁଇଟରକୁ ବନ୍ଦ କରିଦେବା ପରେ ଭାରତୀୟ ସୋସିଆଲ ନେଟ୍ଓ୍ବର୍କିଂ କମ୍ପାନୀ ‘କୁ’ ଏବେ ସେଠାରେ ପ୍ରବେଶ ଲାଗି ବିଚାର କରୁଛି। ନିୟମ ଉଲ୍ଲଂଘନ ନେଇ ଟୁଇଟର କମ୍ପାନୀ ନାଇଜେରିଆ ରାଷ୍ଟ୍ରପତି ମୁହମ୍ମଦୁ ବୁହାରିଙ୍କ...
୨ ଭଉଣୀଙ୍କୁ ଗଣବଳାତ୍କାର
ଜୟପୁର,୫।୬: ରାଜସ୍ଥାନର ଜୟପୁରରେ ଦୁଇ ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରାଜ୍ୟ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ଜୟପୁରର ଏକ ଆପାର୍ଟମେଣ୍ଟରେ ରହୁଥିବା ୧୯ ଓ...
ମମତାଙ୍କ ପୁତୁରା ଅଭିଷେକ ହେଲେ ତୃଣମୂଳ କଂଗ୍ରେସର ସାଧାରଣ ସମ୍ପାଦକ
କୋଲକାତା,୫।୬: ତୃଣମୂଳ କଂଗ୍ରେସ(ଟିଏମ୍ସି)ର ସାଂଗଠନିକସ୍ତରରେ ଶୁକ୍ରବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଟିଏମ୍ସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଏମ୍ପି ଅଭିଷେକ ବାନାର୍ଜୀଙ୍କୁ ଦଳର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି କରାଯାଇଛି। ନିର୍ବାଚନ ପରେ ପ୍ରଥମ ଥର...
ଟୁଇଟରକୁ ମୋଦି ସରକାରଙ୍କ ଶେଷ ଚେତାବନୀ…
ନୂଆଦିଲ୍ଲୀ,୫।୬: ଦେଶରେ ପ୍ରଚଳିତ ଆଇଟି ନିୟମର ପାଳନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ଟୁଇଟର୍କୁ ଶେଷ ଚେତାବନୀ ଦିଆଯାଇଛି। ନୂଆ ନିୟମ ପାଳନ ନ କଲେ ପରିଣାମ ଭୋଗିବାକୁ ପଡ଼ିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।...
ପରିବେଶ ସୁରକ୍ଷା ସହିତ ଆର୍ଥିକ ବିକାଶ ହିଁ ଭାରତର ଲକ୍ଷ୍ୟ: ମୋଦି…
ନୂଆଦିଲ୍ଲୀ,୫।୬: ପୃଥିବୀରେ ଜଳବାୟୁ ପରିବର୍ତ୍ତନ ଯୋଗୁ ସୃଷ୍ଟି ହେଉଥିବା ବହୁବିଧ ସମସ୍ୟା ପ୍ରତି ଭାରତ ସଚେତନ ରହିଛି। ଏକ୍ଷେତ୍ରରେ ଭାରତ ସକ୍ରିୟ ଭାବେ କାର୍ଯ୍ୟ ଜାରି ରଖିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଶ୍ୱ ପରିବେଶ ଦିବସ ଅବସରରେ...
୧୫ ଜୁନ୍ରୁ ଲଭ୍ ଜିହାଦ୍ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍…
ଅହମଦାବାଦ,୫।୬: ଲଭ୍ ଜିହାଦ୍ ଆଇନ୍ ଗୁଜରାଟରେ ୧୫ ଜୁନ୍ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡାଦେଶ କରାଯିବ। ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଲଭ୍ ଜିହାଦ୍ ଆଇନ୍କୁ ମଞ୍ଜୁରୀ ଦେଇଛନ୍ତି।...
ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ
ଚେନ୍ନାଇ,୫।୬: ତାମଲିନାଡୁରେ ଆଉ ସପ୍ତାହେ ବଢ଼ିଲା ଲକ୍ଡାଉନ। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାଲିନ ରାଜ୍ୟରେ କଟକଣା କୋହଳ କରିବା ସହ ଆଉ ସପ୍ତାହେ ଲକ୍ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। ଜୁନ ୧୪ଯାଏ ଏହି ଲକ୍ଡାଉନ ଜାରି ରହିବ ବୋଲି ଶନିବାର...
ଅଡ୍ ଇଭିନ୍ରେ ଖୋଲିବ ଦୋକାନ, ୫୦ ପ୍ରତିଶତରେ ଚାଲିବ ମେଟ୍ରୋ…
ନୂଆଦିଲ୍ଲୀ,୫।୬: ରାଜଧାନୀ ଦିଲ୍ଲୀରେ ଲକ୍ଡାଉନ୍ ପରେ ଏବେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଶନିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଘୋଷଣା କରିଛନ୍ତି। ତେବେ ସୁରକ୍ଷା ବ୍ୟବସ୍ଥାକୁ ଗ୍ରହଣ କରି ରାଜଧାନୀର ସମସ୍ତ ଦୋକାନକୁ ଇଡ୍ ଇଭିନ୍ରେ ଖୋଲାଯିବ। ସେହିପରି...
ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍ଏସ୍ଏସ୍ ନେତାଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇଲା ଟୁଇଟର୍…
ନୂଆଦିଲ୍ଲୀ,୫।୬: ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇ ଏହାକୁ ପୁଣି ରିଷ୍ଟୋର କରିବା ପରେ ଟୁଇଟର୍ ଏବେ ବିବାଦରେ ଘେରରେ ଛନ୍ଦି ହୋଇ ପଡ଼ିଛି। ଟୁଇଟର୍ ପକ୍ଷରୁ ମୋହନ ଭାଗଓ୍ବତଙ୍କ ସମେତ ବହୁ ଆର୍ଏସ୍ଏସ୍ ନେତାଙ୍କ...