ଦୁଇ ଡୋଜ୍ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…
ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ଦେଶରେ ଦିଆଯାଉଥିବା କୋଭାକ୍ସିନ୍ ଏବଂ କୋଭିଶିଲ୍ଡ ଟିକାର ପ୍ରଥମ ଡୋଜ୍...
ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ
ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ ଭବାନୀଦାସ ଭବାଜୀ ଏକ ମାମଲାର ଫଇସଲା ପାଇଁ ହାଇକୋର୍ଟ ଧାଇଁ ଧାଇଁ ନୟାନ୍ତ...
ଉପ ରାଷ୍ଟ୍ରପତିଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇଲା ଟୁଇଟର୍…
ନୂଆଦିଲ୍ଲୀ,୫।୬: ଟୁଇଟର୍ ଏବେ ବିବାଦରେ ଘେରରେ ପଡ଼ିଛି। ପୂର୍ବରୁ ଭାରତ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ନିୟମ ପାଳନ କରିବା ନେଇ ଟୁଇଟୁର ବିବାଦରେ ରହିଥିବାବେଳେ ଏବେ ଉପ ରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଆକାଉଣ୍ଟ୍ରୁ ବ୍ଲୁ ଟିକ୍ ହଟାଇଛି। ସାଧାରଣତଃ...
ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ...
ସ୍ପୁଟ୍ନିକ-ଭି ଉତ୍ପାଦନ ଲାଗି ସିରମ୍କୁ ଅନୁମତି
ପୁଣେ, ୫।୬: ରୁଷିଆ ଦ୍ୱାରା ବିକଶିତ କୋଭିଡ୍ ଟିକା ସ୍ପୁଟ୍ନିକ-ଭି ଉତ୍ପାଦନ ଲାଗି ସିରମ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଏସ୍ଆଇଆଇ)କୁ ଭାରତର ଔଷଧ ନିୟନ୍ତ୍ରକ ଡିସିଜିଆଇ ଅନୁମତି ପ୍ରଦାନ କରିଛନ୍ତି। ଅଦାର ପୁନାଓ୍ବାଲାଙ୍କ କମ୍ପାନୀ ଏହି ଟିକାର ପରୀକ୍ଷା ଓ...
ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ମୂଲ୍ୟାୟନ ପଦ୍ଧତି ପାଇଁ କମିଟି ଗଠନ
ନୂଆଦିଲ୍ଲୀ, ୫ା୬: ମହାମାରୀ ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହେବା ପରେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ନିରୂପଣ ଲାଗି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଶୁକ୍ରବାର ଏକ ୧୩ ଜଣିଆ କମିଟି ଗଠନ କରିଛି। ଉକ୍ତ...
ସହଜ ନୁହେଁ ୨୦୨୨ ନିର୍ବାଚନ
ନୂଆଦିଲ୍ଲୀ/ଲକ୍ଷ୍ନୌ,୫ା୬ କରୋନା ମହାମାରୀ ମୁକାବିଲାରେ ଉତ୍ତରପ୍ରଦେଶ(ୟୁପି)ର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିଫଳତାକୁ ନେଇ ଭାଜପା ଚିନ୍ତିତ। ୨୦୨୨ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି ଥିବାବେଳେ ରାଜନୈତିକ ଦୃଷ୍ଟିରୁ ଦେଶର ସବୁଠୁ ଗୁରୁତ୍ୱପୂର୍ଣ୍ଣ ତଥା ଜନବହୁଳ ରାଜ୍ୟରେ ବ୍ୟାକ୍ଫୁଟ୍ରେ...
ସମାଲୋଚକଙ୍କୁ ନିର୍ବାଚନ ଲଢ଼ିବା ମନା
ମସ୍କୋ, ୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଶୁକ୍ରବାର ଏକ ନୂଆ ବିଲ୍ରେ ସ୍ବାକ୍ଷର କରିଛନ୍ତି। କୌଣସି ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ସମାଲୋଚନା କଲେ ଉକ୍ତ ଆଇନ ବଳରେ ସଂସଦୀୟ ନିର୍ବାଚନ ଲଢ଼ିପାରିବେ ନାହିଁ। ଏନେଇ ରୁଷିଆର ଲିଗାଲ ଇନ୍ଫର୍ମେଶନ ପୋର୍ଟାଲରେ...
୬ ବୁଡ଼ାଜାହାଜ ନିର୍ମାଣ ପାଇଁ ଖର୍ଚ୍ଚ କରାଯିବ ୪୩ ହଜାର କୋଟି
ନୂଆଦିଲ୍ଲୀ, ୪।୬: ଭାରତୀୟ ନୌସେନା ପାଇଁ ୬ଟି ପାରମ୍ପରିକ ବୁଡ଼ାଜାହାଜ ନିର୍ମାଣ ନିମନ୍ତେ ଏକ ମେଗା ପ୍ରକଳ୍ପକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ପ୍ରକଳ୍ପରେ ୪୩,୦୦୦ କୋଟି ଟଙ୍କା ବ୍ୟୟ କରାଯିବ। ଚାଇନା ସାମୁଦ୍ରିକ ଶକ୍ତି...
ପ୍ରଥମ ଡୋଜ୍ ଟିକାକରଣ: ଆମେରିକାକୁ ଟପିଲା ଭାରତ
ନୂଆଦିଲ୍ଲୀ, ୪।୬: କୋଭିଡ୍-୧୯ ଟିକା ପ୍ରଥମ ଡୋଜ୍ ଦେବାରେ ଭାରତ ଆମେରିକାକୁ ଟପିଯାଇଛି। ଆମେରିକାରେ ୧୬.୯ କୋଟି ଲୋକଙ୍କୁ ପ୍ରଥମ ଡୋଜ୍ ଦିଆଯାଇଥିବା ବେଳେ ଭାରତରେ ୧୭.୨ କୋଟି ଲୋକ ପ୍ରଥମ ଡୋଜ୍ ନେଇଥିବା ସରକାର ସୂଚନା ଦେଇଛନ୍ତି। ଆଓ୍ବାର...