ସିବିଏସ୍ଇ ଏବଂ ସିଆଇସିଏସ୍ଇକୁ ନିର୍ଦ୍ଦେଶ: ୧୫ ଦିନରେ ମୂଲ୍ୟାୟନ ପଦ୍ଧତି ଦର୍ଶାଅ
ନୂଆଦିଲ୍ଲୀ,୪।୬(ପି.ଟି.):କରୋନା ମହାମାରୀ ପାଇଁ ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ବାତିଲ କରାଯାଇଥିବାରୁ ସୁପ୍ରିମକୋର୍ଟ ଗୁରୁବାର ଖୁସିବ୍ୟକ୍ତ କରିଛନ୍ତି। ତେବେ ଛାତ୍ରୀଛାତ୍ରଙ୍କ ମୂଲ୍ୟାୟନ ପଦ୍ଧତି ସମ୍ପର୍କରେ ୧୫ ଦିନ ମଧ୍ୟରେ ଜଣାଇବା ପାଇଁ ଅଦାଲତ ସିବିଏସ୍ଇ ଏବଂ ସିଆଇସିଏସ୍ଇକୁ ନିର୍ଦ୍ଦେଶ...
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲି: ଆଲାପନ୍
କୋଲକାତା, ୪ା୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସ୍ର ଜବାବ ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ‘ୟାସ୍’ କ୍ଷୟକ୍ଷତି ସମୀକ୍ଷା ବୈଠକବେଳେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ...
ପରକୀୟା ପ୍ରୀତି ଥିଲେ ବି ମା’ ନେଇପାରିବେ ପିଲାଙ୍କ ଦାୟିତ୍ୱ
ଚଣ୍ଡିଗଡ଼, ୪ା୬: ପରକୀୟା ପ୍ରୀତି ଥିଲେ ବି ଜଣେ ମହିଳା ଭଲ ମା’ ନୁହନ୍ତି ବୋଲି ସିଦ୍ଧାନ୍ତ ହୋଇପାରିବ ନାହିଁ। ଏହି ଆଧାରରେ ସନ୍ତାନର ସୁରକ୍ଷା ଦାୟିତ୍ୱ ତାଙ୍କୁ ନ ଦିଆଯିବାକୁ ନିଷ୍ପତ୍ତି ନିଆଯାଇପାରିବନି ବୋଲି ପଞ୍ଜାବ ଓ ହରିୟାଣା...
ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି
ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା ନ କରି ସଙ୍ଗେ ସଙ୍ଗେ ଘରୋଇ ସେକ୍ଟରରେ ଭର୍ତ୍ତି ହେଉଛନ୍ତି। ଏହା ଗୁରୁତର...
ନୀତି ଆୟୋଗ ଏସ୍ଡିଜି ସୂଚକାଙ୍କ: ଓଡ଼ିଶା ର଼୍ୟାଙ୍କ୍ ଖସିଲା
ନୂଆଦିଲ୍ଲୀ,୪।୬:ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ ପକ୍ଷରୁ ଗୁରୁବାର ସଷ୍ଟେନେବଲ ଡେଭଲପମେଣ୍ଟ ଗୋଲ୍ (ଏସ୍ଡିଜି) ବା ନିରନ୍ତର ବିକାଶ ଲକ୍ଷ୍ୟ ସୂଚକାଙ୍କ ୨୦୨୦-୨୧ ପ୍ରକାଶ ପାଇଛି। ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏହି ସୂଚକାଙ୍କର ତୃତୀୟ ସଂସ୍କରଣକୁ ଉନ୍ମୋଚନ...
ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା
ନୂଆଦିଲ୍ଲୀ, ୪।୬(ଆଇଏଏନ୍ଏସ୍):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର ଚୂଡ଼ାନ୍ତ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷା ଚାଲିଛି। ତେବେ ପ୍ରଥମ ଓ ଦ୍ୱିତୀୟ ପରୀକ୍ଷାରେ...
‘କୋର୍ଟରେ ସମୟ ନଷ୍ଟ ନ କରି ମହାମାରୀର ଉପଶମ ଖୋଜ’
ନୂଆଦିଲ୍ଲୀ, ୩।୬ : ଏଲୋପାଥି ଔଷଧ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ରାମଦେବଙ୍କ ବିରୋଧରେ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା (ପିଆଇଏଲ୍) ଦାଖଲ କରିଥିଲା ଦିଲ୍ଲୀ ମେଡିକାଲ ଆସୋସିଏଶନ (ଡିଏମ୍ଏ)। ଗୁରୁବାର ଏହାର ଶୁଣାଣି କରି ଦିଲ୍ଲୀ ହାଇକୋର୍ଟ...
ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ
ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ ଗୁରୁବାର ପୋଲିସ କରିଛି। ୫୩ ବର୍ଷୀୟ ଅଭିଯୁକ୍ତ ନରେନ୍ଦ୍ର ବିଶ୍ୱଭାୟାଙ୍କୁ ପଶୁ ସୁରକ୍ଷାଙ୍କ...
ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ
ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା ଆଇନ (ଏନ୍ଏଫ୍ଏସ୍ଏ) ଅଧୀନରେ ତୁରନ୍ତ ରାଶନ କାର୍ଡ ଦିଆଯାଉ। ଓଡ଼ିଶା ସମେତ ବିଭିନ୍ନ...
ଭୁଲ ମାଗିଲା ଗୁଗଲ
ବେଙ୍ଗାଲୁରୁ,୩।୬: ଭାରତର ସବୁଠୁ ଖରାପ ଭାଷା ଲେଖି ଗୁଗଲରେ ସର୍ଚ୍ଚ କଲେ ଉତ୍ତର ଆସୁଥିଲା କନ୍ନଡ଼। ଏ ନେଇ ମୁଣ୍ଡ ଟେକିଛି ବିବାଦ। ବିଶ୍ୱର ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କର୍ନାଟକ ସରକାରଙ୍କ ପକ୍ଷରୁ...