E-Paper
  • logo
  • Sunday 5th April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ

ଜାତୀୟ

ମଡେଲ ଟେନାନ୍ସି ଆଇନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଘରଭଡ଼ା ଦିଆଯିବା ସଂକ୍ରାନ୍ତ ଆଇନରେ ଆବଶ୍ୟକ ପରିବର୍ତ୍ତନ ଆଣିବା ଲାଗି ମଡେଲ ଟେନାନ୍ସି ଆଇନ ଲାଗୁ କରିବା ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ଏହାକୁ ରାଜ୍ୟ ଏବଂ କେନ୍ଦ୍ର ଶାସିତ...

ଗୋଇନ୍ଦା, ସୁରକ୍ଷା ଅଧିକାରୀଙ୍କ ଉପରେ ଅଙ୍କୁଶ

ନୂଆଦିଲ୍ଲୀ, ୩।୬(ଆଇଏଏନ୍‌ଏସ୍‌): ଦେଶର ଗୋଇନ୍ଦା କିମ୍ବା ସୁରକ୍ଷା ବିଭାଗରେ କାର୍ଯ୍ୟରତ ଅଧିକାରୀ ଉପଯୁକ୍ତ କର୍ତ୍ତୃପକ୍ଷଙ୍କର ପ୍ରାକ୍‌ ମଞ୍ଜୁରୀ ବିନା କୌଣସି ବିଷୟ ପ୍ରକାଶ କରିପାରିବେ ନାହିଁ। ସେମାନଙ୍କୁ କାର୍ମିକ ଓ ତାଲିମ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଏହା...

ଟିକା ନୀତି ସ୍ବେଚ୍ଛାଚାରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬(ପି.ଟି.): କରୋନା କାଳରେ ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତି ଦୋହଲିଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରି ଟିକା କିଣିବା ଅବସ୍ଥାରେ ନାହାନ୍ତି। ତେଣୁ ଯୁବବର୍ଗଙ୍କ ଟିକାକରଣ ଦାୟିତ୍ୱ କେନ୍ଦ୍ର ସରକାର ବହନ କରନ୍ତୁ...

ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ...

ଘରୁ ବାହାରିବା ଟାଇଗରଙ୍କୁ ପଡ଼ିଲା ମହଙ୍ଗା

ମୁମ୍ବାଇ,୨।୬ : କୋଭିଡ୍‌-୧୯ କଟକଣା ଉଲ୍ଲଂଘନ କରିବାରୁ ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫଙ୍କ ନା’ରେ ବୁଧବାର ଥାନାରେ ମାମଲା ରୁଜୁ ହୋଇଛି। ସେ ବିନା କାରଣରେ ସର୍ବସାଧାରଣ ସ୍ଥାନରେ ବୁଲୁଥିଲେ। ଏ ନେଇ ମୁମ୍ବାଇ ପୋଲିସ ପକ୍ଷରୁ କୁହାଯାଇଛି। ବୁଧବାର...

ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର

ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ ଏନ୍‌ଜିଓ ପକ୍ଷରୁ ମଙ୍ଗଳବାର ରାତିରେ ଲଗାଇଯାଇଛି ଏହି ପୋଷ୍ଟର। ଏଥିରେ ନିଖୋଜ ବିଧାୟକଙ୍କୁ...

ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା

ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର ଗୋଗାଓ୍ବାନ ଜଲାଲପୁରରୁ ଘଟିଛି ଏଭଳି ଘଟଣା। ହତ୍ୟା ପରଠାରୁ ଅଭିଯୁକ୍ତ ସ୍ବାମୀ ଫେରାର...

ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ

ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍‌-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ ବୁଧବାର ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଯେଉଁ ଟିକାଗୁଡ଼ିକ ଆମେରିକାର ଏଫ୍‌ଡିଏ, ଏଏମ୍‌ଏ, ବ୍ରିଟେନ୍‌ର...

ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ

ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ ଭୟରେ ପୋଲିସ କର୍ମୀଙ୍କୁ ଆକ୍ରମଣ କରି ଫେରାର ହେବାକୁ ଉଦ୍ୟମ କରିଥିବାବେଳେ ପୋଲିସକୁ...

ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୬: କେନ୍ଦ୍ର ସରକାରଙ୍କ ଟିକାକରଣ ନୀତିକୁ ବୁଧବାର ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। ଟିକାକରଣ ପାଇଁ ବଜେଟ୍‌ରେ ୩୫ ହଜାର କୋଟି ଟଙ୍କା ଆଗତ କରାଯାଇଥିଲା। କୋଭାକ୍ସିନ, କୋଭିଶିଲ୍ଡ ଓ ସ୍ପୁଟନିକ ଭି ଟିକା କିଣିବାରେ ଏପର୍ଯ୍ୟନ୍ତ କେତେ...

Posts navigation

Newer posts 1 … 49 50 51 52 53 … 56 Older posts
Page 51 of 56« First«...102030...4950515253...»Last »

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts