ବାଇକ୍ରେ ଯାଉଥିଲେ ଯୁବକ, ପଛରୁ ଆସିଲେ ଦୁଇ ମହାବଳ ବାଘ; ଆଉ ତା’ ପରେ…
ମୁମ୍ବାଇ,୨ା୬: ମହାରାଷ୍ଟ୍ରର ଚନ୍ଦ୍ରପୁରରୁ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେଉଛି। ଯେଉଁଥିରେ ଦେଖିବେ ଦୁଇଟି ମହାବଳ ବାଘ ହଠାତ୍ ରାସ୍ତା ଉପରକୁ ଚାଲି ଆସୁଛନ୍ତି। ବାଘ ଦୁଇଟିକୁ ରାସ୍ତାରେ ବୁଲିବା ଦେଖି ଲୋକେ ଭୟଭୀତ ହୋଇପଡ଼ିଛନ୍ତି। କେହି...
ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…
ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ ଥାଏ ବୋଲି ପଞ୍ଜାବ ହରିୟାଣା ହାଇକୋର୍ଟ ପକ୍ଷରୁ ଏକ ମାମଲାର ଶୁଶାଣି ସମୟରେ...
ଭାକ୍ସିନ୍ ବେପାର: ଘରୋଇ ହସ୍ପିଟାଲରେ ଗୋଟିଏ ଡୋଜ୍ ଦାମ୍ ୯୦୦ରୁ ୧୪୦୦ ଟଙ୍କା…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କେତେକ ଘରୋଇ ହସ୍ପିଟାଲକୁ ଟିକାଦାନ ଲାଗି ଅନୁମତି ପ୍ରଦାନ କରାଯାଇଛି। ତେବେ ଭାକ୍ସିନ୍ ବେପାରରେ...
ନୂଆ ଭାରିଆଣ୍ଟ୍ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ ଭୂତାଣୁର ରୂପ ବଦଳିଲେ ଯେଉଁ ନୂଆ ଭାରିଆଣ୍ଟ୍ ସୃଷ୍ଟି ହେବ ତାହାଦ୍ୱାରା ଦେଶର...
ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ଭାରତ ମେ’ ମାସରେ ପୃଥିବୀରେ ରେକର୍ଡ କରିଛି। ଗୋଟିଏ ମାସରେ ଦେଶରେ...
୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ ହୋଇଛନ୍ତି। ଏନେଇ ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍ସିପିସିଆର୍) ପକ୍ଷରୁ ପ୍ରକାଶିତ ରିପୋର୍ଟରେ...
ଡୋମିନିକାରେ ୮ ଜଣିଆ ଟିମ୍
ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ ପହଞ୍ଚତ୍ଛି। ‘ମିଶନ ଚୋକ୍ସି’ରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏବଂ...
ରାଜ୍ୟକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨ା୬: ମହାମାରୀ ସମୟରେ ଜେଲରେ ଭିଡ଼ କମାଇବା ପାଇଁ କେତେଜଣ କଏଦୀଙ୍କୁ ଜାମିନ ଦିଆଯାଇଛି ସେନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବିସ୍ତୃତ ତଥ୍ୟ ମାଗିଛନ୍ତି। ଜେଲ୍ରେ କେତେ ବନ୍ଦୀ କୋଭିଡ୍ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି...
କୋଭିଡ୍ ଅନାଥଙ୍କ ପାଇଁ ଯୋଜନା କ’ଣ
ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ ଯୋଜନା ଗଢ଼ିଛନ୍ତି ତାହା ଜାଣିବା ପାଇଁ ଚାହିଁଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍ ଏଲ୍. ନାଗେଶ୍ୱର...
ଅରୁଣ ମିଶ୍ର ହେବେ ଏନ୍ଏଚ୍ଆର୍ସି ଅଧ୍ୟକ୍ଷ
ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଚୟନ କମିଟି ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ...