ଛାତ୍ରଙ୍କ ସହ ଫେରାର୍ ହେଲେ ଟ୍ୟୁସନ୍ ଦିଦି
ପାନିପତ୍,୧।୬: ହରିୟାଣାର ପାନିପତ୍ରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଏକାଦଶ ଶ୍ରେଣୀରେ ପଢୁଥିବା ଜଣେ ୧୭ ବର୍ଷର ଛାତ୍ରଙ୍କ ସହ ଫେରାର ହୋଇଯାଇଛନ୍ତି ଟ୍ୟୁସନ୍ ଦିଦି। ପାନିପତର ଦେଶରାଜ କଲୋନୀରେ ଏହି ଘଟଣା ସାମ୍ନାକୁ ଆସିଛି। ସମ୍ପୃକ୍ତ ମହିଳା...
ଦ୍ୱାଦଶ ପରୀକ୍ଷା ନେଇ ସନ୍ଧ୍ୟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
ନୂଆଦିଲ୍ଲୀ,୧।୬: ବୋର୍ଡ ପରୀକ୍ଷାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଦ୍ୱାଦଶ ଶ୍ରେଣୀର ପରୀକ୍ଷାକୁ ନେଇ ସମସ୍ତ ସମ୍ଭାବ୍ୟ ଦିଗରେ ଉପରେ ଆଲୋଚନା କରାଯିବ। କରୋନା ସଙ୍କଟ...
ରାଜ୍ୟପାଳ ଆଣିଲେ ଅଭିଯୋଗ: ମିଛ କହୁଛନ୍ତି ଦିଦି
କୋଲକତା,୧।୬: ପଶ୍ଚିମବଙ୍ଗ ରାଜନୀତିରେ ଆରୋପ-ପ୍ରତ୍ୟାରୋପ ଥମିବାର ନାଁ ନେଉ ନାହଁି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ହୋଇଥିବା ବାତ୍ୟା ବୈଠକରେ ଯୋଗ ଦେଇ ନ ଥିବାରୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଦୂରତା ଆହୁରି ବୃଦ୍ଧି...
ମୋଦି ସରକାର ଦେଶର ଅର୍ଥନୀତିକୁ ରୁଗ୍ଣ କରିଛନ୍ତି: ସୁବ୍ରମଣ୍ୟମ ସ୍ବାମୀ…
ନୂଆଦିଲ୍ଲୀ,୧।୬: ଭାଜପା ରାଜ୍ୟସଭା ଏମ୍ପି ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୁଣି ବର୍ଷିଛନ୍ତି। ସେ ମଙ୍ଗଳବାର ଟୁଇଟ୍ କରି କହିଛନ୍ତି ଯେ, ମୋଦି ସରକାରଙ୍କ ଅଦୂରଦର୍ଶୀ ଆର୍ଥିକ ନୀତି ଯୋଗୁ ଦେଶରେ ଅର୍ଥନୀତି ରୁଗ୍ଣ ହୋଇଯାଇଛି। କେନ୍ଦ୍ର...
ଭାକ୍ସିନ୍ର ଗୋଟିଏ ଡୋଜ୍ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି ପାଇଁ ପର୍ଯ୍ୟାପ୍ତ !…
ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏ ରିସ୍ଥଳେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଭାକ୍ସିନ୍ର ଗୋଟିଏ ଡୋଜ୍...
ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍ ପିନ୍ଧି ବିରୋଧ ପ୍ରଦର୍ଶନ
ନୂଆଦିଲ୍ଲୀ,୧।୬: ଏଲୋପାଥି ଚିକିତ୍ସା ଓ ଡାକ୍ତରଙ୍କୁ ନେଇ ଯୋଗଗୁରୁ ବାବା ରାମଦେବ ଦେଇଥିବା ବୟାନର ବିବାଦ ଥମିବାର ନା ନେଉନି। ଏହି ମାମଲାରେ ବାବା ରାମଦେବ ନିଜର ସଫେଇ ରଖିଥିଲେ ମଧ୍ୟ ଏଥିରେ ଡାକ୍ତର ଅସନ୍ତୁଷ୍ଟ ଅଛନ୍ତି। ଏଥିପାଇଁ ମଙ୍ଗଳବାର...
ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି
ନୂଆଦିଲ୍ଲୀ,୧।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କରୋନାରେ ଆକ୍ରାନ୍ତ ହେବାର ପରବର୍ତ୍ତୀ ସମସ୍ୟା ଯୋଗୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି...
ଏନ୍ଏଚ୍ଆରସିର ନୂଆ ଅଧ୍ୟକ୍ଷ ବିଚାରପତି ଅରୁଣ ମିଶ୍ରା
ନୂଆଦିଲ୍ଲୀ,୧।୬: ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତି ଅରୁଣ କୁମାର ମିଶ୍ରା ଜାତୀୟ ମାନବଧିକାର କମିଶନର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି ଏହି ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛି। ଏଥିସହ...
ଘର ବାହୁଡ଼ିବାକୁ ଦିଦିଙ୍କ ଅନୁମତି ଲୋଡିଲେ ଦିପେନ୍ଦୁ, କହିଲେ ଭାଜପାରେ ଯୋଗଦେବା ଥିଲା ଭୁଲ୍ ନିଷ୍ପତ୍ତି…
କୋଲକାତା,୧।୬: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଛାଡ଼ି ବହୁ ନେତା ଭାଜପାରେ ଯୋଗଦେଇଥିଲେ। ଏବେ ନିର୍ବାଚନ ଶେଷ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଗଠନ ହୋଇଛି। ଭାଜପାରେ ଯୋଗଦେଇଥିବା ନେତା ଏବେ ତୃଣମୂଳ କଂଗ୍ରେସ ମୁହାଁ...
ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ
ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍ରେ କାମ କରି ବେଶ୍ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର କରନ ତାଙ୍କ ପତ୍ନୀ ନିଶା ରାଓ୍ବଲଙ୍କ ସହ ଘରୋଇ ହିଂସା ଘଟାଇଥିବା ଅଭିଯୋଗରେ...