ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…
ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ ଦେଶରେ ୯୭ ପ୍ରତିଶତ ଲୋକଙ୍କ ରୋଜଗାର ହ୍ରାସ ପାଇଛି। ଏନେଇ ପ୍ରକାଶିତ ଏକ...
ମେ’ ମାସ ସାଜିଲା ଘାତକ: ୯୯ ହଜାର ୬୮୦ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା…
ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ ସର୍ବାଧିକ ୯୯ ହଜାର ୬୮୦ କରୋନା ଆକ୍ରାନ୍ତ ଜୀବନ ଯାଇଛି। ଏହା ପୂର୍ବରୁ...
ରାଜଧାନୀରେ ଲୋକଙ୍କୁ ଘରେ ଯୋଗାଇ ଦିଆଯିବ ମଦ: ମିଳିଲା ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ…
ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଏବେ ଲୋକଙ୍କ ଘରେ ମଦ ପହଞ୍ଚାଇବା ପ୍ରସ୍ତାବକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସରକାରଙ୍କ ପକ୍ଷରୁ ମଞ୍ଜୁରୀ ମିଳିଛି। ଫଳରେ ଏଣିକି ରାଜଧାନୀରେ ଗ୍ରାହକଙ୍କୁ ଆଉ ମଦ ଦୋକାନ ଆଗରେ ଭିଡ଼...
ବାୟୋମେଟ୍ରିକ୍ସକୁ ଲକ୍ କରିପାରିବେ କାର୍ଡଧାରୀ
ନୂଆଦିଲ୍ଲୀ, ୧।୬: ଆଧାର ନିୟମାବଳୀରେ କେତେକ ପରିବର୍ତ୍ତନ ହେବାକୁ ଯାଉଛି। ଏଥିପାଇଁ ଭାରତର ବିଶିଷ୍ଟ ପରିଚୟ ପ୍ରାଧିକରଣ (ୟୁଆଇଡିଏଆଇ) ଏକ ଚିଠା ନିୟମାବଳୀ ପ୍ରସ୍ତୁତ କରିଛନ୍ତି। ଏହି ଚିଠା ଆଧାର (ପ୍ରମାଣୀକରଣ ଓ ଅଫ୍ଲାଇନ ଯାଞ୍ଚ) ନିୟମାବଳୀ, ୨୦୨୧ ଅନୁଯାୟୀ...
ବାସ୍ତବତାକୁ ଦୃଷ୍ଟି ଦିଅ
ନୂଆଦିଲ୍ଲୀ, ୧ା୬: କରୋନା ସଂକ୍ରମଣରୁ ବର୍ତ୍ତିବା ଲାଗି ଜନସାଧାରଣ ଟିକା ଉପରେ ଭରସା କରୁଥିବାବେଳେ ଯୋଗାଣ ଅଭାବରୁ ଟିକାକରଣ ଅଭିଯାନ ଆଗେଇ ପାରୁନାହିଁ। ଲୋକେ ଅନ୍ଲାଇନରେ ସ୍ଲଟ୍ ବୁକ୍ କରିବା ସତ୍ତ୍ୱେ ଟିକା ପାଇପାରୁନାହାନ୍ତି। ଅନେକ କୋଓ୍ବିନ୍ ଆପ୍ରେ ନାମ...
ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…
ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୫ ଦିନ ଧରି ୨ ଲକ୍ଷରୁ କମ୍ ରହିଛି।...