E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ

ପୁରୀ

ଜୁଲାଇ ୨୫ ପର୍ଯ୍ୟନ୍ତ ମିଳିବ ନାହିଁ ମହାପ୍ରଭୁଙ୍କ ଦର୍ଶନ

ପୁରୀ,୧୬।୬: ପୁରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ ୧୭ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥିବା ବେଳେ ଏହାର ଅବଧିକୁ ଆହୁରି ବୃଦ୍ଧି କରିବାକୁ ବୈଠକରେ ନିଷ୍ପତ୍ତି...

ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା

ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର...

ଶ୍ରୀମନ୍ଦିର ହେବ ଆଲୋକୀକରଣ

ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍‌ଆଇ)ର ପାଞ୍ଚଜଣିଆ ବୈଷୟିକ ଟିମ୍‌ ମଙ୍ଗଳବାର ଶ୍ରୀମନ୍ଦିର ଭିତରକୁ ଯାଇ ଆଲୋକୀକରଣ ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି।...

ସାକ୍ଷୀଗୋପାଳ ସ୍ବାସ୍ଥ୍ୟକେନ୍ଦ୍ର ସମସ୍ୟା ସୁଧୁରୁନି

ସାକ୍ଷୀଗୋପାଳ,୧୫।୬(ସ୍ବ.ପ୍ର.): ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢଲକ୍ଷ ଲୋକ ନିର୍ଭର କରନ୍ତି। ସ୍ବାସ୍ଥ୍ୟସେବା ଓ ପରିମଳ ବ୍ୟବସ୍ଥା ପାଇଁ ଏହି ସ୍ବାସ୍ଥ୍ୟକେନ୍ଦ୍ର କିଛିମାସ ତଳେ ଆଇଏସ୍‌ଓ ମାନ୍ୟତା ସହ କାୟାକଳ୍ପ ପୁରସ୍କାର ପାଇଥିଲା। ମାତ୍ର ସମ୍ପ୍ରତି...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଅର୍ଥ ଆତ୍ମସାତ୍‌ ମସୁଧା

ବ୍ରହ୍ମଗିରି,୧୫।୬(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ବ୍ଲକରେ ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ର ଅର୍ଥ ଆତ୍ମସାତ୍‌ ପାଇଁ ମସୁଧା ଚାଲିଥିବା ଅଭିଯୋଗ ହୋଇଛି। ଶ୍ରମିକମାନଙ୍କୁ ଗୋଟିଏ ବର୍ଷରେ ୧୦୦ ଦିନର କାମ ଯୋଗାଇଦେବାକୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟକାରୀ ହେଉଛି।...

ମନଇଚ୍ଛା ଦର ନେଉଛନ୍ତି ଘରୋଇ ଆମ୍ବୁଲାନ୍ସ

ପୁରୀ ଅଫିସ,୧୪ା୬: ରାଜ୍ୟ ସରକାର ସାଧାରଣ ଆମ୍ବୁଲାନ୍ସ ସେବା ପାଇଁ ପ୍ରତି ୧୦ କିଲୋମିଟରକୁ ୭୫୦ ଟଙ୍କା ଭଡ଼ା ଧାର୍ଯ୍ୟ କରିଛନ୍ତି। ଏହାପରେ କି.ମି. ପିଛା ୩୦ ଟଙ୍କା ନିର୍ଦ୍ଧାରିତ ହୋଇଥାଏ। ଯେଉଁ ଆମ୍ବୁଲାନ୍ସରେ ଲାଇଫ୍‌ ସପୋର୍ଟ ସିଷ୍ଟମ ଥାଏ,...

ଧରିତ୍ରୀ ପ୍ରଭାବ: ରାସ୍ତା ମଝିର ଗର୍ତ୍ତ ପୋତାଗଲା

ଅସ୍ତରଙ୍ଗ, ୧୪ା୬(ଡି.ଏନ୍‌.ଏ.): ଅସ୍ତରଙ୍ଗ- ନୂଆଗଡ ରାସ୍ତା ମଝିରେ ସୃଷ୍ଟି ହୋଇଥିବା ଏକ ବଡ଼ ଗର୍ତ୍ତକୁ ନେଇ ରବିବାର ଖବର ପ୍ରକାଶ ପାଇବା ପରେ ପୂର୍ତ୍ତ ବିଭାଗ ତତ୍ପରତା ଦେଖାଇ ଠିକାଦାର ମରାମତି କରିଛି। ପୂର୍ତ୍ତବିଭାଗ ଜଣେ ଠିକାଦାର ପହଞ୍ଚି ସୃଷ୍ଟି...

ବିନା ଭକ୍ତରେ ହେବ ସ୍ନାନ ଯାତ୍ରା

ପୁରୀ ଅଫିସ,୧୨ା୬: ଚଳିତମାସ ୨୪ ତାରିଖରେ ଶ୍ରୀଜିଉଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେବ । ତେବେ କରୋନା କଟକଣା ଭିତରେ ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁ ସ୍ନାନ କରିବେ। ପୁରୀ ଜିଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ...

ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା

ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଏସ୍‌ପି କନଓ୍ବର...

ରଥଯାତ୍ରା ପରିଚାଳନା ପାଇଁ ଏସ୍‌ଓପି ପ୍ରସ୍ତୁତ ହେବ

ପୁରୀ ଅଫିସ, ୧୧।୬: କରୋନା ମହାମାରୀ ଯୋଗୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ଭିତରେ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ବିନା ଭକ୍ତରେ କରିବା ପାଇଁ ଗୁରୁବାର ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ଘୋଷଣାକୁ ସେବାୟତମାନେ ସ୍ବାଗତ କରିଥିବା...

Posts navigation

Newer posts 1 2 3 4 Older posts
Page 2 of 4«1234»

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts