୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା
ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ମାତ୍ର ୧୧ ଟଙ୍କାରେ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି।...
କୁକୁର କବଳରୁ ଉଦ୍ଧାର ହରିଣ ମୃତ
ରେଢାଖୋଲ,୨୦।୬: ରେଢାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ ଅଧୀନ ରାଶିବେଡା ଗ୍ରାମରୁ କୁକୁରଙ୍କ କବଳରୁ ବନ ବିଭାଗ ଏକ ଗର୍ଭବତୀ ହରିଣକୁ ଉଦ୍ଦାର କରିଥିଲା। ହେଲେ ରେଞ୍ଜ କାର୍ଯ୍ୟାଳୟରେ ହରିଣର ଚିକିତ୍ସା ଚାଳିଥିବା ବେଳେ ରବିବାର ମୃତ୍ୟୁ ଘଟିଛି। ପ୍ରାଣୀ ଚିକିତ୍ସକଙ୍କ...
କେନ୍ଦୁପତ୍ର ବାନ୍ଧି ଶୋଇଥିଲେ: ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
ରେଢ଼ାଖୋଲ,୨୦।୬(ଡି.ଏନ୍.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ କେନ୍ଦୁପତ୍ର ଡିଭିଜନ ଅନ୍ତର୍ଗତ ଲୁହାପଙ୍କ ପଞ୍ଚାୟତର ଗାଡୁମୁଣ୍ଡା କେନ୍ଦୁପତ୍ର ଫଡିରେ ଶନିବାର ବିଳମ୍ବିତ ରାତିରେ ଦନ୍ତାହାତୀ ଆକ୍ରମଣରେ ଜଣେ କେନ୍ଦୁପତ୍ର ବନ୍ଧାଳିଙ୍କ ମୃତ୍ୟୁ ଘଟିଛି। ଏହା ସହ ୨ ଜଣ ଗୁରୁତର ଆହତ ହୋଇଥିବା...
ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ
ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ ହୁଳହୁଳିରେ ଉଛୁଳି ପଡିଥିଲା ଶୈବପୀଠ। ପାରମ୍ପରିକ ରୀତିନୀତି ଅନୁସାରେ ଗୋଧୂଳି ଲଗ୍ନରେ ଦେବଦମ୍ପତି...
ରୟତି ଜମିରୁ ବେଆଇନ ଗଛକଟା
ସମ୍ବଲପୁର,୧୬ା୬(ବ୍ୟୁରୋ):ସମ୍ବଲପୁର ବନଖଣ୍ଡରେ ରୟତି ଜମିରୁ ବେଆଇନ ଭାବେ ଗଛକଟା ଚାଲିଛି। ଆବେଦନ କରିଥିବା ଜମିର ସାବିକ କିସମ ଓ ହାଲ୍ କିସମ ମେଳ ଖାଉ ନ ଥିଲେ ମଧ୍ୟ ବେଆଇନ ଭାବେ ଅନୁମତି ଦିଆଯାଉଛି। ସାବିକ ଓ ହାଲ୍ କିସମ...
ରାତି ପାହିଲେ ବାହାରିବେ ବରଯାତ୍ରୀ
ସମ୍ବଲପୁର,୧୪ା୬(ବ୍ୟୁରୋ): କରୋନା କଟକଣା ମଧ୍ୟରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପ୍ରସ୍ତୁତି ଶେଷ ହୋଇଛି। ରାତି ପାହିଲେ ମହାଦେବଙ୍କ ବରଯାତ୍ରୀ ଲାଗି ପାରମ୍ପରିକ ବିଧି ହେବ। ଏହି କ୍ରମରେ ନନ୍ଦପଡା ଜଗତ୍ଜନନୀ ମାତା ପାର୍ବତୀ ଓ ବମ ବରାଡ ବାଲୁଙ୍କେଶ୍ୱର...
ନିଉତା ବାଣ୍ଟିଲେ ହନୁମାନ
ସମ୍ବଲପୁର,୧୪ା୬(ବ୍ୟୁରୋ): ମାତା ପାର୍ବତୀ ଓ ଦେବଦେବ ମହାଦେବଙ୍କ ଲୌକିକ ବିବାହରେ ସାମିଲ ହେବାକୁ ସୋମବାର ହନୁମାନ ନିଉତା (ଗୁଆଗୁଣ୍ଡା) ବିଧି ସମ୍ପନ୍ନ ହୋଇଛି। ପରମ୍ପରା ଅନୁସାରେ ବୀର ହନୁମାନ ଭକ୍ତଙ୍କ ଗହଣରେ ଦେବଦେବୀଙ୍କୁ ନାରିକେଳ, ଗୁଆ, ପଇତା, ହଳଦୀ, ମିଷ୍ଟାନ୍ନ,...
ବାପାଙ୍କ ଉନ୍ମତ୍ତକାଣ୍ଡ: ସାଢ଼େ ୩ ବର୍ଷର ଝିଅକୁ ହତ୍ୟା ପରେ ଅନ୍ୟ ୩ ଝିଅ, ସ୍ତ୍ରୀକୁ ହତ୍ୟା ଉଦ୍ୟମ
ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଗୋବିନ୍ଦପୁର ଥାନା ଗଡ଼ପୋଷ ଫାଣ୍ଡି ଅଧୀନ ଯୌତୁକବାହାଲ ଗାଁରେ ଶନିବାର ଅଭାବନୀୟ ଘଟଣା ଘଟିଛି। ଜଣେ ବ୍ୟକ୍ତି ତାଙ୍କର ସାଢ଼େ ତିନି ବର୍ଷର ଝିଅକୁ ଫାର୍ସାରେ ହାଣି ହତ୍ୟା କରଛନ୍ତି। ଏହା ସହ...
ବଚସାରୁ ହତ୍ୟା
ସମ୍ବଲପୁର,୧୦ା୬(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଜାତୀୟ ରାଜପଥ କଡରେ ଥିବା ପଞ୍ଚମୁଖି ଢ଼ାବାରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଢ଼ାବା କର୍ମଚାରୀଙ୍କୁ ଅନ୍ୟ ଦୁଇ ସହଯୋଗୀ ବୀଭତ୍ସ ଭାବେ ହତ୍ୟା କରିଛନ୍ତି। ଏପରି କି ପ୍ରମାଣ...
ଛିଡ଼ିଲା ଦୁଃଖର ପାହାଡ଼: ସ୍ବାମୀଙ୍କ ପରେ ପରେ ୨ ଝିଅ ବୁଜିଲେ ଆଖି
ରେଢ଼ାଖୋଲ, ୮।୬(ଡି.ଏନ.ଏ): ରେଢ଼ାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅଧୀନ ହିରାଲୋଇ ଗ୍ରାମରେ ବିଷଧର ସାପ କାମୁଡାରେ ୨ ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ୨ ଭଉଣୀ ହେଲେ ଲଳିତା ସୋରେନ (୧୨) ଓ ସସ୍ମିତା ସୋରେନ଼ (୯)। ପ୍ରକାଶ ଯେ,...