ଭିମ୍ସାରରେ ୧୦ ବ୍ଲାକ୍ ଫଙ୍ଗସ୍ ରୋଗୀ
ସମ୍ବଲପୁର,୭ା୬ (ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍ସାରରେ ବ୍ଲାକ୍ ଫଙ୍ଗସ୍ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସୋମବାର ମିଳିଥିବା ରିପୋର୍ଟ ମୁତାବକ, ଭିମ୍ସାରରେ ୧୦ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିକିତ୍ସିତ ହେଉଛନ୍ତି। ରୋଗୀ ସଂଖ୍ୟା ବୃଦ୍ଧିକୁ...