ରୋହିତ ଶର୍ମାଙ୍କୁ ଥଟ୍ଟାରେ ଏମିତି କହିଦେଲେ ସ୍ତ୍ରୀ
ସାଉଥାମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ହାଇ ଭୋଲଟେଜ ଫାଇନାଲ ମ୍ୟାଚ ସାଉଥାମ୍ପଟନ୍ରଠାରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ବର୍ଷା ବାଧାପ୍ରାପ୍ତ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଟସ ଜିତି ଭାରତକୁ ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ଦେଇଥିଲା।...
ଆଶଙ୍କା ବଢାଇଲା ବର୍ଷା
ସାଉଥାମ୍ପଟନ,୨୧।୬: ସ୍ଥାନୀୟ ରୋଜ ଓଭାଲ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍ରେ ବର୍ଷା ଖଳନାୟକ ସାଜିଛି। ପ୍ରଥମ ଦିବସ ଭଳି ଚତୁର୍ଥ ଦିବସର ଖେଳ ମଧ୍ୟ ବର୍ଷା ଯୋଗୁ ସମ୍ପୂର୍ଣ୍ଣ...
ସାଉଥାମ୍ପଟନରେ ବର୍ଷା: ଚତୁର୍ଥ ଦିନ ଖେଳ ବାଧାପ୍ରାପ୍ତ ଆଶଙ୍କା
ସାଉଥାମ୍ପଟନ,୨୧।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ୍ର ଚତୁର୍ଥ ଦିନରେ ସାଉଥମ୍ପଟନରେ ବର୍ଷା ଲାଗି ରହିଛି। ପ୍ରଥମ ଦିନ ଭଳି ଚତୁର୍ଥ ଦିନ ଖେଳ ମଧ୍ୟ ବର୍ଷା ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ପ୍ରବଳ...
ଗୋଟିଏ ଉଇକେଟ୍ ନେଇ ୨ ରେକର୍ଡ କଲେ ଇଶାନ୍ତ ଶର୍ମା: କପିଳ ଦେବଙ୍କୁ ପଛରେ ପକାଇଲେ
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ ଇଶାନ୍ତ ଶର୍ମା ଏପର୍ଯ୍ୟନ୍ତ ଗୋଟିଏ ଉଇକେଟ ନେଇଛନ୍ତି। ସେ ନ୍ୟୁଜିଲାଣ୍ଡର ଓପନର୍ ଡେଭନ କନୱେଙ୍କୁ ଆଉଟ କରିଛନ୍ତି। ଏହି ଗୋଟିଏ ଉଇକେଟ୍ ନେଇ ସେ ତାଙ୍କ ନାମରେ ଦୁଇଟି ରେକର୍ଡ ସୃଷ୍ଟି କରିଛନ୍ତି।...
ଅଲିମ୍ପିକ ପ୍ରସ୍ତୁତି ପାଇଁ ବିସିସିଆଇ ଦେବ ୧୦ କୋଟି
ନୂଆଦିଲ୍ଲୀ, ୨୧ା୬(ପି.ଟି.)-ଅଲିମ୍ପିକ୍ସରେ ଭାଗନେବାକୁ ଥିବା ଭାରତୀୟ ଆଥ୍ଲେଟମାନଙ୍କ ଟ୍ରେନିଂ ଓ ପ୍ରସ୍ତୁତି ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୧୦ କୋଟି ଟଙ୍କା ସହାୟତା ଦେବ। ବିସିସିଆଇ ଆପେକ୍ସ କାଉନ୍ସିଲର ଏକ ଜରୁରୀ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି...
ଉଗାଣ୍ଡା ଅଲିମ୍ପିକ ଟିମ୍ର ଜଣେ ସଦସ୍ୟଙ୍କୁ କରୋନା
ଟୋକିଓ, ୨୧ା୬ (ଏପି)-ଉଗାଣ୍ଡା ଅଲିମ୍ପିକ ଟିମ୍ରେ ଜଣେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଉ ୫ସପ୍ତାହ ପରେ ଟୋକିଓ ଗେମ୍ସ ଆରମ୍ଭ ହେବ। ଏଥିରେ ଭାଗ ନେବା ଲାଗି ଇତିମଧ୍ୟରେ ଯେତେଜଣ ଆଥ୍ଲେଟ ଆସି ପହଞ୍ଚତ୍ଛନ୍ତି ସେମାନଙ୍କ ମଧ୍ୟରେ ଏହା...
‘ପରାରୁଛ ନା ଗାଳି କରୁଛ’; କାହିଁକି ଇଶାନ୍ତ ଶର୍ମାଙ୍କୁ ଏମିତି କହିଲେ କୋହଲି
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆ ଉପରେ ଭାରୀ ପଡିଛି। ମ୍ୟାଚର ତୃତୀୟ ଦିନରେ ପ୍ରଥମ ଇନିଂସରେ ୨୧୭ରନ ସ୍କୋର କରିବା ପରେ ଟିମ ଇଣ୍ଡିଆ ଅଲଆଉଟ ହୋଇଥିଲା। ଦଳ ୬୮ ରନ ପାଇଁ ଶେଷ...
ପଡିଆରେ ଭାଙ୍ଗ୍ଡା ନାଚିଲେ କୋହଲି: ଜାଣନ୍ତୁ କାହିଁକି
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ର ଫାଇନାଲରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ ଉପରେ କେନ ୱିଲିୟମସନଙ୍କ ନ୍ୟୁଜିଲାଣ୍ଡ ଦଳ ଭାରୀ ପଡିଛି। କିୱି ବୋଲରମାନେ ଭାରତର ପ୍ରଥମ ଇନିଂସକୁ ୨୧୭ ରନ୍ରେ ଅଲଆଉଟ୍ ହୋଇଥିଲେ। ଅଜିଙ୍କେ ରାହାନେ ଭାରତ...
୮୪ ବଲ୍ରେ ଫାଇନାଲ୍ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ ଦେଇ ଟିମ ଇଣ୍ଡିଆର ୩ ଉଇକେଟ ନେଇ ମ୍ୟାଚକୁ ଫେରିଛି। ଦ୍ୱିତୀୟ ଦିନର...
କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ
ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍ ହୋଇଛି। ହାପେନ୍ଡହ୍ବାଟ୍ ଆକାଉଣ୍ଟରେ ଶେୟାର ହୋଇଥିବା ୫ ମିନିଟ୍ର ଏହି ଭିଡିଓକୁ ୫୫ ହଜାରରୁ ଅଧିକ...