୭ ବଲ୍ରେ ବିସ୍ଫୋରକ ୪୨ ରନ୍ କଲେ ଏହି ବ୍ୟାଟ୍ସମ୍ୟାନ୍: ରଚିଲେ ଇତିହାସ
ୟୁଏଇ,୨୦।୬: ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ କରାଚି କିଙ୍ଗସ ଏବଂ କ୍ୱେଟା ଗ୍ଲେଡିଏଟର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି କରାଚି ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ୍ ହରାଇ ୧୭୬ ରନ ସଂଗ୍ରହ କରିଥିଲା। ଟାର୍ଗେଟକୁ...
କେବେ ଅନ୍ତର୍ଜାତୀୟ କ୍ରିକେଟ୍କୁ କହିବେ ବାଏ ବାଏ; ଅଶ୍ୱିନଙ୍କ କଲେ ଖୁଲାସା
ସାଉଥମ୍ପଟନ,୨୦।୬: ଭାରତର ଭେଟେରାନ ଅଫ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଏବେ ଇଂଲଣ୍ଡରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଡବ୍ଲୁଟିସି ଫାଇନାଲ ଖେଳୁଛନ୍ତି। ଏହି ସମୟରେ ସେ ନିଜ ସନ୍ୟାସ ବିଷୟରେ ଏକ ବଡ ଖୁଲାସା କରିଛନ୍ତି। ସେ କହିଛନ୍ତି, ପ୍ରତ୍ୟେକ ଟୁର୍ନାମେଣ୍ଟ ତାଙ୍କୁ...
ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ହେଲେ ମାଷ୍ଟର ବ୍ଲାଷ୍ଟର…
ନୂଆଦିଲ୍ଲୀ,୨୦।୬: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ହୋଇଥିବା ଚୟନ ପ୍ରକ୍ରିୟାରେ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁମାର ସଙ୍ଗାକାରାଙ୍କୁ ପଛରେ ପକାଇ...
କ୍ରୀଡ଼ା ମହଲରେ ଶୋକ
ଚଣ୍ଡିଗଡ଼, ୨୦ା୬ (ପି.ଟି.)-ମିଲ୍ଖାଙ୍କ ଦେହାନ୍ତରେ କ୍ରୀଡ଼ା ମହଲରୁ ଶୋକବାର୍ତ୍ତାର ସୁଅ ଛୁଟିବାରେ ଲାଗିଛି। ପୂର୍ବତନ କ୍ରିକେଟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କଠାରୁ ଆରମ୍ଭ କରି କିମ୍ବଦନ୍ତୀ ଭାରତୀୟ ସ୍ପ୍ରିଣ୍ଟର ପି.ଟି. ଉଷା ସୋସିଆଲ ମିଡିଆ ଜରିଆରେ ସେମାନଙ୍କ ଶୋକ ପ୍ରକାଶ କରିଛନ୍ତି।...
ମିଲ୍ଖାଙ୍କ ନାମରେ ଚେୟାର
ଚଣ୍ଡିଗଡ଼, ୨୦ା୬ (ପି.ଟି.)-ପଟିଆଲାସ୍ଥିତ ସ୍ପୋଟର୍ସ ୟୁନିଭର୍ସିଟିରେ ମିଲ୍ଖା ସିଂଙ୍କ ନାମରେ ଏକ ଚେୟାର ପ୍ରତିଷ୍ଠା କରାଯିବ। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଶନିବାର ଏହା ଘୋଷଣା କରିଛନ୍ତି। ଶୋକ ସନ୍ତପ୍ତ ପରିବାରକୁ ସାନ୍ତ୍ୱନା ଜଣାଇବା ଲାଗି ଅମରିନ୍ଦର ରାଜ୍ୟ କ୍ରୀଡ଼ାମନ୍ତ୍ରୀ...
ମିଲ୍ଖାଙ୍କ ଓଡ଼ିଶା ଲିଙ୍କ୍: ବାରବାଟୀରେ ୨ ସ୍ବର୍ଣ୍ଣ ଜିତିଥିଲେ
ଭୁବନେଶ୍ୱର,୨୦।୬: ମିଲ୍ଖାଙ୍କ ଓଡ଼ିଶା ଲିଙ୍ଗ୍ ବହୁ ପୁରୁଣା। ଯେତେବେଳେ ସେ ତାରକା ହୋଇ ନ ଥିଲେ ମିଲ୍ଖା ଐତିହାସିକ ବାରବାଟୀ ଷ୍ଟାଡିୟମ ଟ୍ରାକ୍ରେ ଦୌଡ଼ି ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ୧୯୫୮ରେ ବାରବାଟୀରେ ଜାତୀୟ କ୍ରୀଡ଼ା ଆୟୋଜିତ ହୋଇଥିଲା।...
ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍ଖା ସିଂ
ନୂଆଦିଲ୍ଲୀ,୨୦।୬: କିମ୍ବଦନ୍ତୀ ଆଥ୍ଲେଟ ତଥା ଭାରତୀୟ କ୍ରୀଡ଼ାର ଭୀଷ୍ମ ପିତାମହ ମିଲ୍ଖା ସିଂଙ୍କ ପରଲୋକରେ ଭାରତୀୟ କ୍ରୀଡ଼ାଜଗତ ସ୍ତବ୍ଧ ହୋଇଛି। ଜଣେ ଲଢୁଆ ଖେଳାଳି ଓ ବ୍ୟକ୍ତି ଭାବେ ସାରା ଦେଶରେ ଜଣାଶୁଣା ଥିବା ମିଲ୍ଖା କରୋନା ଟ୍ରାକ୍ରେ ଏତେଶୀଘ୍ର...
ଟୋକିଓ ଅଲିମ୍ପିକ୍ସ: କିମ୍ସ ପ୍ରଫେସର ସୁଦୀପ ଭାରତୀୟ ପୁରୁଷ ହକି ଦଳର ଡାକ୍ତର
ଭୁବନେଶ୍ୱର, ୨୦।୬(କ୍ରୀଡ଼ା ପ୍ରତିନିଧି)- କିମ୍ସ ପ୍ରଫେସର ଡକ୍ଟର ସୁଦୀପ ଶତପଥୀ (ଫିଜିଓଲୋଜି ଆଣ୍ଡ ସ୍ପୋଟର୍ସ ମେଡିସିନ୍) ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଦଳର ଡାକ୍ତର ଭାବେ ନିଯୁକ୍ତ ହୋଇଛନ୍ତି। ଗତ ଏପ୍ରିଲ ୧ରୁ ୧୫ ପର୍ଯ୍ୟନ୍ତ ଆର୍ଜେଣ୍ଟିନାର...
ୟୁରୋ କପ୍ ଫୁଟ୍ବଲ: ଇଂଲଣ୍ଡ-ସ୍କଟ୍ଲାଣ୍ଡ ମ୍ୟାଚ ଡ୍ର
ଲଣ୍ଡନ, ୨୦।୬(ଏପି)- ୟୁରୋ କପ୍ ଫୁଟ୍ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ-ସ୍କଟ୍ଲାଣ୍ଡ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ପ୍ରିମିୟର ଲିଗ୍ର ଟପ୍ ସ୍କୋରର ହାରି କେନ୍ ଏଠାରେ ଇଂଲଣ୍ଡ ପକ୍ଷରୁ ପ୍ରଭାବୀ ପ୍ରଦର୍ଶନ କରିବାରେ ବିଫଳ ହୋଇଥିଲେ। ଏକଦା ନିଜ କ୍ଲବ ଟୋଟେନହାମ୍...
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମିଲ୍ଖାଙ୍କ ଶେଷକୃତ୍ୟ ସମ୍ପନ୍ନ
ଚଣ୍ଡିଗଡ଼, ୨୦ା୬ (ପି.ଟି.)-କିମ୍ବଦନ୍ତୀ ସ୍ପ୍ରିଣ୍ଟର ମିଲ୍ଖା ସିଂଙ୍କର ଏଠାରେ ଶନିବାର ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଶୋକାକୁଳ ପରିବେଶରେ ୯୧ବର୍ଷୀୟ ମିଲ୍ଖାଙ୍କୁ ଅନ୍ତିମ ବିଦାୟ ଦିଆଯାଇଥିଲା। ଏହି ଅବସରରେ ମିଲ୍ଖାଙ୍କ ପରିବାର ସଦସ୍ୟ ବ୍ୟତୀତ କେନ୍ଦ୍ର...