କୋପା ଆମେରିକା: ଉରୁଗୁଏକୁ ହରାଇଲା ଆର୍ଜେଣ୍ଟିନା
ସାଇ ପାଓଲୋ, ୨୦।୬(ଏ.ପି.)- କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଆର୍ଜେଣ୍ଟିନା ୧-୦ ଗୋଲରେ ଉରୁଗୁଏକୁ ପରାସ୍ତ କରିଛି। ଫଳରେ ଲିଓନେଲ ମେସିଙ୍କ ଦଳ ଗ୍ରୁପ୍ ‘ଏ’ରେ ଚିଲି ସମକକ୍ଷ ୪ ପଏଣ୍ଟ ପାଇଛି। ତେବେ ଚିଲି ପ୍ରଥମ...
ଖପ୍ପା ହୋଇଥିଲେ ‘ଲିଟିଲ୍ ମାଷ୍ଟର’; ଇଡେନ୍ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ନେଇଥିଲେ ଶପଥ : କାରଣ ଜାଣିଲେ…
ନୂଆଦିଲ୍ଲୀ,୨୦।୬: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ କେହି ଗ୍ରହଣ କରିପାରି ନ ଥିଲେ। ଉଭୟ ବ୍ୟାଟ୍ସମ୍ୟାନ୍ ଇଂଲଣ୍ଡ ବିପକ୍ଷରେ ଦିଲ୍ଲୀ...
ଖେଳାଇ ଦେଉନି ୟୁକେର ପାଗ
ସାଉଥାମ୍ପଟନ, ୧୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲର ପ୍ରଥମ ଦିନକୁ ବର୍ଷା ଧୋଇ ଦେବା ପରେ ପର୍ଯ୍ୟାପ୍ତ ଆଲୋକ ଅଭାବରୁ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା ଦ୍ୱିତୀୟ ଦିନ। ଶେଷରେ ୩୩.୨ ଓଭର ପୂର୍ବରୁ ଦ୍ୱିତୀୟ ଦିନର ଖେଳକୁ ରୋକି...
ଫଲୋଅନ୍ ପରେ ବି ମ୍ୟାଚ୍ ଛଡ଼ାଇ ଆଣିଲା ମହିଳା ଦଳ
ବ୍ରିଷ୍ଟଲ,୧୯।୬: ଫଲୋଅନ୍ ପରେ ମ୍ୟାଚ୍ ବଞ୍ଚାଇବା କଷ୍ଟକର। କିନ୍ତୁ ଇଂଲଣ୍ଡ ମାଟିରେ ଏହା କରି ଦେଖାଇଛି ଭାରତୀୟ ମହିଳା କ୍ରିକେଟ ଦଳ। ମ୍ୟାଚ୍ର ଉଭୟ ଇନିଂସରେ ଚମତ୍କାର ବ୍ୟାଟିଂ କରିଥିଲେ ଶେଫାଳି ବର୍ମା। ଶେଷକୁ ମ୍ୟାଚ୍ ବଞ୍ଚାଇବା ଲାଗି ସ୍ନେହ...
ତଥାପି ରେକର୍ଡ ଭାଙ୍ଗି ପାରିଲେ ନାହିଁ ପୂଜାରା
ସାଉଥାମ୍ପଟନ,୧୯।୬: ଟେଷ୍ଟ ସ୍ପେଶାଲିଷ୍ଟ ଚେତ୍ତେଶ୍ୱର ପୂଜାରା ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ଅତ୍ୟନ୍ତ ଧୀମା ବ୍ୟାଟିଂ କରିଥିଲେ। ଖାତା ଖୋଲିବା ପାଇଁ ତାଙ୍କୁ ୩୫ଟି ବଲ ଖେଳିବାକୁ ପଡ଼ିଥିଲା। ୩୬ତମ ବଲରେ ନିଲ ଓ୍ବାଗନରଙ୍କୁ ପଏଣ୍ଟ ଅଞ୍ଚଳରେ ଚୌକା...
ଭାରତୀୟ ଖେଳାଳିଙ୍କ ହାତରେ ସ୍ବତନ୍ତ୍ର ଆର୍ମବ୍ୟାଣ୍ଡ
ସାଉଥାମ୍ପଟନ,୧୯।୬: ଶୁକ୍ରବାର ରାତିରେ କରୋନା ପରବର୍ତ୍ତୀ ସ୍ବାସ୍ଥ୍ୟ ସମସ୍ୟା କାରଣରୁ ପ୍ରାଣ ହରାଇଛନ୍ତି ‘ଫ୍ଲାଇଂ ଶିଖ’ ଭାବେ ଜଣାଶୁଣା ଅଲିମ୍ପିଆନ ମିଲ୍ଖା ସିଂ। ତାଙ୍କୁ ସମ୍ମାନ ଜଣାଇବା ପାଇଁ ନ୍ୟୁଜିଲାଣ୍ଡ ବିପକ୍ଷରେ ଶନିବାର ଠାରୁ ଆରମ୍ଭ ହୋଇଥିବା ବିଶ୍ୱ ଟେଷ୍ଟ...
ଡବ୍ଲ୍ୟୁଟିସି ଫାଇନାଲରେ କୋହଲି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ
ସାଉଥାମ୍ପଟନ,୧୯।୬: ଏଜେସ ବାଉଲଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲରେ ଟିମ୍ ଇଣ୍ଡିଆର ଅଧିନାୟକ ଭାବେ ବିରାଟ କୋହଲି ଟସ୍ ପକାଇଥିଲେ। ଅବଶ୍ୟ ଟସ୍ ଜିତିବା ତାଙ୍କ ଭାଗ୍ୟ ନ ଥିଲା। କିନ୍ତୁ କ୍ରିକେଟର ଲମ୍ବା ଫର୍ମାଟରେ...
ଐତିହାସିକ ମୁକାବିଲାରେ ଭାରତକୁ ସମର୍ଥନ କରିବା ଲାଗି ସାଉଥାମ୍ପଟନ ପହଞ୍ଚିଲେ ଏହି ବଲିଉଡ୍ ଷ୍ଟାର; ଫଟୋ ଶେୟାର କରି..
ସାଉଥମ୍ପାଟନ,୧୯।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ବହୁପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମୁକାବିଲାକୁ ପ୍ରଶଂସକଙ୍କ ମଧ୍ୟରେ କ୍ରେଜ୍ ବଢ଼ିବାରେ ଲାଗିଛି। ମହାମାରୀ କରୋନା କାରଣରୁ ଏଜେସ ବାଉଲ ଷ୍ଟାଡିୟମରେ ଦର୍ଶକଙ୍କ ସଂଖ୍ୟାକୁ ସୀମିତ ରଖାଯାଇଛି। ଫଳରେ ବହୁତ କମ୍ ଲୋକ ମ୍ୟାଚ୍...
ଟସ୍ ଜିତିଥିଲେ ଆମେ ବି କରିଥାନ୍ତୁ ବୋଲିଂ; ତଥାପି ଆମ ଖେଳାଳି ଯେକୌଣସି ପରିସ୍ଥିତିରେ ଖେଳିବାକୁ ପ୍ରସ୍ତୁତ: କୋହଲି
ସାଉଥମ୍ପାଟନ,୧୯।୬: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ଖେଳ ଶନିବାର ଆରମ୍ଭ ହୋଇଛି। ଶୁକ୍ରବାର ବର୍ଷା ଯୋଗୁ ପ୍ରଥମ ଦିବସ ଖେଳ ସମ୍ଭବ ହୋଇ ନ ଥିଲା। ତେବେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ...
ଓଡ଼ିଶାରୁ ବୀରେନ୍ଦ୍ର, ଅମିତ ସାମିଲ
ଭୁବନେଶ୍ୱର, ୧୯।୬(କ୍ରୀଡ଼ା ପ୍ରତିନିଧି): ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଦଳ ଘୋଷିତ ହୋଇଛି। ଏଥିରେ ଓଡ଼ିଶାର ୨ ଖେଳାଳି ଅଭିଜ୍ଞ ବୀରେନ୍ଦ୍ର ଲାକ୍ରା ଓ ପ୍ରତିଭାସମ୍ପନ୍ନ ଅମିତ...