ଫର୍ମରେ ଥାଇ ମଧ୍ୟ ଡବ୍ଲୁଟିସି ଫାଇନାଲରୁ ବାଦ୍ ପଡିଲେ ଏହି ୫ ଖେଳାଳି
ଲଣ୍ଡନ,୧୬।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲ ପାଇଁ ଭାରତ ୧୫ ଜଣିଆ ଦଳ ଘୋଷଣା କରିଛି। ଦଳରେ ଇଂଲଣ୍ଡ ଗସ୍ତରେ ଯାଇଥିବା ୨୦ ଖେଳାଳିଙ୍କ ମଧ୍ୟରୁ ୧୫ ଜଣଙ୍କୁ ଭାରତୀୟ ପରିଚାଳନା ଚୟନ କରିଛି। ପାଞ୍ଚ ଖେଳାଳି ବେଞ୍ଚରେ ବସିବେ।...
କୌଣସି ଚଳଚ୍ଚିତ୍ରଠାରୁ କମ୍ ନୁହେଁ ଏହି କ୍ରିକେଟର୍ଙ୍କ ପ୍ରେମ କାହାଣୀ: ଅତିଥି ଭାବେ ଯାଇଥିବାବେଳେ ପଡିଯାଇଥିଲେ ପ୍ରେମରେ
ଭାରତୀୟ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଟିମ ଇଣ୍ଡିଆର ଟେଷ୍ଟ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଏବଂ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ ଟେଷ୍ଟ ସିରିଜ ପାଇଁ ଦଳର ଏକ ଅଂଶ ଏବଂ ଏବେ...
ବିରାଟ କୋହଲିଙ୍କ ଏହି କାମ ଦେଖି ଅନୁଷ୍କାଙ୍କ ଆଖିରେ ଆସିଯାଇଥିଲା ଲୁହ
ଲଣ୍ଡନ,୧୬।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପାଇଁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆଜିକାଲି ଇଂଲଣ୍ଡରେ ଅଛନ୍ତି। ଚାରି ମାସର ଯାତ୍ରା ସମୟରେ ବିରାଟ ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଏବଂ ଝିଅ ଭାମିକାଙ୍କ...
‘ଭାରତ ଜିତିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍’
ମେଲବୋର୍ନ,୧୬ା୬(ପି.ଟି.)-ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ଭାରତ ଅତି ସହଜରେ ବିଜୟ ଲାଭ କରିବ, ଏଥିରେ କୌଣସି ସନ୍ଦେହ ନାହିଁ ବୋଲି କହିଛନ୍ତି ଅଷ୍ଟ୍ରେଲିଆର ଟେଷ୍ଟ ଅଧିନାୟକ ଟିମ୍ ପେନ୍। ବିଶ୍ୱର ଏହି ଦୁଇ ଶ୍ରେଷ୍ଠ ଟେଷ୍ଟ ଦଳ...
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ: ନ୍ୟୁଜିଲାଣ୍ଡର ନେତୃତ୍ୱ ନେବେ ଓ୍ବିଲିୟମସନ
ସାଉଥାମ୍ପଟନ,୧୬ା୬(ପି.ଟି.)-ଭାରତ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ଦଳର ନେତୃତ୍ୱ ନେବା ଲାଗି କେନ୍ ଓ୍ବିଲିୟମସନ ଉପଲବ୍ଧ ହେବେ। ଜୁନ୍ ୧୮ରୁ ଆରମ୍ଭ ହେବାକୁଥିବା ଏହି ମୁକାବିଲା ପାଇଁ ମୁଖ୍ୟ କୋଚ୍ ୧୫ଜଣିଆ ଦଳ ଘୋଷଣା କରିଛନ୍ତି।...
ଏଏଫ୍ସି ଏସିଆନ କପ୍: କ୍ୱାଲିଫାୟର୍ସ ତୃତୀୟ ରାଉଣ୍ଡରେ ଭାରତ
ଦୋହା,୧୬।୬: ସୁନୀଲ ଛେତ୍ରୀଙ୍କ ନେତୃତ୍ୱାଧୀନ ଭାରତୀୟ ଫୁଟ୍ବଲ ଦଳ ଏସିଆନ ଫୁଟ୍ବଲ କନ୍ଫେଡେରେଶନ (ଏଏଫ୍ସି) ଏସିଆନ କପ୍ କ୍ୱାଲିଫାୟର୍ସର ତୃତୀୟ ରାଉଣ୍ଡରେ ପ୍ରବେଶ କରିଛି। ସ୍ଥାନୀୟ ଜାସିମ ବିନ୍ ହମାଦ ଷ୍ଟାଡିୟମରେ ମଙ୍ଗଳବାର ୨୦୨୨ ଫିଫା ବିଶ୍ୱକପ୍ ତଥା ଏସିଆନ...
୭ ବର୍ଷ ପ୍ରତୀକ୍ଷାର ଅନ୍ତ: ଭାରତ- ଇଂଲଣ୍ଡ ମହିଳା ଟେଷ୍ଟ
ବ୍ରିଷ୍ଟଲ,୧୬।୬(ପି.ଟି.): ଦୀର୍ଘ ୭ ବର୍ଷ ପରେ ଭାରତ ଓ ଇଂଲଣ୍ଡ ମହିଳା ଦଳ ଟେଷ୍ଟ କ୍ରିକେଟରେ ପରସ୍ପରକୁ ଭେଟିବେ। ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ଦୁଇ ଦେଶ ମଧ୍ୟରେ ଏକମାତ୍ର ଟେଷ୍ଟ ମ୍ୟାଚ୍ ବୁଧବାରଠାରୁ ଆରମ୍ଭ ହେବ। ଆବଶ୍ୟକ ପ୍ରସ୍ତୁତିର ସୁଯୋଗ...
ସ୍ପେନ୍- ସ୍ବିଡେନ ମ୍ୟାଚ୍ ଗୋଲ ଶୂନ୍ୟ
ସେଭିଲେ,୧୬।୬: ୟୁରୋକପ୍ରେ ଗ୍ରୁପ୍ ଇ’ରେ ସୋମବାର ସ୍ପେନ୍ ଓ ସ୍ବିଡେନ ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍ ଗୋଲ ଶୂନ୍ୟ ଭାବେ ଶେଷ ହେବା ସହ ଅମୀମାଂସିତ ରହିଥିଲା। ସ୍ଥାନୀୟ ଲା କାର୍ଟୁଜା ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ରେ...
ୟୁରୋ କପ୍ ଫୁଟ୍ବଲ: ସ୍ଲୋଭାକିଆର ବିଜୟ ଅଭିଯାନ
ସେଣ୍ଟ ପିଟର୍ସବର୍ଗ,୧୬।୬(ଏପି): ୟୁରୋ କପ୍ ଫୁଟ୍ବଲରେ ସ୍ଲୋଭାକିଆ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ କ୍ରେସୋଭସ୍କି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ମ୍ୟାଚ୍ରେ ସ୍ଲୋଭାକିଆ ୨-୧ ଗୋଲରେ ପୋଲାଣ୍ଡକୁ ପରାସ୍ତ କରିଛି। ଏଥିସହ ସ୍ଲୋଭାକିଆ ୩ ପଏଣ୍ଟ ହାସଲ କରି...
ପାରାଗୁଏଠାରୁ ହାରିଲା ବଲିଭିଆ
ରିଓ ଡି ଜାନେଇରୋ,୧୬।୬: କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ସୋମବାର ଅନୁଷ୍ଠିତ ଅନ୍ୟ ଏକ ମ୍ୟାଚ୍ରେ ପଛରେ ଥାଇ ପ୍ରତ୍ୟାବର୍ତ୍ତନ କରି ପାରାଗୁଏ ୩-୧ ଗୋଲରେ ବଲିଭିଆକୁ ପରାସ୍ତ କରିଛି। ଦ୍ୱିତୀୟାର୍ଦ୍ଧରେ ୩ଟି ଗୋଲ ସ୍କୋର କରି ପାରାଗୁଏ ଶେଷରେ...