ଜାତୀୟ ଆନ୍ତଃରାଜ୍ୟ ଆଥ୍ଲେଟିକ ଚାମ୍ପିୟନଶିପ୍: ୧୦୦ ମିଟର ଫାଇନାଲରେ ଅମିୟ
ଭୁବନେଶ୍ୱର,୨୬।୬: ପଞ୍ଜାବର ପଟିଆଲାଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ୬୦ତମ ଜାତୀୟ ଆନ୍ତଃରାଜ୍ୟ ଆଥ୍ଲେଟିକ ଚାମ୍ପିୟନଶିପ୍। ନେତାଜୀ ସୁଭାଷ ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ସ୍ପୋଟର୍ସ (ଏନ୍ଏସ୍ଏନ୍ଆଇଏସ୍)ଠାରେ ଆରମ୍ଭ ହୋଇଥିବା ଏହି ଆଥ୍ଲେଟିକ ମିଟ୍ରେ ଶ୍ରୀଲଙ୍କାର କେତେଜଣ ଆଥ୍ଲେଟ ଅଂଶଗ୍ରହଣ କରିବେ। ଇଭେଣ୍ଟର...
ଇଂଲଣ୍ଡ ଗସ୍ତ: ଭାରତ ୨ଟି ଇଣ୍ଟ୍ରା ସ୍କ୍ବାଡ୍ ଗେମ୍ ଖେଳିବ
ନୂଆଦିଲ୍ଲୀ,୨୬।୬: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ କ୍ରିକେଟ ଦଳ ଘରୋଇ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପୂର୍ବରୁ ୨ଟି ଇଣ୍ଟ୍ରା ସ୍କ୍ବାଡ୍ ଗେମ୍ ଖେଳିବ। ଅର୍ଥାତ୍ ଭାରତୀୟ ଖେଳାଳିମାନେ ଦୁଇ ଭାଗ ବା ଦଳରେ...
ବ୍ରାଜିଲ କୋଚ୍ ଟିଟେଙ୍କୁ ଜରିମାନା
ସାଓ ପାଉଲୋ,୨୫।୬: କୋଭିଡ୍-୧୯ ମହାମାରୀ ଭୟାବହତା ଜାରି ରହିଥିବା ବେଳେ କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟ ଆୟୋଜନକୁ ସମାଲୋଚନା କରିବା ବ୍ରାଜିଲ କୋଚ୍ ଟିଟେଙ୍କୁ ଭାରି ପଡିଛି। ପୂର୍ବରୁ ଗୋଟିଏ ସପ୍ତାହ ତଳେ ଜଣେ ବଲିଭିଆ ଫୁଟ୍ବଲର ମଧ୍ୟ ସମକାରଣ...
କୋପା ଆମେରିକା ଫୁଟ୍ବଲ: ନକ୍ଆଉଟ୍ରେ ଉରୁଗୁଏ, ପାରାଗୁଏ
ସାଓ ପାଉଲୋ,୨୬।୬: କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟରେ ଉରୁଗୁଏ ଓ ପାରାଗୁଏ ନକ୍ଆଉଟ ପର୍ଯ୍ୟାୟରେ ପ୍ରବେଶ କରିଛନ୍ତି। ଗ୍ରୁପ୍ ଏ’ରେ ଗୁରୁବାର ଅନୁଷ୍ଠିତ ମ୍ୟାଚ୍ଗୁଡିକରେ ଏହି ଦୁଇ ଦେଶ ବିଜୟ ହାସଲ କରିବା ସହ ଏହି ସଫଳତା ପାଇଛନ୍ତି। ବ୍ରାଜିଲର...
ଆଇପିଏଲ ଫାଇନାଲର ଦୁଇ ଦିନ ପରେ ଟି୨୦ ବିଶ୍ୱକପ୍
ନୂଆଦିଲ୍ଲୀ,୨୫।୬: ଆଗାମୀ ଟି୨୦ ବିଶ୍ୱକପ୍ ଭାରତରେ ହେବ ନାହିଁ। ୧୬ ଦଳକୁ ନେଇ ଖେଳାଯିବାକୁ ଥିବା ଇଭେଣ୍ଟ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ରେ ଖେଳାଯିବ। ଅକ୍ଟୋବର ୧୭ରୁ ନଭେମ୍ବର ୧୪ ତାରିଖ ମଧ୍ୟରେ ଏହି ବିଶ୍ୱକପ୍ ଖେଳାଯିବ ବୋଲି ସୂତ୍ରରୁ...
ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉନି ବିରାଟ ବାହିନୀ
ନୂଆଦିଲ୍ଲୀ,୨୫।୬: ଅଭ୍ୟାସ ଅଭାବରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲରେ ପରାସ୍ତ ହେଲା ଟିମ୍ ଇଣ୍ଡିଆ। ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉ ନାହିଁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ। ଇଂଲଣ୍ଡ ବିପକ୍ଷ ୫ ଟେଷ୍ଟ ମ୍ୟାଚ୍ ବିଶିଷ୍ଟ ସିରିଜ୍ ପୂର୍ବରୁ ଭାରତୀୟ...
ଡରହାମରେ ଇଣ୍ଟ୍ରା ସ୍କାଡ୍ ମ୍ୟାଚ୍ ଖେଳିବ ଟିମ୍ ଇଣ୍ଡିଆ
ନୂଆଦିଲ୍ଲୀ,୨୫।୬: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପୂର୍ବରୁ ପ୍ରସ୍ତୁତି ଲାଗି ଡରହାମଠାରେ ଏକତ୍ରିତ ହେବେ ଭାରତୀୟ ଦଳର ଖେଳାଳିମାନେ। ସେଠାରେ ଟିମ୍ ଇଣ୍ଡିଆର ଖେଳାଳିମାନେ ଦୁଇ ଭାଗରେ ବିଭକ୍ତ ହୋଇ ପରସ୍ପର ବିରୋଧରେ ଦୁଇଟି ମ୍ୟାଚ୍...
ମାତ୍ର ୩ ରନ୍ ଯୋଗୁ ଇତିହାସ ରଚିବାରୁ ବଞ୍ଚିତ ହୋଇଥିଲେ ସେହ୍ବାଗ-ଦ୍ରାବିଡ ଯୋଡ଼ି: ହେଲେ ଛିଡ଼ା ହୋଇ ତାଳି ମାରିଥିଲେ ଦର୍ଶକ
ନୂଆଦିଲ୍ଲୀ,୨୫।୬: ୧୫ ବର୍ଷ ପୂର୍ବେ ବିରେନ୍ଦ୍ର ସେହଓ୍ବାଗ୍- ରାହୁଲ ଦ୍ରାବିଡଙ୍କ ଯୋଡ଼ି ପାକିସ୍ତାନ ବିପକ୍ଷରେ ଜାନୁୟାରୀ ୧୭ରେ ଉଲ୍ଲେଖନୀୟ ଓପନିଂ ଭାଗିଦାରୀ କରିଥିଲେ। ଉଭୟଙ୍କ ଖେଳ ଦେଖି ଲାହୋରରେ ଦର୍ଶକ ଛିଡ଼ା ହୋଇ ତାଳି ବଜାଇଥିଲେ। ମାତ୍ର ସେହଓ୍ବାଗ୍ ଆଉଟ୍...
ଗୋଟିଏ ଦିନରେ ୩୦୯ ରନ୍ କରି ଚକିତ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ
ବ୍ରିସ୍ବେନ୍,୨୫।୬: ଅଷ୍ଟ୍ରେଲିୟ କ୍ରିକେଟ ଟିମ୍ ଘରୋଇ ମାଟିରେ ସଂଘର୍ଷ କରିବା ଭଳି ଘଟଣା ବିରଳ। କାରଣ ଅନେକ କ୍ରିକେଟର ଏଠାରେ ବ୍ୟାଟିଂ କରି ଇତିହାସ ସୃଷ୍ଟି କରିଛନ୍ତି। ସେମାନଙ୍କ ମଧ୍ୟରୁ ସାର୍ ଡନ୍ ବ୍ରାଡ୍ମ୍ୟାନ୍ ଜଣେ। ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍...
ଟପ୍ ସିଡ୍ ମନ୍ଫିଲ୍ସକୁ ହରାଇଲେ ପର୍ସେଲ
ଇଷ୍ଟବୋର୍ନ(ୟୁକେ),୨୫ା୬(ଏପି)- ଏଠାରେ ଚାଲିଥିବା ଭାଇକିଂ ଇଣ୍ଟରନ୍ୟାଶନାଲ ଗ୍ରାସ୍କୋର୍ଟ ଟେନିସ ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆର ମାକ୍ସ ପର୍ସେଲ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ୨୮୩ ର଼୍ୟାଙ୍କିଙ୍ଗପ୍ରାପ୍ତ ଏହି ଖେଳାଳି ଟପ୍ ସିଡ୍ ତଥା ୧୬ତମ ର଼୍ୟାଙ୍କିଙ୍ଗ ଫ୍ରାନ୍ସର ଗେଲ୍ ମନଫିଲ୍ସଙ୍କୁ ୬-୪, ୫-୭, ୬-୪...