E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ

ଖେଳ

ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି

ରିଓ ଡି ଜାନେଇରୋ,୧୬।୬: ଚିଲି ବିପକ୍ଷରେ ଆର୍ଜେଣ୍ଟିନା ତା’ର ପ୍ରଥମ ମ୍ୟାଚ୍‌ରେ କିମ୍ବଦନ୍ତୀ ଫୁଟ୍‌ବଲର ଡିଏଗୋ ମାରାଡୋନାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲା। ମ୍ୟାଚ୍‌ ପୂର୍ବରୁ ମାରାଡୋନାଙ୍କ ଜୀବନୀକୁ ନେଇ ଲାଇଟ୍‌ ଓ ପ୍ରୋଜେକ୍ସନ ଦ୍ୱାରା ସମ୍ମାନ ପ୍ରଦର୍ଶନ କରାଯାଇଥିଲା। ନିଲଟୋନ...

କୋପା ଆମେରିକା ଫୁଟ୍‌ବଲ: ଆର୍ଜେଣ୍ଟିନା- ଚିଲି ମ୍ୟାଚ୍‌ ଡ୍ର

ରିଓ ଡି ଜାନେଇରୋ,୧୬।୬(ଏପି): ଦକ୍ଷିଣ ଆମେରିକାର ସର୍ବବୃହତ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ କୋପା ଆମେରିକାରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଡ୍ର’ରୁ ଅଭିଯାନ ଆରମ୍ଭ କରିଛି। ମେସିଙ୍କ ଜବରଦସ୍ତ ପ୍ରଦର୍ଶନ ସତ୍ତ୍ୱେ ଗ୍ରୁପ୍‌ ବି’ରେ ଆର୍ଜେଣ୍ଟିନା ଚିଲି ବିପକ୍ଷ ଏହି ମ୍ୟାଚ୍‌କୁ ଡ୍ର...

ଫାଇନାଲ ପାଇଁ ଘୋଷଣା ହେଲା ଟିମ୍‌ ଇଣ୍ଡିଆ; ମିଳିଲା ନାହିଁ ଶାର୍ଦ୍ଦୁଳଙ୍କୁ ସ୍ଥାନ

ସାଉଥାମ୍ପଟନ,୧୫।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ପାଇଁ ମଙ୍ଗଳବାର ଘୋଷିତ ୧୫ ଜଣିଆ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବ୍ରିସବେନ ଟେଷ୍ଟର ହିରୋ ଶାର୍ଦ୍ଦୁଳ ଠାକୁରଙ୍କ...

ଡବ୍ଲ୍ୟୁଟିସି ଫର୍ମାଟରେ ପରିବର୍ତ୍ତନ ଚାହାନ୍ତି ସଚିନ

ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରେ ସାଉଥାମ୍ପଟନଠାରେ ଟେଷ୍ଟ ଫର୍ମାଟର ସବୁଠୁ ବଡ଼ ସମ୍ମାନ ପାଇଁ ଲଢ଼େଇ କରିବେ ନ୍ୟୁଜିଲାଣ୍ଡ ଓ ଟିମ୍‌ ଇଣ୍ଡିଆ। ବିଜେତାଙ୍କୁ ଟେଷ୍ଟ ଗଦା ସହ ପୁରସ୍କାର ବାବଦକୁ ୧.୬ ନିୟୁତ ଡଲାରର ଚେକ୍‌ ମିଳିବ। ଟି୨୦...

ପୂଜାରାଙ୍କ ସମାଲୋଚନାକୁ ନେଇ ରାଗିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍‌; ପଢ଼ାଇଲେ ଅସଲ କ୍ରିକେଟ ପାଠ…

ନୂଆଦିଲ୍ଲୀ,୧୫।୬: କ୍ରିକେଟ ଇତିହାସର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକର ଚେତେଶ୍ୱର ପୂଜାରାଙ୍କ ବ୍ୟାଟିଂଶୈଳୀର ପ୍ରଶଂସା କରିଛନ୍ତି। ଅଷ୍ଟ୍ରେଲିଆରେ ଉଲ୍ଲେଖନୀୟ ଉଦ୍ୟମ ସତ୍ତ୍ୱେ ପୂଜାରା ସ୍କୋରବୋର୍ଡକୁ ଗତିଶୀଳ ରଖିବା ପାଇଁ ଆଗ୍ରହ ଦେଖାଉ ନ ଥିବାରୁ ତାଙ୍କୁ ସମାଲୋଚନା କରାଯାଇଥିଲା।...

ଅଶ୍ୱିନଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପାକିସ୍ତାନର ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୧୫।୬: ଖୁବ୍‌ କମ୍‌ ମ୍ୟାଚ୍‌ରେ ୪୦୦ ଟେଷ୍ଟ ଉଇକେଟ ହାସଲ କରିଥିବା ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ନାମରେ ଆସିଛି ସାଙ୍ଘାତିକ ଅଭିଯୋଗ। ବର୍ତ୍ତମାନ ସର୍ବଶ୍ରେଷ୍ଠ ସ୍ପିନର ଭାବେ ଗଣାଯାଉଥିବା ଅଶ୍ୱିନ ତ୍ରୁଟିପୂର୍ଣ୍ଣ ବୋଲିଂ ଶୈଳୀ କାରଣରୁ ଏକଦା ବ୍ୟାନ...

ଏକଦା ରାଇନାଙ୍କ ଉପରେ ରାଗିଯାଇଥିଲେ ଦ୍ରାବିଡ; କହିଥିଲେ, ‘ଭାରତୀୟ କ୍ରିକେଟର ହୋଇ ତୁମେ କ’ଣ ପିନ୍ଧିଛ ଜାଣିଛ ତ…’

ନୂଆଦିଲ୍ଲୀ,୧୫।୬: ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ସୁରେଶ ରାଇନା ତାଙ୍କ ପୁସ୍ତକ ‘ବିଲିଭ୍‌-ହ୍ବାଟ୍‌ ଲାଇଫ୍‌ ଆଣ୍ଡ କ୍ରିକେଟ ଟଟ୍‌ ମି’ରେ ଅନେକ ରହସ୍ୟ ଉପରୁ ପରଦା ହଟାଇଥିଲେ। ନିଜ ଆତ୍ମଜୀବନୀରେ ରାଇନା ପୂର୍ବତନ ଅଧିନାୟକ ରାହୁଲ ଦ୍ରାବିଡଙ୍କୁ ନେଇ କିଛି କଥା...

ରୋହିତଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଲେ ମହାନ କ୍ରିକେଟର

ନୂଆଦିଲ୍ଲୀ,୧୫।୬: ଆସନ୍ତା ୧୮ ତାରିଖରୁ ୟୁକେର ସାଉଥାମ୍ପଟନଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ। ଏହି ମ୍ୟାଚ୍‌ ପୂର୍ବରୁ ଭାରତୀୟ ଓପନର ରୋହିତ ଶର୍ମାଙ୍କୁ ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ ଟିପ୍ସ ଦେଇଛନ୍ତି ପୂର୍ବତନ ବ୍ୟାଟ୍ସମ୍ୟାନ...

ଚର୍ଚ୍ଚାରେ ଏହି ଯୁବ ଆଫଗାନିସ୍ତାନ କ୍ରିକେଟର: କହିଲେ ‘ଧୋନୀଙ୍କ ଅଧୀନରେ ଖେଳିବା ମୋର ସ୍ବପ୍ନ, ଭବିଷ୍ୟତରେ…’

ନୂଆଦିଲ୍ଲୀ,୧୫।୬: ନିକଟ ଅତୀତରେ ଆଫଗାନିସ୍ତାନର କ୍ରିକେଟରମାନେ ଉଲ୍ଲେଖନୀୟ କ୍ରିକେଟ ଖେଳି ଚର୍ଚ୍ଚାରେ ରହିଥିଲେ। ସେମାନଙ୍କ ମଧ୍ୟରୁ ମୁଜିବ-ଉର-ରହମନ ଏବଂ ରଶିଦ ଖାନ ଭଳି ସ୍ପିନ୍‌ ବୋଲର୍‌ ଅନ୍ୟତମ। ଏହାଛଡ଼ା ଦ୍ରୁତ ବୋଲର୍‌ ନବୀନ-ଉଲ୍‌-ହକ ମଧ୍ୟ ଆଫଗାନିସ୍ତାନର ଜଣେ ଉଦୀୟମାନ ଖେଳାଳି।...

ଲୋକେ କହୁଥିଲେ ଅଭିଜ୍ଞତା ନାହିଁ, ଚକୋଲେଟ ଭଳି ଟିମ୍‌ ଇଣ୍ଡିଆ କ୍ୟାପ୍‌ ବଣ୍ଟାଯାଉଛି; ପୂର୍ବ ମୁଖ୍ୟ ଚୟନକର୍ତ୍ତା କାହିଁକି କହିଲେ…

ନୂଆଦିଲ୍ଲୀ,୧୫।୬: ଭାରତୀୟ କ୍ରିକେଟ ବର୍ତ୍ତମାନ ଶୀର୍ଷରେ ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏକାସାଙ୍ଗରେ ଦୁଇଟି ଟିମ୍‌ ସହ ପଡ଼ିଆକୁ ଓହ୍ଲାଇବାକୁ ଅଣ୍ଟା ଭିଡିଛି। ବିରାଟ କୋହଲିଙ୍କ ନେତୃତ୍ୱରେ ଏକ ଭାରତୀୟ ଦଳ ଇଂଲଣ୍ଡ ଗସ୍ତରେ ଥିବା ବେଳେ ଶିଖର...

Posts navigation

Newer posts 1 … 18 19 20 21 22 … 40 Older posts
Page 20 of 40« First«...10...1819202122...3040...»Last »

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts