ଦ୍ୱିତୀୟ ଟେଷ୍ଟ: ନ୍ୟୁଜିଲାଣ୍ଡ ବିଜୟର ନିକଟତର
ବର୍ମିଂହାମ,୧୩।୬: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ସ୍ଥିତି ଆହୁରି ଦୃଢ଼ କରି ବିଜୟର ନିକଟତର ହୋଇଛି। ପ୍ରଥମ ଇନିଂସରେ ଇଂଲଣ୍ଡକୁ ୩୦୩ ରନ୍ରେ ଅଲ୍ଆଉଟ କରିବା ପରେ ନ୍ୟୁଜିଲାଣ୍ଡ ୧୧୯.୧ ଓଭରରେ ୩୮୮ ରନ୍କରି ଅଲ୍ଆଉଟ...
ୟୁରୋ କପ୍ରେ ଅଘଟଣ: ଖେଳାଳି ବେହୋସ୍
କୋପେନହେଗେନ,୧୩।୬(ଏପି): ୟୁରୋପିଆନ ଫୁଟ୍ବଲ ଚାମ୍ପିୟନଶିପ୍ରେ ଶନିବାର ଅଘଟଣ ଦେଖିବାକୁ ମିଳିଛି। ଫିନ୍ଲାଣ୍ଡ ବିପକ୍ଷ ମ୍ୟାଚ ଖେଳାଯାଉଥିବାବେଳେ ଡେନମାର୍କ ମିଡ୍ଫିଲ୍ଡର ଖ୍ରିଷ୍ଟିଆନ ଏରିକ୍ସନ ହଠାତ୍ ବେହୋସ ହୋଇ ତଳେ ଯାଇଥିଲେ। ପ୍ରଥମାର୍ଦ୍ଧ ଖେଳର ଶେଷ ଭାଗରେ ସାଇଡ୍ଲାଇନ୍ ନିକଟରେ ଏହା ଘଟିଥିଲା।...
ଢାକା ପ୍ରିମିୟର ଲିଗ୍:ଶକିବ ୩ଟି ମ୍ୟାଚରୁ ସସ୍ପେଣ୍ଡ
ଢାକା, ୧୩ା୬ (ପି.ଟି.)- ମହମ୍ମଡ଼ାନ ସ୍ପୋର୍ଟିଂ ବନାମ ଆବାହନୀ ଲିମିଟେଡ୍ ମ୍ୟାଚ୍ ବେଳେ ପଡ଼ିଆରେ ଅଶୋଭନୀୟ ଆଚରଣ ପାଇଁ ବାଂଲାଦେଶର ଷ୍ଟାର କ୍ରିକେଟର ଶକିବ ଅଲ୍ ହସନ ଢାକା ଟି୨୦ ପ୍ରିମିୟର ଲିଗ୍ (ଡିପିଏଲ୍)ର ୩ଟି ମ୍ୟାଚ୍ରୁ ସସ୍ପେଣ୍ଡ ହୋଇଛନ୍ତି।...
ପନ୍ତଙ୍କ ଅପରାଜିତ ଶତକ, ଶୁବମନ ୮୫
ସାଉଥାମ୍ପଟନ, ୧୩ା୬ (ପି.ଟି.)-ଏଠାରେ ଭାରତୀୟ କ୍ରିକେଟ ଦଳର ଇଣ୍ଟ୍ରା-ସ୍କ୍ବାଡ ମ୍ୟାଚ୍ରେ ରିଷଭ ପନ୍ତ ଅପରାଜିତ ଶତକ ହାସଲ କରିଥିବାବେଳେ ଓପନର ଶୁବମନ ଗିଲ୍ ଆକର୍ଷଣୀୟ ୮୫ରନ ସହ ଭଲରୂପେ ଓ୍ବାର୍ମ ଅପ୍ ହୋଇଛନ୍ତି। ବିରାଟ କୋହଲି ଓ କେଏଲ୍ ରାହୁଲ...
ମୀରାବାଈ ଚାନୁଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା
ନୂଆଦିଲ୍ଲୀ, ୧୩ା୬ (ପି.ଟି.)-ଟୋକିଓ ଅଲିମ୍ପିକ୍ସ ମହିଳା ୪୯କେଜି କାଟେଗୋରି ପାଇଁ ଭାରତର ଭାରୋତ୍ତୋଳିକା ମୀରାବାଈ ଚାନୁ ଯୋଗ୍ୟତା ଅର୍ଜନ କରିଥିବା ଇଣ୍ଟରନ୍ୟାଶନାଲ ଓ୍ବେଟ୍ଲିଫ୍ଟିଂ ଫେଡେରେଶନ(ଆଇଡବ୍ଲ୍ୟୁଏଫ୍) ଶନିବାର ସ୍ପଷ୍ଟ କରିଛି। ୨୦୧୭ ବିଶ୍ୱ ଓ୍ବେଟ୍ଲିଫ୍ଟିଂ ଚାମ୍ପିୟନ ଚାନୁ ଗତ ଏପ୍ରିଲରେ ତାସ୍କେଣ୍ଟଠାରେ...
ଉଦ୍ଘାଟନୀ ମ୍ୟାଚ୍ରେ ଇଟାଲୀର ବୃହତ୍ ବିଜୟ
ରୋମ୍,୧୩।୬(ଏପି): ସ୍ଥାନୀୟ ଷ୍ଟାଡିଓ ଅଲିମ୍ପିକୋରେ ଶୁକ୍ରବାର ଅନୁଷ୍ଠିତ ଉଦ୍ଘାଟନୀ ମୁକାବିଲାରେ ଇଟାଲୀ ବୃହତ୍ ୩-୦ ଗୋଲରେ ତୁର୍କୀକୁ ପରାସ୍ତ କରିଛି। ମ୍ୟାଚ୍ର ଦ୍ୱିତୀୟାର୍ଦ୍ଧରେ ୩ଟି ଯାକ ଗୋଲ ସ୍କୋର ହୋଇଥିଲା। ସାରା ମ୍ୟାଚ୍ରେ ଇଟାଲୀ ପ୍ରଭାବ ବିସ୍ତାର କରି ଖେଳିଥିଲା।...
ୟୁରୋକପ୍ ଫୁଟ୍ବଲ ଉଦ୍ଘାଟିତ
ରୋମ୍,୧୩।୬(ଏପି): କୋଭିଡ୍-୧୯ ସାରା ବିଶ୍ୱକୁ ପ୍ରଭାବିତ କରିବା ପରେ ପ୍ରଥମଥର ପାଇଁ କୌଣସି ବୃହତ୍ ସ୍ପୋଟର୍ସ ଇଭେଣ୍ଟ ଆରମ୍ଭ ହୋଇଛି। ୟୁରୋପ ମହାଦେଶର ସର୍ବବୃହତ୍ ଫୁଟ୍ବଲ ଟୁର୍ନାମେଣ୍ଟର ମାନ୍ୟତା ପାଇଥିବା ୟୁରୋକପ୍ ଶନିବାରଠାରୁ ଆରମ୍ଭ ହୋଇଛି। କରୋନା ସଂକ୍ରମଣ କାରଣରୁ...
ଫ୍ରେଞ୍ଚ୍ ଓପନ ଟେନିସ୍: ଜୋକୋଭିଚ୍- ସିତିସ୍ପାସ୍ ଫାଇନାଲ
ପ୍ୟାରିସ୍,୧୩।୬: ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନ ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ରବିବାର ଫାଇନାଲରେ ଟପ୍ ସିଡ୍ ସର୍ବିଆର ନୋଭାକ ଜୋକୋଭିଚ୍ ଓ ପଞ୍ଚମ ସିଡ୍ ଗ୍ରୀସ୍ର ଷ୍ଟିଫାନୋସ ସିତିସ୍ପାସ ପରସ୍ପରକୁ...
ଫ୍ରେଞ୍ଚ୍ ଓପନ ଟେନିସ୍: କ୍ରେଜିକୋଭାଙ୍କୁ ପ୍ରଥମ ଗ୍ରାଣ୍ଡସ୍ଲାମ ଟାଇଟଲ
ପ୍ୟାରିସ୍,୧୩।୬: ଫ୍ରେଞ୍ଚ୍ ଓପନ ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଚେକ୍ ଗଣରାଜ୍ୟର ବାର୍ବୋରା କ୍ରେଜିକୋଭା ଚାମ୍ପିୟନ ହୋଇଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମୁକାବିଲାରେ ଅଣସିଡ୍ ୨୫ ବର୍ଷୀୟ କ୍ରେଜିକୋଭା ୬-୧, ୨-୬, ୬-୪ ସେଟ୍ରେ ୩୧ତମ ସିଡ୍ ରୁଷିଆର ଆନାସ୍ତାସିଆ ପାଭଲ୍ୟୁଚେଙ୍କୋଭାଙ୍କୁ...
ପାକିସ୍ତାନର ଏହି ପୂର୍ବ ଅଲରାଉଣ୍ଡର କହିଲେ,‘ବ୍ୟସ୍ତ ଥିବା ସତ୍ତ୍ୱେ ମୋ ବିବାହରେ ଯୋଗ ଦେଇଥିଲେ ଗାଙ୍ଗୁଲି…
ନୂଆଦିଲ୍ଲୀ,୧୨।୬: ସୌରଭ ଗାଙ୍ଗୁଲି ଜଣେ ନମ୍ର ବ୍ୟକ୍ତି। ବ୍ୟସ୍ତବହୁଳ ଜୀବନଶୈଳୀ ସତ୍ତ୍ୱେ ବିବାହରେ ଯୋଗ ଦେଇଥିଲେ । ହେଲେ ଅନେକ ପ୍ରଶଂସକ ଏ ବିଷୟରେ ଜାଣିଥିବେ ବୋଲି ମୁଁ ଭାବୁନାହିଁ ବୋଲି କହିଛନ୍ତି ପାକିସ୍ତାନର ପୂର୍ବତନ ଅଲରାଉଣ୍ଡର ୟାସିର ଆରାଫାଟ।...