କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର
ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ କରାଇ ଦେଉଥିଲେ। କ୍ରିକେଟରୁ ସନ୍ୟାସ ନେବା ପରେ ଅଖତର କ୍ରିକେଟ ବିଶେଷଜ୍ଞ ହୋଇଛନ୍ତି।...
ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର
ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ଦେଇଛନ୍ତି। ହେଲେ ଅନେକ ହକଦାର ଖେଳାଳିଙ୍କୁ ସୁଯୋଗ...
ଏକଦା ରାଗିକରି ବିସିସିଆଇକୁ କରିଥିଲେ କଟାକ୍ଷ; ଏବେ ଶ୍ରୀଲଙ୍କା ଗସ୍ତ ଲାଗି ଘୋଷିତ ଦଳରେ ମିଳିଲାନି ସୁଯୋଗ, ନିରାଶ ହୋଇ…
ନୂଆଦିଲ୍ଲୀ,୧୧।୬: ବିସିସିଆଇ ପକ୍ଷରୁ ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ନେଇ ଗୁରୁବାର ୨୦ ଜଣିଆ ଭାରତୀୟ ଟିମ୍ର ଘୋଷଣା କରାଯାଇଥିଲା। ଅନେକ ଯୁବ କ୍ରିକେଟରଙ୍କୁ ଦଳରେ ସୁଯୋଗ ମିଳିଥିଲା। ହେଲେ ଏଥିରେ ଚୟନ ହୋଇ ନ ଥିବା...
ପୁଣି ମନର ଯନ୍ତ୍ରଣା ପ୍ରକାଶ କଲେ ଯୁବରାଜ: କହିଲେ ଧୋନୀ…
ଭାରତୀୟ କ୍ରିକେଟ୍ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡରଙ୍କ ମଧ୍ୟରୁ ଯୁବରାଜ ସିଂ ଅନ୍ୟତମ। ସେ ୨୦୦୭ ଟି-2୨୦ବିଶ୍ୱକପ୍ ଏବଂ ୨୦୧୧ ବିଶ୍ୱକପ୍ ବିଜେତା ଦଳର ସଦସ୍ୟ ଥିଲେ। ୨୦୦୭ରେ ଏମଏସ ଧୋନୀଙ୍କ ନେତୃତ୍ୱରେ ଭାରତୀୟ ଦଳ ପ୍ରଥମ ଟି -୨୦ ବିଶ୍ୱକପ...
ଏହି କ୍ରିକେଟର୍ଙ୍କ ହୃଦୟ ଭାଙ୍ଗିଲା: ୨୭ ଶତକ ମାରିବା ସତ୍ତ୍ୱେ ଦଳରରେ ମିଳିଲାନି ସୁଯୋଗ
ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ଗସ୍ତ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ୩ଟି ଏକଦିବସୀୟ ଏବଂ ୩ ଟି -୨୦ ମ୍ୟାଚ ପାଇଁ ଦଳର ଓପନର୍ ଶିଖର ଧାୱନ ଦଳର ନେତୃତ୍ୱ ନେବେ ଏବଂ ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କୁ ଉପ-ଅଧିନାୟକ...
୬ ବର୍ଷ ପରେ ହେଲା ଖୁଲାସା: ପାକିସ୍ତାନ ଖେଳାଳିଙ୍କୁ ଭେଟିବା ପାଇଁ ରାସ୍ତାକଡ଼ରେ ଅପେକ୍ଷା କରିଥିଲେ ରାହୁଲ ଦ୍ରାଭିଡ
ରାହୁଲ ଦ୍ରାବିଡ ଜଣେ ଭଲ କ୍ରିକେଟର ତଥା ଜଣେ ଭଲ ମଣିଷ। ରାହୁଲ ଦ୍ରାବିଡ ଅନ୍ୟକୁ ସାହାଯ୍ୟ କରିବାକୁ ସର୍ବଦା ପ୍ରସ୍ତୁତ ଥା’ନ୍ତି। ୨୦୧୪ ମସିହାରେ ଦ୍ରାଭିଡ଼ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ କଥା ହେବା ପାଇଁ ଟ୍ୟାକ୍ସି ଛାଡିଥିଲେ...
କୋଭିଡ୍ କର୍ଫ୍ୟୁ ଯୋଗୁ ଫ୍ରେଞ୍ଚ୍ ଓପନ ପ୍ରେମୀଙ୍କ ଅସନ୍ତୋଷ
ପ୍ୟାରିସ, ୧୧ା୬(ଏପି): ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ବୁଧବାର ରାତି ୧୧ଟା ବେଳେ ଆକସ୍ମିକ କରୋନା ଭାଇରସ୍ କର୍ଫ୍ୟୁ ଜାରି ହେବାରୁ ଖେଳପ୍ରେମୀଙ୍କ ମହଲରେ ଏନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଲୋକେ ନୋଭାକ୍ ଜୋକୋଭିଚ୍ ବନାମ ମାଟେଓ ବେରେଟେନି...
କୋପା ଆମେରିକା ଫୁଟ୍ବଲ: ବ୍ରାଜିଲ ଦଳରେ ନେମାର, ସିଲ୍ଭା ସାମିଲ
ସାଓ ପାଉଲୋ,୧୧।୬(ଏପି): କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟ ଆରମ୍ଭ ହେବାର ଦୁଇଦିନ ପୂର୍ବରୁ ବ୍ରାଜିଲ ଏକ ୨୪ ଜଣିଆ ଦଳ ଘୋଷଣା କରିଛି। ତାରକା ଷ୍ଟ୍ରାଇକର ନେମାର ଓ ଅଭିଜ୍ଞ ଡିଫେଣ୍ଡର ଥିଆଗୋ ସିଲଭାଙ୍କୁ ଏହି ଦଳରେ ସାମିଲ କରାଯାଇଛି।...
କ୍ରାକ୍ଜିକ୍-ସାଲିସବୁରୀ ଚାମ୍ପିୟନ
ପ୍ୟାରିସ, ୧୧।୬- ଆମେରିକାର ଡେଜାରେ କ୍ରାକ୍ଜିକ୍ ଓ ବ୍ରିଟେନର ଜୋ ସାଲିସବୁରୀ ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ମିକ୍ସଡ ଡବଲ୍ସ ଚାମ୍ପିୟନ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ ଫାଇନାଲରେ ଏହି ଆମେରିକା-ବ୍ରିଟେନ ଯୋଡ଼ି ରୁଷିଆର ଅସଲାନ କାରାତ୍ସେଭ ଓ ଏଲିନା ଭେସନିନାଙ୍କୁ...
‘ଦି ହଣ୍ଡ୍ରେଡ୍’ରେ ୫ ଭାରତୀୟ ମହିଳା ଖେଳିବେ
ଲଣ୍ଡନ, ୧୧।୬(ପି.ଟି.)- ୟୁନାଇଟେଡ କିଙ୍ଗ୍ଡମ୍ରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଥିବା ‘ଦି ହଣ୍ଡ୍ରେଡ’ କ୍ରିକେଟ ଟୁର୍ନାମେଣ୍ଟରେ ଭାରତର ୫ ମହିଳା ଖେଳାଳି ଅଂଶଗ୍ରହଣ କରିବେ। ଭାରତୀୟ ଟି୨୦ ଅଧିନାୟିକା ହରମନପ୍ରୀତ କୌର ମାଞ୍ଚେଷ୍ଟର ଅରିଜିନାଲ୍ସ ଏବଂ ଶେଫାଳି...