ଟିମ୍ ଇଣ୍ଡିଆର ୩ ବ୍ୟାଟ୍ସ୍ମ୍ୟାନ୍ ଆଇସିସିର ଟପ୍ ୧୦ରେ…
ନୂଆଦିଲ୍ଲୀ,୧୦।୬: ଆଇସିସି ବିଶ୍ୱ ଟେଷ୍ଟ ଚମ୍ପିୟନଶିପ୍ରେ ଭାରତ ନ୍ୟୁଜିଲାଣ୍ଡ୍ ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆ ପାଇଁ ଖୁସି ଖବର ଆସିଛି। ଆଇସିସି ପକ୍ଷରୁ ଟେଷ୍ଟ୍ ର଼୍ୟାଙ୍କିଙ୍ଗ୍ ଜାରି କରାଯାଇଛି। ଏହି ତାଲିକାରେ ଟପ୍ ୧୦ ବ୍ୟାଟ୍ସ୍ ମ୍ୟାନ୍ଙ୍କ ମଧ୍ୟରେ ଟିମ୍...
ଫ୍ରେଞ୍ଚ୍ ଓପନ୍ ଟେନିସ: ନାଡାଲ, ସିତ୍ସିପାସ, ଜେଭରେଭ ସେମିଫାଇନାଲରେ
ପ୍ୟାରିସ, ୧୦।୬- ସ୍ପେନ୍ ସୁପରଷ୍ଟାର ରାଫାଲ ନାଡାଲ, ଗ୍ରୀସ୍ର ଷ୍ଟିଫାନୋସ ସିତ୍ସିପାସ ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲରେ ସେ ଜର୍ମାନୀର ଆଲେକଜାଣ୍ଡର ଜେଭ୍ରେଭ୍ଙ୍କୁ ଭେଟିବେ। ଟେନିସ୍ର ଦୁଇ ପ୍ରତିଭା ସମ୍ପନ୍ନ...
ସେହ୍ବାଗ ଲଞ୍ଚ୍ କଲେ କ୍ରିକେଟ କୋଚିଂ ଓ୍ବେବ୍ସାଇଟ୍ କ୍ରିକୁରୁ
ନୂଆଦିଲ୍ଲୀ,୧୦।୬(ପି.ଟି.): ପୂର୍ବତନ ଭାରତୀୟ କ୍ରିକେଟର ବୀରେନ୍ଦ୍ର ସେହ୍ବାଗ ବୁଧବାର କ୍ରିକେଟ ସମ୍ପର୍କିତ ଶିକ୍ଷା ପାଇଁ ଦେଶରେ ପ୍ରଥମଥର ପାଇଁ ଲଞ୍ଚ୍ କରିଛନ୍ତି ନୂଆ ଓ୍ବେବ୍ସାଇଟ୍ ତଥା ଆପ୍। ଏହାର ନାମ କ୍ରିକୁରୁ ରହିଛି। ସେହ୍ବାଗଙ୍କ ସମେତ ପୂର୍ବତନ କ୍ରିକେଟର ସଞ୍ଜୟ...
ଓ୍ବିଲିୟମସନ ଆହତ, ଦ୍ୱିତୀୟ ଟେଷ୍ଟରୁ ଓହରିଲେ
ବର୍ମିଂହାମ, ୧୦।୬(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ ଅଧିନାୟକ କେନ୍ ଓ୍ବିଲିୟମସନ ଆହତ ସମସ୍ୟା ଯୋଗୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି। ଗୁରୁବାରଠାରୁ ଦ୍ୱିତୀୟ ଟେଷ୍ଟ ଆରମ୍ଭ ହେବ। ଓ୍ବିଲିୟମସନ ବାମ କହୁଣିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି। ତେବେ ସେ...
ଦେଶର ଶ୍ରେଷ୍ଠ ଆଥଲେଟିକ୍ ଏକାଡେମୀ ମଧ୍ୟରେ କିଟ୍
ଭୁବନେଶ୍ୱର, ୧୦।୬- ଭାରତର ଶ୍ରେଷ୍ଠ ୧୦ ଆଥଲେଟିକ୍ ଏକାଡେମୀ ମଧ୍ୟରେ ଓଡ଼ିଶାର କିଟ୍ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ଦି ବ୍ରିଜ୍ ମିଡିଆ ପକ୍ଷରୁ ନିକଟରେ ପ୍ରସ୍ତୁତ କରାଯାଇଥିବା ତାଲିକାରେ ଶ୍ରେଷ୍ଠ ୪ର୍ଥ ସ୍ଥାନରେ ରହିଛି କିଟ୍। ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି...
କୋପା ଆମେରିକା: ଆୟୋଜନ ନେଇ ବ୍ରାଜିଲ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆଜି
ସାଓ ପାଓଲୋ,୧୦।୬(ଏପି): କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟ ଆୟୋଜନ ନେଇ ବିବାଦ ଦେଖାଦେଇଥିବା ବେଳେ ବ୍ରାଜିଲ ସୁପ୍ରିମକୋର୍ଟ ଏ ସଂକ୍ରାନ୍ତରେ ଗୁରୁବାର ଅନ୍ତିମ ନିଷ୍ପତ୍ତି ନେବେ। ବ୍ରାଜିଲରେ ଆଉ ମାତ୍ର ୨ ଦିନ ପରେ ଏହି ମେଗା ଇଭେଣ୍ଟ ଆରମ୍ଭ...
ପୋଲାଣ୍ଡ ଓପନ୍: ଦହିୟାଙ୍କୁ ରୌପ୍ୟ
ଓ୍ବାରସା,୧୦।୬(ପି.ଟି.): ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଅନ୍ତିମ ର଼୍ୟାଙ୍କିଙ୍ଗ୍ ସିରିଜ ଇଭେଣ୍ଟ ବିବେଚିତ ହେଉଥିବା ପୋଲାଣ୍ଡ ଓପନ୍ରେ ଭାରତୀୟ ରେସ୍ଲର ରବି ଦହିୟା ପ୍ରଭାବୀ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ କରିଛନ୍ତି। ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିସାରିଥିବା ଦହିୟା...
ଭାରତୀୟଙ୍କୁ ବର୍ଣ୍ଣବୈଷମ୍ୟ ଆକ୍ଷେପ: ବଟଲର, ମୋର୍ଗାନଙ୍କ ବିରୋଧରେ ଇସିବିର ତଦନ୍ତ
ଲଣ୍ଡନ,୧୦।୬(ପି.ଟି.): ଭାରତୀୟଙ୍କ ବିରୋଧରେ ବର୍ଣ୍ଣବୈଷମ୍ୟ ଆକ୍ଷେପ କରି ଇଂଲଣ୍ଡ ସୀମିତ ଓଭର ଅଧିନାୟକ ଇଅନ ମୋର୍ଗାନ ଓ ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋଶ ବଟଲର ଏବେ ହରଡ଼ଘଣାରେ ପଡିଛନ୍ତି। ବିଭିନ୍ନ ସୋସିଆଲ ମିଡିଆରେ ଭାରତୀୟମାନଙ୍କୁ ପରିହାସ କରି ଏହି ଦୁଇ କ୍ରିକେଟର...
ଟିମ୍ ଇଣ୍ଡିଆକୁ ପରାମର୍ଶ ଦେଲେ ନ୍ୟୁଜିଲାଣ୍ଡ କୋଚ୍
ନୂଆଦିଲ୍ଲୀ,୯।୬ : ଆସନ୍ତା ୧୮ ତାରିଖରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୟୁକେର ସାଉଥାମ୍ପଟନଠାରେ ଖେଳାଯିବ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍। ନ୍ୟୁଜିଲାଣ୍ଡ ଦଳର କୋଚ୍ ମାଇକ ହେସନ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ ପୂର୍ବରୁ ବିରାଟ କୋହଲିଙ୍କ...
‘ଟିଭିରେ ସଚିନଙ୍କୁ ଦେଖି ଶିଖିଥିଲି ଷ୍ଟ୍ରେଟ୍ ଡ୍ରାଇଭ୍’
ନୂଆଦିଲ୍ଲୀ,୯।୬ : ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ସିଗନେଚର ଷ୍ଟ୍ରେଟ୍ ଡ୍ରାଇଭ ଓ ବ୍ୟାକଫୁଟ ପଞ୍ଚ ଟିଭିରେ ଦେଖି ଶିଖିଥିଲେ ପୂର୍ବତନ ଭାରତୀୟ ଓପନର ବୀରେନ୍ଦ୍ର ସେହ୍ବାଗ। ଏକ ମୋବାଇଲ ଆପିଲେକଶନ ଉଦ୍ଘାଟନ କାର୍ଯ୍ୟକ୍ରମରେ ଯୋଗଦେଇ ସେହ୍ବାଗ ଏହା କହିଛନ୍ତି।...