ଏକଦା ଅଣ୍ଡରଓ୍ବାଲ୍ଡ ଡନ୍ ଦାଉଦ୍ ଇବ୍ରାହିମ୍କୁ ଡ୍ରେସିଂ ରୁମ୍ ବାହାରକୁ ତଡ଼ି ଦେଇଥିଲେ କପିଲ ଦେବ; କାରଣ ଜାଣିଲେ..
ନୂଆଦିଲ୍ଲୀ,୯।୬: ଭାରତୀୟ କ୍ରିକେଟ ଟିମ୍କୁ ବିଶ୍ୱକପ୍ ଜିତାଇଥିବା ପ୍ରଥମ ଅଧିନାୟକ ହେଲେ କପିଲ ଦେବ। ସେ ଅନୁଶାସନକୁ ବ୍ରତ କରିଥିଲେ। ଅଧିନାୟକ ଭାବେ ଦାୟିତ୍ୱ ସମ୍ପାଦନ କରିବା ପରେ ସେ ଭାରତୀୟ ଦଳର କୋଚ୍ ପଦ ମଧ୍ୟ ସମ୍ଭାଳିଥିଲେ। ଏହି...
୨୦ ବର୍ଷ ବୟସରେ ମାରିଥିଲେ ୨୦ ଛକା: ମଦ ନିଶା ଯୋଗୁ ନଷ୍ଟ ହୋଇଯାଇଥିଲା କ୍ରିକେଟ୍ କ୍ୟାରିୟର୍
ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ୍ ଆଜି ୪୬ତମ ଜନ୍ମଦିନ ପାଳନ କରୁଛନ୍ତି। ସାଇମଣ୍ଡସ ଜଣେ ମହାନ ଅଲରାଉଣ୍ଡର ଥିଲେ। ସେ ପଡ଼ିଆରେ ଯାହା ବି କରିଥିଲେ, ସେ ସମ୍ପୂର୍ଣ୍ଣ ଉତ୍ସର୍ଗୀକୃତ ଭାବରେ କରିଥିଲେ। ସେ ବୋଲିଂ, ବ୍ୟାଟିଂ କିମ୍ବା...
ରୋମାଞ୍ଚକର ହେବ ଫାଇନାଲ୍: ୫ ଖେଳାଳିଙ୍କ ମଧ୍ୟରେ ରହିଛି ଖାସ୍ ସମ୍ପର୍କ
ଲଣ୍ଡନ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି) ର ଫାଇନାଲ ଜୁନ ୧୮ରୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ଉଭୟ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଏବଂ ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ।...
ଫାଇନାଲ୍ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଝଟ୍କା
ଲଣ୍ଡନ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପୂର୍ବରୁ ନ୍ୟୁଜିଲାଣ୍ଡର ଦଳ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ ଖେଳୁଛି। ପ୍ରଥମ ଟେଷ୍ଟ ଡ୍ର ଥିଲା ଏବଂ ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡର ଦଳ ଏକ ବଡ଼ ଧରଣର ବ୍ୟାଟିଂ କରିଥିଲା।...
ଟୋକିଓ ଅଲିମ୍ପିକ୍ସ: ସମସ୍ତ ରାସ୍ତା ସିଲ୍
ଟୋକିଓ, ୯ା୬ (ଏପି)-ଟୋକିଓ ଅଲିମ୍ପିକ୍ସ ଭେନ୍ୟୁଗୁଡ଼ିକୁ ଯୋଗାଯୋଗ କରୁଥିବା ସମସ୍ତ ସଡ଼କ ପଥକୁ ସିଲ୍ କରାଯାଇଛି। ତନ୍ମଧ୍ୟରେ ୧.୪ ବିଲିୟନ ଆମେରିକୀୟ ଡଲାର ମୂଲ୍ୟରେ ନିର୍ମିତ ନ୍ୟାଶନାଲ ଷ୍ଟାଡିୟମ ଅନ୍ୟତମ, ଯେଉଁଠାରେ ଜୁଲାଇ ୨୩ରେ ଉଦ୍ଘାଟନୀ ଉତ୍ସବ ଆୟୋଜନ କାର୍ଯ୍ୟକ୍ରମ...
ଫ୍ରେଞ୍ଚ୍ ଓପନ ଟେନିସ: ଜିଡାନସେକ୍ ସେମିଫାଇନାଲରେ
ପ୍ୟାରିସ, ୯।୬-ସ୍ଲୋଭାନିଆର ତାମାରା ଜିଡାନସେକ୍ ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସର ପ୍ରଥମ ଖେଳାଳି ଭାବେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ମଙ୍ଗଳବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ସେ ୭-୫, ୪-୬, ୮-୬ ସେଟ୍ରେ ସ୍ପେନର ପାଉଲା ବଦୋସାଙ୍କୁ...
ଲାଲରୁଥରାଙ୍କ ସହ ଚୁକ୍ତିକଲା ଓଡ଼ିଶା ଏଫ୍ସି
ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ)ର ୮ମ ସଂସ୍କରଣ ପୂର୍ବରୁ ୨୬ ବର୍ଷୀୟ ଭାରତୀୟ ଡିଫେଣ୍ଡର ଲାଲରୁଥରାଙ୍କ ସହ ଚୁକ୍ତି କରିଛି ଓଡ଼ିଶା ଏଫ୍ସି। ଭୁବନେଶ୍ୱରଭିତ୍ତିକ ଦଳ ସହ ଲାଲରୁଥରାଙ୍କର ୨ ବର୍ଷିଆ ଚୁକ୍ତି ହୋଇଛି। ଆବଶ୍ୟକ ପଡ଼ିଲେ ଚୁକ୍ତି...
ପ୍ରମୋଦଙ୍କୁ ପାରାଲିମ୍ପିକ୍ସ ଯୋଗ୍ୟତା
ଭୁବନେଶ୍ୱର, ୯।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶା କ୍ରୀଡ଼ା ପାଇଁ ମଙ୍ଗଳବାର ଆସିଛି ଏକ ଖୁସି ଖବର। ରାଜ୍ୟର ପାରା ବ୍ୟାଡ୍ମିଣ୍ଟନ ତାରକା ଅର୍ଜୁନ ପୁରସ୍କାରପ୍ରାପ୍ତ ପ୍ରମୋଦ ଭଗତ ଟୋକିଓ ପାରାଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଆସନ୍ତା ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୫...
୨ଟି ବଲ୍ରୁ ବିସ୍ଫୋରକ ୨୧ ରନ୍ କରିଥିଲେ ସେହ୍ବାଗ:ଜାଣନ୍ତୁ କେମିତି
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଓପନର୍ ବୀରେନ୍ଦ୍ର ସେହ୍ବାଗ ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା। ସମସ୍ତ ପ୍ରକାର କ୍ରିକେଟର ୍ବିପଜ୍ଜନକ ବ୍ୟାଟ୍ସମ୍ୟାନ ସେହ୍ବାଗ ଆରମ୍ଭରୁ ପ୍ରତିପକ୍ଷଙ୍କୁ ଆକ୍ରମଣ କରିବାକୁ ଭଲ ପାଉଥିଲେ। ସେ ପ୍ରାୟତଃ ପ୍ରଥମ ବଲରେ ଚୌକା-ଛକା ମାରି...
୨ ବଲ୍ରେ ୨୧ ରନ୍: ଏକଦା ପାକିସ୍ତାନୀ ବୋଲରଙ୍କ ଲୟ ଭାଙ୍ଗି ଦେଇଥିଲେ ସେହ୍ବାଗ; ଦେଖନ୍ତୁ ଭିଡିଓ…
ନୂଆଦିଲ୍ଲୀ,୮।୬: ନିଜ ସମୟର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ଙ୍କ ମଧ୍ୟରୁ ଜଣେ ଥିଲେ ଭାରତର ପୂର୍ବ ଓପନର୍ ବିରେନ୍ଦ୍ର ସେହ୍ବାଗ। କ୍ରିକେଟର ସମସ୍ତ ଫର୍ମାଟରେ ସେ ଚମକାଇବା ଭଳି ପାଳି ଖେଳିଛନ୍ତି। ବିଶେଷକରି ପ୍ରାରମ୍ଭରୁ ବିରୋଧୀ ବୋଲରଙ୍କୁ ଆକ୍ରମଣ କରିବାକୁ ସେ ପସନ୍ଦ...