ପର୍ତ୍ତୁଗାଲ-ଫ୍ରାନ୍ସ ମ୍ୟାଚ୍ ଡ୍ର: ରୋନାଲ୍ଡୋ ରେକର୍ଡ ସମକକ୍ଷ
ବୁଦାପେଷ୍ଟ,୨୫।୬: ୟୁରୋକପ୍ ଫୁଟ୍ବଲ ଟୁର୍ନାମେଣ୍ଟରେ ରାଉଣ୍ଡ ଅଫ୍ ୧୬ କାର୍ଯ୍ୟସୂଚୀ ସ୍ପଷ୍ଟ ହୋଇଛି। ଶନିବାରଠାରୁ ନକ୍ଆଉଟ ପର୍ଯ୍ୟାୟ ଆରମ୍ଭ ହେବ। ଗ୍ରୁପ୍ ଏଫ୍’ରେ ପର୍ତ୍ତୁଗାଲ ଓ ଫ୍ରାନ୍ସ ମଧ୍ୟରେ ବୁଧବାର ଖେଳାଯାଇଥିବା ମ୍ୟାଚ୍ ୨-୨ ଗୋଲରେ ଅମୀମାଂସିତ ରହିଛି। ଡିଫେଣ୍ଡିଂ...
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ସଫଳତମ ବୋଲର ଅଶ୍ୱିନ
ସାଉଥାମ୍ପଟନ,୨୫।୬ (ପି.ଟି.) : ଭାରତୀୟ ଅଭିଜ୍ଞ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଆଉ ଏକ ବଡ଼ଧରଣର ସଫଳତା ହାସଲ କରିଛନ୍ତି। ୨୦୧୯-୨୧ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟଟିସି) ସାଇକ୍ଲରେ ସେ ସର୍ବାଧିକ ଉଇକେଟ ହାସଲକାରୀ ବୋଲର ସାବ୍ୟସ୍ତ ହୋଇଛନ୍ତି। ସେ...
କୋଭିଡ୍ ନିୟମ ଭାଙ୍ଗିବାରୁ ବାଦ୍ ପଡ଼ିଲେ ଜାତୀୟ ଦଳରୁ
ଆବୁଧାବି,୨୪।୬: ଚଳିତ ପାକିସ୍ତାନ ସୁପର ଲିଗ୍ (ପିଏସ୍ଏଲ୍)ର ବାୟୋ ବବଲ ପ୍ରୋଟୋକଲ ଭାଙ୍ଗି ବାହାର ଲୋକଙ୍କୁ ଭେଟିଥିବା ଏବଂ ସାଧାରଣ ଦୂରତା ନିୟମ ମାନି ନ ଥିବା ସ୍ବୀକାର କରିଛନ୍ତି ହାଇଦର ଅଲି ଓ ଉମିଦ ଅସିଫ। ଏଥି ଯୋଗୁ...
ପନ୍ତଙ୍କୁ ସମାଲୋଚନା କଲେ ପୂର୍ବତନ ଖେଳାଳି
ନୂଆଦିଲ୍ଲୀ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲର ରିଜର୍ଭ ଡେ’ରେ ସେଟ୍ ହୋଇସାରିଥିବା ରିଷଭ ପନ୍ତ ନ୍ୟୁଜିଲାଣ୍ଡ ପେସର ଟ୍ରେଣ୍ଟ ବୋଲ୍ଟଙ୍କୁ ଷ୍ଟେପ ଆଉଟ୍ କରି ବଡ଼ ଶଟ୍ ଖେଳିବାକୁ ଉଦ୍ୟମ କରିଥିଲେ। ବଲ ପନ୍ତଙ୍କ ବ୍ୟାଟର ଏଜ୍ ନେଇ ଉପରକୁ...
ଭାରତୀୟ ଦଳରୁ ବାଦ୍ ପଡ଼ିବେ କେଉଁ ଖେଳାଳି? କୋହଲି ଦେଲେ ପରିବର୍ତ୍ତନ ନେଇ ବଡ଼ ସଙ୍କେତ
ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡଠାରୁ ୮ ଉଇକେଟରେ ପରାସ୍ତ ହେବା ପରେ ଭାରତୀୟ ଅଧିନାୟକ ବିରାଟ କୋହଳି ଟେଷ୍ଟ ଦଳରେ ପରିବର୍ତ୍ତନ ନେଇ ସଙ୍କେତ ଦେଇଛନ୍ତି। ଦଳର ପ୍ରଦର୍ଶନର ସମୀକ୍ଷା ପରେ ସଠିକ୍ ଲୋକଙ୍କୁ ଅଣାଯିବ। ସେମାନେ ଭଲ ପଦର୍ଶନ ସହ ମାନସିକତା...
ଆଇସିସି ଉପରେ କୋହଲି ଖପ୍ପା: କଥାରେ କଥାରେ ଦେଲେ ଚେତାବନୀ; କହିଲେ ଏହା ଉପରେ ବିଚାର କରିବା…
ସାଉଥାମ୍ପଟନ,୨୪।୬: ଭାରତୀୟ କ୍ରିକେଟ ଟିମ୍ର ମୁଖ୍ୟ ପ୍ରଶିକ୍ଷକ ରବିଶାସ୍ତ୍ରୀଙ୍କ ସ୍ବରରେ ସ୍ବର ମିଳାଇଛନ୍ତି ଅଧିନାୟକ ବିରାଟ କୋହଲି। ଦୁନିଆର ସର୍ବଶ୍ରେଷ୍ଠ ଟେଷ୍ଟ ଦଳକୁ ଗୋଟିଏ ଫାଇନାଲ ଆଧାରରେ ନୁହେଁ ବରଂ ତିନୋଟି ଫାଇନାଲର ଶ୍ରେଷ୍ଠ ଆଧାରରେ ବିଚାର କରାଯିବା ଉଚିତ।...
କୋହଲି କହିଲେ ଭୁଲ ହେଲା କେଉଁଠି; ଚତୁର୍ଥ ଦ୍ରୁତ ବୋଲର୍ ନ ଖେଳାଇବା ପଛରେ ଥିଲା କି ଉଦ୍ଦେଶ୍ୟ
ସାଉଥାମ୍ପଟନ,୨୪।୬: ଡବ୍ଲୁଟିସିର ପ୍ରଥମ ସଂସ୍କରଣରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଭାରତକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ଦୀର୍ଘ ୯୧ ବର୍ଷରେ ନ୍ୟୁଜିଲାଣ୍ଡ ପ୍ରଥମଥର ପାଇଁ କୌଣସି ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ(ଆଇସିସି) ବିଶ୍ୱକପ୍ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛି।...
ଡବ୍ଲ୍ୟୁଟିସି ଫାଇନାଲ୍ର ଏହି ଗୋଟିଏ ମୁହୂର୍ତ୍ତ ସମସ୍ତଙ୍କ ହୃଦୟକୁ ଛୁଇଁଗଲା
ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ମ୍ୟାଚ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ହେଉନା କାହିଁକି ଉଭୟ ବିରାଟ କୋହଲି ଏବଂ କେନ ୱିଲିୟମସନ୍ ପରସ୍ପର ପ୍ରତି ପାରସ୍ପରିକ...
ଫାଇନାଲ୍ ହାରିବା ପରେ ଏମିତି କହିଲେ କୋହଲି
ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ୮ ଉଇକେଟରେ ପରାସ୍ତ କରିଛି। ଫାଇନାଲ ହାରିଯିବା ପରେ ବିରାଟ କୋହଲି ଦଳର ଭୁଲ ବିଷୟରେ ଉଲ୍ଲେଖ...
କ୍ୟାରିୟରର ଅନ୍ତିମ ଟେଷ୍ଟରେ ଭାଙ୍ଗିଗଲା ଆଙ୍ଗୁଠି; ତଥାପି ଖେଳି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ
ସାଉଥାମ୍ପଟନ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲୁଟିସି) ପ୍ରତମ ସଂସ୍କରଣରେ କେନ୍ ଓ୍ବିଲିୟମସନ୍ଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଚାମ୍ପିୟନ ହୋଇଛି। ଏହା ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ କ୍ୟାରିୟରର ଅନ୍ତିମ ମ୍ୟାଚ୍ ଥିଲା। ଆହତ ସମସ୍ୟା ସତ୍ତ୍ୱେ ସେ ପଡ଼ିଆକୁ ଓହ୍ଲାଇବା ସହ...