କ୍ରିକେଟର ‘ବଲ ଅଫ ଦି ସେଞ୍ଚୁରୀ’: ଜାଣନ୍ତୁ କେଉଁ ବୋଲର୍ ପକାଇଥିଲେ
ଅଷ୍ଟ୍ରେଲିଆର ମହାନ ଲେଗ ସ୍ପିନର ସଚିନ ୱାର୍ନ ୧୪ ବର୍ଷ ପୂର୍ବେ ତାଙ୍କର ଶେଷ ଟେଷ୍ଟ ଖେଳିଥିଲେ। କିନ୍ତୁ ଆଜି ମଧ୍ୟ ତାଙ୍କର ‘ବଲ ଅଫ ଦି ସେଞ୍ଚୁରୀ’ ବିଷୟରେ ଚର୍ଚ୍ଚା ହେଉଛି। ଟେଷ୍ଟ କ୍ରିକେଟରେ ୭୦୦ରୁ ଅଧିକ ଉଇକେଟ...
ସଚିନ ତେନ୍ଦୁଲକରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
କ୍ରିକେଟର୍ ଭଗବାନ କୁହାଯାଉଥିବା ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରୁ ଅବସର ନେବା ପରେ ବି ଚର୍ଚ୍ଚାରେ ରହୁଚନ୍ତି। ୨୪ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟର୍ରେ ସେ ଅନେକ ରେକର୍ଡ କରିଚନ୍ତି। କ୍ରିକେଟ୍ ଛଡା ସେ ବିଜ୍ଞାପନରେ ମଧ୍ୟ ସକ୍ରିୟ। ଆଜି...
ଭୋ’ ଭୋ’ ହୋଇ କାନ୍ଦିଲେ ସୁଶୀଲ କୁମାର
ନୂଆଦିଲ୍ଲୀ,୪।୬: ଅଲିମ୍ପିଆନ ସୁଶୀଲ କୁମାର ଜେଲ୍ରେ ଅତ୍ୟନ୍ତ ଭାବପ୍ରବଣ ହୋଇଯାଇଛନ୍ତି। ଦୁଇ ଦିନ ହେବ ମାଣ୍ଡୋଲି ଜେଲକୁ ଆସିଥିବା ସୁଶୀଲଙ୍କୁ ଜେଲ ପ୍ରଶାସନ ତାଙ୍କ ପରିବାର ସଦସ୍ୟଙ୍କ ସହ ଫୋନରେ କଥା ହେବାକୁ ଅନୁମତି ଦେଇଥିଲେ। ପରିବାର ଲୋକଙ୍କ ସହ...
ଆଇସିୟୁରେ ଭର୍ତ୍ତି ହେଲେ ମିଲ୍ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଶୀଘ୍ର ଆରୋଗ୍ୟ କାମନା କରିବା ସହ...
ବର୍ଷେ ଭିତରେ ଏତିକି ଟଙ୍କା ରୋଜଗାର କରିଛନ୍ତି କୋହଲି
କ୍ରମାଗତ ପଞ୍ଚମ ବର୍ଷ ପାଇଁ ଫୋର୍ବସର ଶ୍ରେଷ୍ଠ ୧୦୦ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଖେଳାଳିଙ୍କ ମଧ୍ୟରେ ଭାରତୀୟ ଅଧିନାୟକ ବିରାଟ କୋହଲି ସ୍ଥାନ ପାଇଛନ୍ତି। ସେ ଏଭଳି କରିବାରେ ଏକମାତ୍ର କ୍ରିକେଟର ଅଟନ୍ତି। ଗତବର୍ଷ ପ୍ରାୟ ୧୯୭ କୋଟି (୨୬...
ଜେଲ୍ରୁ ମହାନ୍ କ୍ରିକେଟର୍: ଦଳକୁ କରିଥିଲେ ବିଶ୍ୱ ଚାମ୍ପିଅନ୍
ଇଂଲଣ୍ଡ ମହାନ ଖେଳାଳି ବେନ ଷ୍ଟୋକ୍ସ ଆଜି ୩୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏବେ ସେ ଦୁନିଆର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ। ୨୦୧୧ରେ ଇଂଲଣ୍ଡ ପାଇଁ ଡେବ୍ୟୁ କରିଥିବା ଷ୍ଟୋକ୍ସ ପ୍ରଥମ ଦୁଇ ବର୍ଷରେ ଅଧିକ କିଛି କରିପାରି...
ସ୍ବଭାବରେ ବହୁତ ରାଗି ଥିଲେ ଏହି ଭାରତୀୟ କ୍ରିକେଟର: ପାକିସ୍ତାନର ଇନ୍ଜାମାମଙ୍କ ସହ ବି କରି ଦେଇଥିଲେ ଝଗଡ଼ା
ନୂଆଦିଲ୍ଲୀ,୪।୬: ଭାରତୀୟ ଦଳର ପୂର୍ବ ଅଧିନାୟକ ତଥା ଅଭିଜ୍ଞ ବୋଲର ଅନିଲ କୁମ୍ବଲେ ଟେଷ୍ଟ ଇତିହାସରେ ସବୁଠାରୁ ଅଧିକ ଉଇକେଟ୍ ନେଇଥିବା ଖେଳାଳି ତାଲିକାରେ ତୃତୀୟ ସ୍ଥାନରେ ଅଛନ୍ତି। ସେ ୧୩୨ ଟେଷ୍ଟ ମ୍ୟାଚ୍ରେ ୬୧୯ ଉଇକେଟ ନେଇଛନ୍ତି। ଗୋଟିଏ...
ଶ୍ରୀନିବାସନଙ୍କ ଝିଅ ରୂପା ଦୋଷୀ ସାବ୍ୟସ୍ତ
ନୂଆଦିଲ୍ଲୀ, ୪ା୬ (ପି.ଟି.)-‘ସ୍ବାର୍ଥ ନିହିତ ଦ୍ୱନ୍ଦ୍ୱ’ ଅଭିଯୋଗରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ପୂର୍ବତନ ସଭାପତି ଏନ୍. ଶ୍ରୀନିବାସନଙ୍କ ଝିଅ ରୂପା ଗୁରୁନାଥ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ବୋର୍ଡର ଏଥିକ୍ସ ଅଫିସର ଜଷ୍ଟିସ୍ (ଅବସରପ୍ରାପ୍ତ) ଡି.କେ. ଜୈନଙ୍କ ଦ୍ୱାରା...
ଚେସ୍ ବିଶ୍ୱକପ୍ ପାଇଁ ଗୁଜରାଠୀଙ୍କୁ ଯୋଗ୍ୟତା
ଚେନ୍ନାଇ, ୪ା୬(ପି.ଟି.)- ଭାରତର ୩ ନମ୍ବର ଖେଳାଳି ଭିଦିତ୍ ଗୁଜରାଠୀ ରେଟିଂ ଭିତ୍ତିରେ ଫିଡେ ଚେସ୍ ବିଶ୍ୱକପ୍ ୨୦୨୧ରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ କରିଛନ୍ତି। ଏହି ଇଭେଣ୍ଟ ରୁଷିଆର ସୋଚିଠାରେ ଜୁଲାଇ ୧୦ରୁ ହେବ। ବିଶ୍ୱକପ୍ ପାଇଁ...
ଅଲିମ୍ପିକ୍ସକୁ ୧୯୦ଜଣିଆ ଦଳ ପଠାଇବ ଭାରତ
ନୂଆଦିଲ୍ଲୀ, ୪ା୬(ପି.ଟି.)-ଆସନ୍ତା ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତ ୧୯୦ ଜଣିଆ ଦଳ ପଠାଇବ ବୋଲି ଆଶା କରାଯାଉଛି। ତନ୍ମଧ୍ୟରେ ୧୦୦ ଜଣ ଆଥ୍ଲେଟ ଅନ୍ତର୍ଭୁକ୍ତ। କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କ ଦ୍ୱାରା ଦେଶର ଅଂଶଗ୍ରହଣକାରୀଙ୍କ ଲାଗି ଅଫିସିଆଲ କିଟ୍ ଉନ୍ମୋଚନ ଅବସରରେ...