ଭାରତୀୟ ଦଳକୁ ମିଳିଲା ଖୁସି ଖବର
ମୁମ୍ବାଇ,୧।୬: ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି-୨୦୨୧) ଫାଇନାଲ ମ୍ୟାଚ ଏବଂ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ପାଇଁ ଜୁନ୍ ୨ରେ ବ୍ରିଟେନ ଗସ୍ତରେ ଯିବ। ଭାରତୀୟ ପୁରୁଷ ଦଳ ଏବଂ ମହିଳା ଦଳ...
ଦିୟା-ସ୍ବସ୍ତିକା ରନର୍ସଅପ୍
ନୂଆଦିଲ୍ଲୀ, ୧ା୬ (ପି.ଟି.)- ଟ୍ୟୁନିସିଆର ଟୁନିସ୍ଠାରେ ଚାଲିଥିବା ଡବ୍ଲ୍ୟୁଟିଟି ୟୁଥ୍ ଷ୍ଟାର କଣ୍ଟେଣ୍ଡର ଟେବୁଲ ଟେନିସ ଟୁର୍ନାମେଣ୍ଟରେ ଭାରତର ଯୁବ ଟେବୁଲ ଟେନିସ ଖେଳାଳି ଦିୟା ଚିତାଲେ ଓ ସ୍ବସ୍ତିକା ଘୋଷ ପ୍ରଭାବୀ ପ୍ରଦର୍ଶନ ସହ ରନର୍ସ ଅପ୍ ହୋଇଛନ୍ତି।...
ଏସ୍ଆର୍ ଅନ୍ଲାଇନ୍ ଚେସ୍: ଓମ୍ ଆଦିତ୍ୟ ଚାମ୍ପିୟନ
ଭୁବନେଶ୍ୱର,୧।୬(କ୍ରୀଡ଼ା ପ୍ରତିନିଧି): ଏସ୍ଆର୍ ଚେସ୍ ସେଣ୍ଟର ଆନୁକୂଲ୍ୟରେ ଆୟୋଜିତ ୨୯ତମ ଅନ୍ଲାଇନ୍ ଚେସ୍ରେ ଓମ୍ ଆଦିତ୍ୟ ଖାଡଙ୍ଗା ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ମଦର୍ସ ପବ୍ଲିକ୍ ସ୍କୁଲ୍ର ଓମ୍ ଆଦିତ୍ୟ ୫.୫ ପଏଣ୍ଟ ପାଇ ପ୍ରଥମସ୍ଥାନ ଅଧିକାର...
ଆଇପିଏଲ୍ରେ ଦର୍ଶକ ଅନୁମତି ସମ୍ଭାବନା
ନୂଆଦିଲ୍ଲୀ, ୧।୬ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଅବଶିଷ୍ଟାଂଶ ଆୟୋଜନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ଯାଇଛି। ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ଲାଗି ଏକ ବିସିସିଆଇ ଅଧିକାରୀ ଦଳ ସୋମବାର ଦୁବାଇରେ ପହଞ୍ଚତ୍ଥିବା ଜଣାଯାଇଛି। ବିଧିବଦ୍ଧଭାବେ ଘୋଷଣା କରାଯାଇ ନ...
ପରିବାର ସହ ମିଶିଲେ ଅଷ୍ଟ୍ରେଲୀୟ ଆଇପିଏଲ୍ ଖେଳାଳି
ସିଡ୍ନୀ, ୧ା୬ (ପି.ଟି.)-ଭାରତରେ ଆଇପିଏଲ୍ରେ ଭାଗନେବା ଲାଗି ଆସିଥିବା ଅଷ୍ଟ୍ରେଲୀୟ କ୍ରିକେଟର, ସପୋର୍ଟ ଷ୍ଟାଫ୍ ଏବଂ କମେଣ୍ଟେଟରଙ୍କ କ୍ୱାରାଣ୍ଟାଇନ୍ ଅବଧି ଶେଷ ହେବାପରେ ସୋମବାର ସେମାନେ ପରିବାର ସହ ଯୋଗ ଦେଇଛନ୍ତି। ପରିବାରରେ ନାହିଁ ନ ଥିବା ଖୁସି ଓ...
ଫ୍ରେଞ୍ଚ୍ ଓପନ ଟେନିସ: ସିତ୍ସିପାସଙ୍କ ବିଜୟ ଅଭିଯାନ
ପ୍ୟାରିସ, ୧।୬-ଏଠାରେ ଚାଲିଥିବା ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଦ୍ୱିତୀୟ ଦିବସରେ ଷ୍ଟିଫାନୋସ ସିତ୍ସିପାସ, ଡାନିଲ ମେଡ୍ଭେଡେଭ୍, ଜାନିକ ସିନେର ପ୍ରମୁଖ ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି। ସିତ୍ସିପାସ ପ୍ରଥମ ରାଉଣ୍ଡରେ ଜେରେମି ଚାର୍ଡିଙ୍କୁ...
ଆରପାରିରେ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକ
ଭୁବନେଶ୍ୱର,୧।୬(ବ୍ୟୁରୋ): ଓଡ଼ିଶାର ବିଶିଷ୍ଟ ଫୁଟ୍ବଲ କୋଚ ନନ୍ଦ କିଶୋର ପଟ୍ଟନାୟକଙ୍କର ସୋମବାର ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ତାଙ୍କ ସାନ ଭାଇ ଏହି ସୂଚନା ଦେଇଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିବା...