ଟେଷ୍ଟ ସିରିଜ: ମହାରାଜାଙ୍କ ହ୍ୟାଟ୍ରିକ: ଦକ୍ଷିଣ ଆଫ୍ରିକାର କ୍ଲିନ୍ ସୁଇପ୍
ଗ୍ରସ୍ ଆଇଲେଟ (ସେଣ୍ଟ ଲୁସିଆ) ୨୨ା୬: ସ୍ଥାନୀୟ ଡାରେନ ସାମି ନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଦକ୍ଷିଣ ଆଫ୍ରିକା ଘରୋଇ ଓ୍ବେଷ୍ଟଇଣ୍ଡିଜକୁ ୧୫୮ ରନରେ ପରାସ୍ତ କରିଛି। ଦକ୍ଷିଣ ଆଫ୍ରିକା ସ୍ପିନର କେଶବ ମହାରାଜ ହ୍ୟାଟ୍ରିକ...
ଟ୍ରାନ୍ସଜେଣ୍ଡର ହୁବାର୍ଡଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା
ଓ୍ବେଲିଂଟନ, ୨୨ା୬ (ଏପି)- ଲରେଲ ହୁବାର୍ଡ ଦୁଇ ଟିଟି ଲିଫ୍ଟରେ ୬୨୮ ପାଉଣ୍ଡ (୧୮୫ କିଲୋଗ୍ରାମ୍) ଉତ୍ତୋଳନ କରି ଟୋକିଓ ଅଲିମ୍ପିକ୍ସ ମହିଳା ସୁପର-ହେଭିଓ୍ବେଟ୍ ଡିଭିଜନ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଫଳରେ ସେ ପ୍ରଥମ ଟ୍ରାନ୍ସଜେଣ୍ଡର ଆଥଲେଟ୍ଭାବେ ଅଲିମ୍ପିକ୍ସରେ...
ବେଙ୍ଗାଲୁରୁ ଏଫ୍ସି ପାଇଁ ଆଉ ୨ ବର୍ଷ ଖେଳିବେ ଛେତ୍ରୀ
ବେଙ୍ଗାଲୁରୁ, ୨୨ା୬ (ପି.ଟି.)- ଭାରତୀୟ ଫୁଟ୍ବଲ ଦଳର ଅଧିନାୟକ ସୁନୀଲ ଛେତ୍ରୀ ବେଙ୍ଗାଲୁରୁ ଏଫ୍ସି ସହିତ ତାଙ୍କ ଚୁକ୍ତି ମିଆଦକୁ ଆହୁରି ୨ ବର୍ଷ ବୃଦ୍ଧି କରିଛନ୍ତି। ଫଳରେ ସେ ଏହି ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍) ଦଳ ସହ...
ଡବ୍ଲ୍ୟୁଟିସି ଫାଇନାଲ: ରଜର୍ଭ ଡେ’ ଟିକେଟ ମୂଲ୍ୟ ହ୍ରାସ
ସାଉଥାମ୍ପଟନ, ୨୨ା୬ (ପି.ଟି.)- ବର୍ଷାଯୋଗୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲ ବିଶେଷ ପ୍ରଭାବିତ ହୋଇଛି। ରିଜର୍ଭ ରଖାଯାଇଥିବା ୬ଷ୍ଠ ଦିବସ ଖେଳର ଟିକେଟ ମୂଲ୍ୟ ହ୍ରାସ କରାଯାଇଛି। ପ୍ରଥମ ଦିବସ ଖେଳ...
ଟୋକିଓ ଅଲିମ୍ପିକ୍ସ : ସର୍ବାଧିକ ୧୦ହଜାର ସ୍ଥାନୀୟ ଦର୍ଶକଙ୍କୁ ଅନୁମତି
ଟୋକିଓ, ୨୨ା୬ (ଏପି)-ଟୋକିଓ ଅଲିମ୍ପିକ୍ସକୁ ଦେଖିବାଲାଗି କିଛି ସ୍ଥାନୀୟ ଦର୍ଶକଙ୍କୁ ଅନୁମତି ଦିଆଯିବ। ଆୟୋଜକ କମିଟିର ଅଫିସିଆଲ ଓ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ସୋମବାର ପ୍ରକାଶ କରିଛନ୍ତି। ସମସ୍ତ ଅଲିମ୍ପିକ ଭେନ୍ୟୁରେ ଦର୍ଶକ କ୍ଷମତାର ୫୦ ପ୍ରତିଶତ ଏବଂ...
ରାଣୀ ଅଧିନାୟିକା, ଦୀପ୍ଗ୍ରେସ୍ ଓ ସବିତା ଉପଅଧିନାୟିକା
ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର ଦୀପ୍ଗ୍ରେସ୍ ଏକ୍କା ଓ ହରିୟାଣାର ସବିତା ପୁନିଆଙ୍କୁ ଉପଅଧିନାୟିକା ଭାବେ ମନୋନୀତ କରାଯାଇଛି।...
କୋପା ଆମେରିକା: କରୋନା ପ୍ରୋଟୋକଲ ଉଲ୍ଲଂଘନକୁ ଚିଲି ମାନିଲା
ସାଓ ପାଉଲୋ,୨୨।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ କରୋନା ଭାଇରସ୍ ପ୍ରୋଟୋକଲ ଉଲ୍ଲଂଘନ କଥା ଚିଲି ସ୍ବୀକାର କରିଛି। ଚିଲି ଦଳରେ କେତେଜଣ ଖେଳାଳି ନିୟମାବଳୀ ଉଲ୍ଲଂଘନ କରିଛନ୍ତି। ବ୍ରାଜିଲର କୁଇଆବା ସହରରେ ଖେଳାଳିଙ୍କ ଟିମ୍ ହୋଟେଲକୁ ଜଣେ ଚୁଟି...
ଭେନିଜୁଏଲା- ଇକ୍ୱେଡର ମ୍ୟାଚ୍ ଡ୍ର
ରିଓ ଡି ଜେନିରୋ,୨୨।୬: କୋପା ଆମେରିକାରେ ସୋମବାର ଗୁପ୍ ବି’ରେ ଖେଳାଯାଇଥିବା ଅନ୍ୟଏକ ମ୍ୟାଚରେ ଭେନିଜୁଏଲା ଓ ଇକ୍ୱେଡର ପରସ୍ପରକୁ ଭେଟିଥିଲେ। କଡ଼ା ସଂଘର୍ଷପୂର୍ଣ୍ଣ ଏହି ମ୍ୟାଚ୍ ୨-୨ ଗୋଲରେ ଅମୀମାଂସିତ ରହିଥିଲା। ଇକ୍ୱେଡର ତରଫରୁ ଅର୍ଟନ ପ୍ରେସିଆଡୋ ୩୯ତମ...
କୋପା ଆମେରିକା ଫୁଟବଲ: କଲମ୍ବିଆକୁ ହରାଇଲା ପେରୁ
ସାଓ ପାଉଲୋ,୨୨।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ ପେରୁ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ସୋମବାର ଗ୍ରୁପ୍ ବି’ରେ ଖେଳାଯାଇଥିବା ମୁକାବିଲାରେ ପେରୁ ୨-୧ ଗୋଲରେ କଲମ୍ବିଆକୁ ପରାସ୍ତ କରିଛି। ଏଥିସହି ପେରୁ ତା’ର ନକ୍ଆଉଟ ଆଶାକୁ ଉଜ୍ଜୀବିତ...
ନିଜ ଜାତୀୟ ରେକର୍ଡ ଭାଙ୍ଗିଲେ ଦୂତୀ: ଅଲିମ୍ପିକ୍ସ ଯୋଗ୍ୟତାରୁ ଅଳ୍ପକେ ବଞ୍ଚିତ
ଭୁବନେଶ୍ୱର(ସ୍ପୋଟର୍ସ ବ୍ୟୁରୋ)୨୨।୬: ଭାରତ ଦ୍ରୁତତମ ମହିଳା ତଥା ତାରକା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ଆଉ ଏକ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ପଟିଆଲାରେ ଚାଲିଥିବା ଭାରତୀୟ ଗ୍ରାଁ ପ୍ରିରେ ଦୂତୀ ନିଜ ଜାତୀୟ ରେକର୍ଡ ଭାଙ୍ଗି ନୂଆ କୀର୍ତ୍ତିମାନ ସ୍ଥାପନ...