ପ୍ରେମରେ ଜିତିଲେ, ଓଡ଼ିଶା ବୋହୂ ହେଲେ ୟୁପି ଯୁବତୀ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ନିଜ ପ୍ରେମକୁ ପାଇବା ପାଇଁ ଉତ୍ତରପ୍ରଦେଶରୁ ଓଡ଼ିଶା ଚାଲି ଆସିଥିଲେ। ଏବେ ଭୁବନେଶ୍ୱର କୋର୍ଟରେ ଲଢି ଜିତିଲେ ୟୁପି ଗୋରଖପୁରର ଝିଅ ଆକାଂକ୍ଷା ସିଂ। ପରିବାର ଲୋକଙ୍କ ହାତ ଛାଡି ଭୁବନେଶ୍ୱର ଏୟାରପୋର୍ଟ ଥାନା ଅଞ୍ଚଳରେ ରହୁଥିବା ଓଡ଼ିଆ...
ଅଧିକ ସଂଖ୍ୟାରେ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ହେବ
ଭୁବନେଶ୍ୱର, ୨୨।୬(ବ୍ୟୁରୋ):ଓଡ଼ିଶାର ବିଭିନ୍ନ ଜିଲାରେ ଅଧିକ କ୍ଷୁଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପ୍ରତିଷ୍ଠା ଲାଗି ପିଏମ୍ଏଫ୍ଏମ୍ଇ ରାଜ୍ୟ କୋର୍ ଗ୍ରୁପ୍ ବୈଠକରେ ନିଷ୍ପତ୍ତି ହୋଇଛି। ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ...
ଚିଲିକାରୁ ଚୋରି ହେଉଛି ପାଣି
ଖୋର୍ଦ୍ଧା ଅଫିସ,୨୨।୬: ଏସିଆ ମହାଦେଶର ବୃହତ୍ତମ ଲୁଣା ହ୍ରଦ ‘ଚିଲିକା’ରୁ ପାଣି ଚୋରି ହେଉଛି। ଚିଲିକାକୁ ଲାଗି ରହିଥିବା ଶତାଧିକ ଏକର ଜମିକୁ କେତେକ ମାଫିଆ ନିଜ ଅକ୍ତିଆରରେ ରଖି ମାଟି ବନ୍ଧ ବାନ୍ଧିବା ସହ ସେଠାରେ ପାଣି ଜମାଇ...
ୟୁଟ୍ୟୁବ୍ରେ ପ୍ରଥମରୁ ଦଶମ ପାଠପଢ଼ା ଆରମ୍ଭ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ୟୁଟ୍ୟୁବ୍ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସକାଳ ୯ଟାରୁ ସାଢ଼େ ୧୦ଟା ଯାଏ ଏବଂ ନବମ ଓ ଦଶମ ପିଲାଙ୍କ ପାଠପଢ଼ା...
ବୈଶାଳୀଙ୍କ ନୃତ୍ୟ ଡକ୍ୟୁମେଣ୍ଟାରିରେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ଦୁର୍ଦ୍ଦଶା
ଭୁବନେଶ୍ୱର, ୨୨।୬(ବ୍ୟୁରୋ): ଜୁନ୍ ୨୦ ବିଶ୍ୱ ଶରଣାର୍ଥୀ ଦିବସ ଅବସରରେ ଶରଣାର୍ଥୀ ସଙ୍କଟ ଉପରେ ଜାତିସଂଘର କୂଟନୀତିଜ୍ଞ, ନୀତି ଅଧିକାରୀ ତଥା ଓଡ଼ିଶାର ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ବୈଶାଳୀ ମହାନ୍ତିଙ୍କ ନୃତ୍ୟ ଡକ୍ୟୁମେଣ୍ଟାରି ମିଳିତ ଜାତିସଂଘ ପକ୍ଷରୁ ପ୍ରକାଶ କରାଯାଇଛି। ବୈଶାଳୀଙ୍କ...
୧୨ ଜେଲରୁ ମୁକ୍ତ ହେବେ ୧୬ କଏଦୀ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ସଜା ଅବଧି ପୂର୍ବରୁ ରାଜ୍ୟର ୧୧ ଜେଲ ସମେତ ବିଶାଖାପାଟଣା ଜେଲରୁ ମୁକ୍ତ ହେବେ ୧୬ କଏଦୀ। ଜେଲରେ ଆଜୀବନ ସଜା କାଟୁଥିବାବେଳେ ବ୍ୟବହାରରେ ପରିବର୍ତ୍ତନ, ଉତ୍ତମ କାର୍ଯ୍ୟ ଓ ନୀତିନିୟମକୁ ସମ୍ମାନ ଦେଉଥିବାରୁ ଏମାନଙ୍କୁ ମୁକ୍ତ କରିବାକୁ...
ଏସ୍ଡିଜି ଇଣ୍ଡେକ୍ସରେ ଓଡ଼ିଶା ୧ନଂ
ଭୁବନେଶ୍ୱର,୨୨।୬(ବ୍ୟୁରୋ): ଓଡ଼ିଶା ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍ଡିଜି)-୨୦୨୦-୨୧ରେ ପ୍ରଥମ ସ୍ଥାନ ଅଧିକାର କରିଛି। ଗତ ବର୍ଷ ତୁଳନାରେ ଓଡ଼ିଶା ଏସ୍ଡିଜିରେ ଅଧିକ ୧୦ ପଏଣ୍ଟ ପାଇ ଏହି ସ୍ଥାନ ହାସଲ କରିଛି। ୨୦୧୮-୧୯ ନୀତି ଆୟୋଗର ଏହି ସୂଚୀରେ ଓଡ଼ିଶା...
ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାକୁ ନେଇ ଜୋର ଧରିଲା ରାଜନୀତି
ଭୁବନେଶ୍ୱର,୨୨।୬(ବ୍ୟୁରୋ): ରାଜ୍ୟର ବିଭିନ୍ନ ଟିକାକରଣ କେନ୍ଦ୍ରରେ ପୋଷ୍ଟର ଲଗାଯିବାକୁ ନେଇ ଜୋର ଧରିଲା ରାଜନୀତି। ଟିକାକରଣ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋଚିତ୍ରକୁ ବାଦ୍ଦେଇ କେବଳ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଫଟୋ ଥିବାରୁ ବିଭିନ୍ନ ସ୍ଥାନରେ ଭାଜପା ପ୍ରତିବାଦ କରିଛି।...
୨୪ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୨।୬(ବ୍ୟୁରୋ): ବଙ୍ଗୋପସାଗର ଏବଂ ବାଂଲାଦେଶ ଉପକୂଳକୁ ଲାଗି ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡି ସହ...
ଯଥାର୍ଥ ନୁହେଁ, ଭୁଲ୍
ଭୁବନେଶ୍ୱର,୨୧।୬(ଓଁକାର ମିଶ୍ର): ବରିଷ୍ଠ ଆଇପିଏସ୍ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଥିଲା। ଶେଷକୃତ୍ୟ ସମୟରେ ତାଙ୍କୁ ଗାର୍ଡ଼ ଅଫ୍ ଅନର ପ୍ରଦାନ କରାଯାଇ ନ ଥିଲା। ଦେବାଶିଷଙ୍କ ଭଳି...