E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ

ରାଜ୍ୟ

ପୁଅର ମୃତଦେହ ଛୁଇଁଲେନି ବାପା

ବୌଦ୍ଧ,୨୧।୬: ପୁଅର ମୃତ୍ୟୁ ପରେ ବାପା ମୃତଦେହ ଛୁଇଁଲେନି କି ସଂସ୍କାର ପାଇଁ ନେଲେନାହିଁ। ଫଳରେ ପୁତ୍ରବଧୂ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ବୁଝାଶୁଝା କରିବାରୁ ୧୦ ଘଣ୍ଟା ପରେ ମୃତଦେହ ସ୍ଥାନୀୟ ଶ୍ମଶାନରେ ସତ୍କାର କରାଯାଇଥିଲା। ସୋମବାର ଏଭଳି...

ବିବାହ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ବଳାତ୍କାର

ଗୋଲାମୁଣ୍ଡା,୨୧ା୦୬: କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଯୁବକ...

୧୧ ଟଙ୍କାରେ ମିଳିବ ଆମ୍ବୁଲାନ୍ସ ସେବା

ସମ୍ବଲପୁର,୨୧ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ବିଭିନ୍ନ ଅନୁଷ୍ଠାନ, ସମାଜିକ କର୍ମୀଙ୍କ ପକ୍ଷରୁ ଲୋକଙ୍କୁ ସହାୟତା କରାଯାଉଛି। ଏହି ଧାରାରେ ସାମିଲ ହୋଇଛି ସମ୍ବଲପୁରର ‘ସାଥୀ’ ଚାରିଟେବୁଲ ଟ୍ରଷ୍ଟ। ଟ୍ରଷ୍ଟ ପକ୍ଷରୁ ମାତ୍ର ୧୧ ଟଙ୍କାରେ ଆମ୍ବୁଲାନ୍ସ ସେବା ଆରମ୍ଭ ହୋଇଛି।...

ଏମ୍‌କେସିଜି କୋଭିଡ୍‌ ହସ୍ପିଟାଲ-୧ ବନ୍ଦ

ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ବ୍ରହ୍ମପୁର ଏମ୍‌କେସିଜି ମେଡିକାଲର ଡିସିଏଚ-୧ ବନ୍ଦ କରି ଡିସିଏଚ-୨କୁ ଚାଲୁ...

ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ

ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି ପକାଇ ଘରକୁ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ମୃତକଦ୍ୱୟ ହେଲେ ଉକ୍ତ...

ନେଟ୍‌ଓ୍ବର୍କ ପାଇବାକୁ ନୟାନ୍ତ

ବଇଣ୍ଡା,୨୧ା୬: ପୂର୍ବରୁ କେବଳ ଯୋଗାଯୋଗର ମାଧ୍ୟମ ଥିବା ମୋବାଇଲ ଏବେ ଏକ ଜରୁରୀ ଆବଶ୍ୟକତା ହୋଇଯାଇଛି। ସ୍ମାର୍ଟ ତଥା ବ୍ୟସ୍ତ ଜୀବନର ତ ଏହା ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ପାଲଟିଯାଇଛି। ବିମାନ ଟିକେଟ୍‌ ହେଉ କି ବ୍ୟାଙ୍କ ସେବା, ବହୁ କଷ୍ଟକର କାର୍ଯ୍ୟ...

୨୨ରୁ ପ୍ରବଳ ବର୍ଷା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଆସନ୍ତା ୨୨ ତାରିଖରୁ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରିଛି। ତେବେ ଆସନ୍ତା ୨୪ ଘଣ୍ଟା ଉତ୍ତର...

ଆଜିଠୁ ୟୁଟ୍ୟୁବ୍‌ରେ ପାଠ ପଢ଼ିବେ ପିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାରଠାରୁ ପ୍ରଥମଥର ପାଇଁ ୟୁଟ୍ୟୁବ ମାଧ୍ୟମରେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ପାଠପଢ଼ା ହେବ। ଗଣଶିକ୍ଷା ବିଭାଗ ରାଜ୍ୟରେ ଏହି ନୂଆ ପ୍ରୟୋଗ ଆରମ୍ଭ କରିବାକୁ ଯାଉଛି। ପ୍ରଥମରୁ ଦଶମ ଶ୍ରେଣୀ ଯାଏ ଛାତ୍ରୀଛାତ୍ର ‘ଶିକ୍ଷା ଦର୍ପଣ’ କାର୍ଯ୍ୟକ୍ରମ...

ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ରର ସୌନ୍ଦର୍ଯ୍ୟ ଫେରିଲା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଭୁବନେଶ୍ୱରର ପାତ୍ରପଡ଼ା ଅଞ୍ଚଳରେ ରହିଛି ମେଡିସିନାଲ ପ୍ଲାଣ୍ଟ୍‌ସ ନଲେଜ ସେଣ୍ଟର ବା ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ର। ନଗର ବନଖଣ୍ଡ ଭୁବନେଶ୍ୱର ରେଞ୍ଜ ଅଧୀନରେ ଥିବା ଏହି ଉଦ୍ୟାନ ପ୍ରାୟ ୬୦ ହେକ୍ଟର ପରିମିତ ଜମିରେ ଗଢ଼ିଉଠିଛି। ଭୁବନେଶ୍ୱର...

୧୫ ହଜାର ହେକ୍ଟରରୁ ଅଧିକ ବେଆଇନ ଘେରି

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୧।୬: (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଜାତୀୟ ଉଦ୍ୟାନ ଭିତରକନିକାରେ ଥିବା ୧୪୧ ବେଆଇନ ଚିଙ୍ଗୁଡ଼ି ଘେରିକୁ ଗତ ୧୭ ତାରିଖରେ ରାଜସ୍ବ, ବନ ବିଭାଗ ଓ ଜିଲା ପୋଲିସର ମିଳିତ ଭାବେ ଚଢ଼ାଉ କରି ଉଚ୍ଛେଦ...

Posts navigation

Newer posts 1 … 11 12 13 14 15 … 56 Older posts
Page 13 of 56« First«...1112131415...203040...»Last »

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts