ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ,...
ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭୩୮ ଜଣ...
ସଙ୍କଟରେ ଇସ୍ପାତ ଶିଳ୍ପ
ଯାଜପୁର ଅଫିସ, ୨୧।୬: ଅର୍ଥନୀତିକୁ ସୁଦୃଢ କରିବାକୁ ହେଲେ ଗଢ଼ି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ପାଇଁ କଞ୍ଚାମାଲ ଉତ୍ତୋଳନ ଓ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଠିକ୍ ଢଙ୍ଗରେ ପରିଚାଳନା କରିବାର ଆବଶ୍ୟକତା ରହିଛି। କିନ୍ତୁ ବର୍ଷେ ହେଲା ଉପଯୁକ୍ତ ପରିଚାଳନାଗତ...
ଆଜିଠୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ ହେବ। ଅର୍ଥାତ୍ ଏଣିକି ଦୈନିକ ୩ ଲକ୍ଷ ଟିକାକରଣ କରିବାକୁ ରାଜ୍ୟ ସରକାର...
ମଦ ପାଇଁ ଏଏସ୍ଆଇ ସସ୍ପେଣ୍ଡ
ଭଦ୍ରକ ଅଫିସ, ୨୦।୬: ଜଣେ ଯୁବକଙ୍କୁ ମଦ ମାଗୁଥିବା ନେଇ ଭିଡିଓ ଭାଇରାଲ ପରେ ଭଦ୍ରକ ଟାଉନ ଥାନାର ଏଏସ୍ଆଇ ବୀରଭଦ୍ର ବେହେରାଙ୍କୁ ସସ୍ପେଣ୍ଡ କରିଛନ୍ତି ଏସ୍ପି ଚରଣ ସିଂ ମୀନା। କିଛି ଦିନ ତଳେ ଏଏସ୍ଆଇ ବେହେରା ଥାନାର...
ଧାନ ବୁଣିବାକୁ କେନ୍ଦ୍ର କରି ଗୋଷ୍ଠି ସଂଘର୍ଷ
ଲୋଇସିଂହା,୨୦।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟୁରାପାଲି ଗ୍ରାମରେ ପୈତୃକ ଜମି ବିବାଦକୁ କେନ୍ଦ୍ର କରି ରବିବାର ଦୁଇପକ୍ଷ ମଧ୍ୟରେ ମାରପିଟରୁ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ପ୍ରସନ୍ନ ବାଗ(୪୨)। ଏଥିରେ ଉଭୟ ପକ୍ଷର ଅନ୍ୟ ୭ଜଣ ଆହତ...
ଏକାକି ବୁଲି ବାହାରିଥିଲେ ଡଙ୍ଗାରେ, ଘଟିଲା ଏମିତି
ଚିତ୍ରକୋଣ୍ଡା,୨୦ା୬: ବାଲିମେଳା ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗା ବୁଡ଼ିଯାଇ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ଚିତ୍ରକୋଣ୍ଡା ଟି.କଲୋନୀ ନିବାସୀ ଦିଲୀପ କୁମାର ମିଶ୍ରଙ୍କ ପୁଅ ଦୀପ୍ତିମାନଦେବାଶିଷ ମିଶ୍ର(୨୦)। ରବିବାର ସନ୍ଧ୍ୟା ସୁଦ୍ଧା ତାଙ୍କ ମୃତଦେହ ଉଦ୍ଧାର ହୋଇପାରିନାହିଁ। ସୂଚନା...
ବଡ଼ ଆକ୍ରମଣ ଯୋଜନାରେ ଥିଲେ ମାଓବାଦୀ
ମାଲକାନଗିରି,୨୦ା୬: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ନାରାୟଣପୁର ଜିଲା ଅନ୍ତର୍ଗତ ଆର୍ଛା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୨ ଜଣ ମାଓବାଦୀ କମାଣ୍ଡର ନିହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ। ଉଭୟେ ଦଣ୍ଡକାରଣ୍ୟ ଡିଭିଜନର ଦରଭା...
ବାଡେଇ ବାଡେଇ ଥାନାରେ ଛାଡିଲେ
ଭଦ୍ରକ ଅଫିସ, ୨୦।୬: ଏଟିଏମ୍ କାର୍ଡରେ ଟଙ୍କା ଉଠାଣକୁ ନେଇ କଙ୍ଗାରୁ କୋର୍ଟ। ଜଣେ ଯୁବକଙ୍କୁ ଦଉଡ଼ିରେ ବାନ୍ଧି ମାଡ଼ ମାରି ଥାନା ପର୍ଯ୍ୟନ୍ତ ନିଆଗଲା। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଭଳି ଘଟଣା ଘଟିଛି...
ଭାଗ୍ୟର ବିଡ଼ମ୍ବନା: ଗ୍ରାହକ ଉପରେ ଭୁଶୁଡ଼ିଲା ଦୋକାନ ଛାତ
ଜଳେଶ୍ୱର, ୨୦।୬: ବାଲେଶ୍ୱର ଜିଲା ଜଳେଶ୍ୱର ମ୍ୟୁନିସିପାଲଟି ୧ ନମ୍ବର ୱାର୍ଡ଼ ଝାଡ଼େଶ୍ୱରପୁର ସ୍କୁଲ ସାମ୍ନା ଏକ ପାଉଁରୁଟି ଦୋକାନ ଛାତ ଭୁଶୁଡ଼ି ପଡ଼ିବାରୁ ଜଣେ ଗ୍ରାହକଙ୍କ ମୃତ୍ୟୁ ହୋଇଛି। ଏହାସହ ଘରମାଲିକ ସେକ୍ ଆଲ୍ଲାଉଦ୍ଦିନ ଆହତ ହୋଇଛନ୍ତି। ମୃତକ...