ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ
ଭୁବନେଶ୍ବର,୧୯।୬: ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଏହି ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ଦେବଗଡ଼...
ଡବଲ ଡୋଜ୍ ଭାକ୍ସିନ ପରେ ବି ହୋଇପାରେ କରୋନା
ଭୁବନେଶ୍ୱର,୧୯।୬(ବ୍ୟୁରୋ): ‘ଡବଲ ଡୋଜ୍ ଭାକ୍ସିନ ନେବା ପରେ ମଧ୍ୟ ହୋଇପାରେ କରୋନା। ତେଣୁ କୋଭିଡ ଗାଇଡ୍ଲାଇନକୁ ଠିକ ଭାବେ ପାଳନ କରନ୍ତୁ।’ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଶନିବାର ଏହି କଥା କହିଛନ୍ତି। ସେ କହିଛନ୍ତି, ଏଯାବତ୍ କୌଣସି କୋଭିଡ...
ଡ୍ରେନେଜ ବ୍ୟବସ୍ଥା ଶୋଚନୀୟ, ରାସ୍ତାରେ ଆବର୍ଜନା
କଟକ ଅଫିସ,୧୯।୬: କଟକ ମହାନଗର ନିଗମ (ସିଏମ୍ସି) ଅଧୀନ ୧୮ ନମ୍ବର ୱାର୍ଡବାସିନ୍ଦା ପରିମଳ ଓ ଡ୍ରେନେଜ୍ ସମସ୍ୟା ଘେରରେ ରହିଛନ୍ତି। ଏହି ୱାର୍ଡର କେତେକ ଡ୍ରେନ୍ରୁ କଢ଼ାଯାଇଥିବା ଆବର୍ଜନା ମୁଖ୍ୟରାସ୍ତାରେ ପଡ଼ିରହିଛି। ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ କଲେ...
ବାଲି ଲୁଟ୍ର ତଦନ୍ତ ଆରମ୍ଭ
ଯାଜପୁର ଅଫିସ/କୋରେଇ/ପାଣିକୋଇଲି(ଡି.ଏନ.ଏ.),୧୯।୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅନ୍ତର୍ଗତ ଖରସ୍ରୋତା ନଦୀର ମସୁଦପୁର ମୌଜାରେ ବେଆଇନ ବାଲି ଖାଦାନ ଅଭିଯୋଗ ସଂକ୍ରାନ୍ତରେ ଏନ୍ଜିଟି(ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ)ଙ୍କ ନିର୍ଦ୍ଦେଶ ଅନୁସାରେ ଶୁକ୍ରବାର ତଦନ୍ତ ହୋଇଛି। ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର,...
ନୟାପଲ୍ଲୀ ଶ୍ମଶାନ, ଖେଳପଡ଼ିଆକୁ ନେଇ ମୁହାଁମୁହିଁ
ଭୁବନେଶ୍ୱର,୧୯।୬: ବିଏମ୍ସି ଓ୍ବାର୍ଡ ନଂ.୩୭ରେ ଥିବା ନୟାପଲ୍ଲୀ ଶ୍ମଶାନ ଓ ଖେଳ ପଡ଼ିଆ ସତ୍ତା ହରାଇବାକୁ ବସିଛି। କଳିିଙ୍ଗ ଷ୍ଟାଡିୟମର ସମ୍ପ୍ରସାରଣ ଓ ବିକାଶମୂଳକ କାର୍ଯ୍ୟ ପାଇଁ ଷ୍ଟାଡିୟମ ପ୍ରଶାସନ ଶୁକ୍ରବାର ଉକ୍ତ ଜମିକୁ ଦଖଲ କରିବାକୁ ଆସିଥିବାବେଳେ ବେହେରାସାହି,...
୧୮ରୁ ୪୪ ଟିକାକରଣ: ୭ ମ୍ୟୁନିସିପାଲିଟି, ୨ ଏନ୍ଏସିରେ ସୋମବାରରୁ ଆରମ୍ଭ ହେବ
ଭୁବନେଶ୍ୱର, ୧୯।୬(ବ୍ୟୁରୋ): ରାଜ୍ୟର ୭ ଜିଲାର ୭ ମ୍ୟୁନିସିପାଲିଟି ଓ ୨ ଏନ୍ଏସିରେ ୧୮ରୁ ୪୪ବର୍ଷର ହିତାଧିକାରୀଙ୍କ ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ସ୍ଥାନଗୁଡ଼ିକ ହେଲା ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି, ପୋଲସରା ଏନ୍ଏସି, ଜଗତ୍ସିଂହପୁରର ପାରାଦୀପ ମ୍ୟୁନିସିପାଲିଟି,...
ରାଜଧାନୀରୁ ୬୦ ଲକ୍ଷର ବ୍ରାଉନସୁଗାର ଜବତ
ଭୁବନେଶ୍ୱର,୧୯।୬(ବ୍ୟୁରୋ): କରୋନା କଟକଣା ଭିତରେ ରାଜ୍ୟରେ ବେଧଡ଼କ ଚାଲିଛି ନିଶା କାରବାର। ବିଶେଷକରି ବ୍ରାଉନସୁଗାର ଚୋରା ଚାଲାଣ ର଼୍ୟାକେଟ ବାଲେଶ୍ୱରରୁ ଭୁବନେଶ୍ୱର ଲମ୍ବିଛି। କିଛି ଦିନର ବ୍ୟବଧାନ ପରେ ପୁଣି ରାଜଧାନୀରୁ ବିପୁଳ ବ୍ରାଉନସୁଗାର ଜବତ ହୋଇଛି। ବଡଗଡ ଥାନା...
ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଟିମ୍
ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ଖୋଳତାଡ଼ କରୁଛି। ଗୁରୁବାର ଔଷଧ ଜବତ ହୋଇଥିବା ସଂସ୍ଥାର ମାଲିକଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ଶୁକ୍ରବାର ଏସ୍ଟିଏଫ୍ର...
ଜୁଲାଇ୧ରୁ ଶତ ପ୍ରତିଶତରେ ଚାଲିବ ରାଜଧାନୀର ସରକାରୀ କାର୍ଯ୍ୟାଳୟ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଆସନ୍ତା ଜୁଲାଇ ପହିଲାରୁ ରାଜଧାନୀ ଭୁବନେଶ୍ୱରରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟରେ ଶତପ୍ରତିଶତ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ। ତେବେ କାର୍ଯ୍ୟରେ ଯୋଗଦେବା ପୂର୍ବରୁ କର୍ମଚାରୀମାନଙ୍କୁ କୋଭିଡ୍-୧୯ ଟିକାର ଦୁଇଟି ଡୋଜ୍ ନେବା ବାଧ୍ୟତାମୂଳକ କରାଯାଇଛି। ସମସ୍ତ ବିଭାଗ, ବିଭାଗୀୟ...
ଜେଲରୁ ବାହାରିଲେ ଅଭୟକାନ୍ତ ପାଠକ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଗିରଫ ହେବାର ଦୀର୍ଘ ୬ମାସ ପରେ ଶୁକ୍ରବାର ଜେଲରୁ ମୁକୁଳିଛନ୍ତି ଆଇଏଫ୍ଏସ୍ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ସ୍କାଏ କିଙ୍ଗ୍ ଟ୍ରାଭେଲ୍ସରେ ଠକେଇ ଓ ଟାଟା ମୋଟର୍ସରେ ଚାକିରି...