ଟିକା ଯୋଗୁ ଜଣାପଡୁନି ଡେଲଟା ପ୍ଲସ୍ ଆକ୍ରାନ୍ତଙ୍କ ଲକ୍ଷଣ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ସାରା ଦେଶରେ ଏବେ ଡେଲଟା ପ୍ଲସ୍ ଭାରିଆଣ୍ଟକୁ ନେଇ ଚିନ୍ତା ଲାଗି ରହିଛି। ଓଡ଼ିଶାର ଜଣେ ଏହି ଭ୍ୟାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯିବା ପରେ ରାଜ୍ୟବାସୀଙ୍କ ମନରେ ଛନକା ପଶିଲାଣି। ତେବେ...
ଜ୍ୱାଇଁଙ୍କ ମୁଣ୍ଡ କାଟି ଦେଇଥିଲେ ଶ୍ୱଶୁର
ସୋରଡା,୨୬ା୬: ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ନିକଟ ନଦୀପଠାରୁ ପୋଲିସ ଗତ ମଙ୍ଗଳବାର ଭଗିଆ ବେହେରାଙ୍କ ମୁଣ୍ଡବିହୀନ ମୃତଦେହ ଜବତ କରିଥିଲା। ପୋଲିସ ଭଗିଆ ହତ୍ୟା ଘଟଣାର ଶନିବାର ପର୍ଦ୍ଦାଫାଶ କରିଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ମୃତକଙ୍କ ଶାଶୁ, ଶ୍ୱଶୁର...
ଏହି ନେତାମାନଙ୍କୁ ୩୦ ଜିଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଲା ବିଜେଡି
ଭୁବନେଶ୍ୱର,୨୬ା୬(ବ୍ୟୁରୋ): ବରିଷ୍ଠ ନେତାମାନଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ୬ ଜଣ ନେତାଙ୍କୁ ବିଭିନ୍ନ ଜିଲା ପାଇଁ ପର୍ଯ୍ୟବେକ୍ଷକ ଭାବରେ ଦଳ ପକ୍ଷରୁ ନିଯୁକ୍ତି ମିଳିଛି। ବିକ୍ରମ କେଶରୀ ଆରୁଖଙ୍କୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି...
ପ୍ଲଟ୍ ଦେବା ନାଁରେ ୧୫ ଲକ୍ଷ ଠକେଇ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪ ବର୍ଷ ପରେ ମଞ୍ଚେଶ୍ୱର ଥାନା ପୋଲିସ ବିଲ୍ଡର ସଂସ୍ଥାର ଏମ୍ଡିଙ୍କୁ ଗିରଫ କରି...
ଅପହୃତା ନାବାଳିକାଙ୍କୁ ଖୋଜୁନି ପୋଲିସ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ନାବାଳିକା ଝିଅକୁ ଅପହରଣ କରାଯାଇଥିବା ନେଇ କ୍ୟାପିଟାଲ ଥାନାରେ ଅଭିଯୋଗ କରିଛନ୍ତି ବିଧବା ମା’। ଅଭିଯୋଗ ଆଧାରରେ ପୋଲିସ ମାମଲା ରୁଜୁ କରିଥିଲେ ମଧ୍ୟ ତଦନ୍ତ ନ କରି ଚୁପ୍ ବସିଛି। ମହିଳା ଜଣକ ୨ ମାସ ହେବ...
ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍ଏମ୍ଆର୍ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ ୩୬୧ ଜଣଙ୍କ ନମୁନା ପରୀକ୍ଷଣ କରାଯାଇଥିଲା। ରିପୋର୍ଟ ଅନୁଯାୟୀ କରୋନା ଟିକାର ୨ଟି...
ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ୧୯୭୫ ଜୁନ ୨୫ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ଦ୍ୱାରା ଦେଶରେ ଜାରି ଜରୁରିକାଳୀନ ପରିସ୍ଥିତିକୁ କେବେ କ୍ଷମା ଦିଆଯାଇପାରିବନି। ରାଜ୍ୟ ଭାଜପା ଭୁବନେଶ୍ୱର ସାଂଗଠନିକ ଜିଲା ପକ୍ଷରୁ ‘ଜରୁରିକାଳୀନ ପରିସ୍ଥିତି’କୁ ନେଇ ଭିଡିଓ କନଫରେନ୍ସିଂ ଜରିଆରେ...
ଆକାଶ ପାଠକଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୨୬।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଥିବା ଆକାଶ ପାଠକଙ୍କୁ ଶୁକ୍ରବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନାରେ ହୋଇଥିବା ମାମଲାରେ ହାଇକୋର୍ଟ...
ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର
ମହାକାଳପଡ଼ା,୨୬।୬(ଡି.ଏନ୍.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର। ଜମ୍ବୁ ପଞ୍ଚାୟତରେ ସ୍ଥାନୀୟ କଣ୍ଡରା ପାଟିଆ ମୁଖ୍ୟ ରାସ୍ତାରେ ଏକ ଅଜଣା ମହିଳାଙ୍କ...
ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୮୪୮କୁ ବୃଦ୍ଧି...