୩ ପରୀକ୍ଷାଫଳ ଆଧାରରେ ମୂଲ୍ୟାୟନ
ଭୁବନେଶ୍ୱର,୧୭ା୬ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହେବା ପରେ ମୂଲ୍ୟାୟନ ପଦ୍ଧତି କ’ଣ ରହିବ ତାହାକୁ ନେଇ ଏବେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଉତ୍କଣ୍ଠା ଲାଗି ରହିଛି। ଏପରିସ୍ଥଳେ ୧୩ ଜଣିଆ କମିଟି ଗଠନ...
ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ
ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ ଗୁରୁବାରଠାରୁ ତଦନ୍ତ ଆରମ୍ଭ ହେବ। ଏ ସଂକ୍ରାନ୍ତରେ ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ...
ପେଟ୍ରୋଲ ୨୬, ଡିଜେଲ ୧୪ ପଇସା ବଢ଼ିଲା
ଭୁବନେଶ୍ୱର,୧୭।୬(ବ୍ୟୁରୋ): ଗୋଟିଏ ଦିନର ବିରତି ପରେ ବୁଧବାର ପୁଣି ଥରେ ତେଲ ଦର ବୃଦ୍ଧି ହୋଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୨୬ ପଇସା ବଢ଼ି ୯୭.୪୨ ଟଙ୍କା ଏବଂ ଡିଜେଲ ୧୪ ପଇସା ଊର୍ଦ୍ଧ୍ୱରେ ରହି ୯୫.୨୫ଟଙ୍କାରେ...
କମୁଛିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୩୯ ଜୀବନ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ହେଲେ ଗତ ୨୪ ଘଣ୍ଟାରେ ଏହି ସଂଖ୍ୟାରେ ହ୍ରାସ ଘଟିଛି। ଗୁରୁବାର ରାଜ୍ୟରେ କରୋନାଜନିତ ୩୯ଜଣଙ୍କ ମୃତ୍ୟୁ ଘଟିଛି।...
ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ବୁଧବାର ରାଜ୍ୟରେ ୩,୫୩୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏହି ସଂଖ୍ୟାରେ...
ଗଛରେ ପିଟିହେଲା ପୋଲିସ ଭ୍ୟାନ୍
ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଛି। ଘଟଣାସ୍ଥଳରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଗାଡ଼ିରେ ଥିବା...
ପ୍ରେମ ବିବାଦର ସମାଧାନ କରିବାକୁ ଯାଇ ଅଡ଼ୁଆରେ ବିଧାୟକଙ୍କ ପୁଅ
କେନ୍ଦୁଝର/ଆନନ୍ଦପୁର,୧୬ା୬(ସ୍ବ.ପ୍ର.): ଏକ ପ୍ରେମ ବିବାଦର ସମାଧାନ କରିବାକୁ ଯାଇ କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ବଦ୍ରୀ ନାରାୟଣ ପାତ୍ରଙ୍କ ପୁଅ ଦେବାଶିଷ ପାତ୍ର ଅଡୁଆରେ ପଡ଼ିଛନ୍ତି। ମାମଲା ଚପାଇ ଦେବା ପାଇଁ ପ୍ରତାରଣାର...
‘ମଦ ପାଇଁ ଟଙ୍କା ଦିଅ ନ ହେଲେ ଡେଇଁଲି’
ଝାରସୁଗୁଡ଼ା ଅଫିସ,୧୬ା୬: ଏକା ଜିଦ୍ ମଦ ପିଇବି। ମଦ ପାଇଁ ଟଙ୍କା ଦିଅ ନହେଲେ ଡେଇଁଲି। ଅଗ୍ନିଶମ କର୍ମୀଙ୍କ ଆଗରେ ଏଭଳି ସର୍ତ୍ତ ରଖିଥିଲେ ଟେଲିଫୋନ ଟାଓ୍ବାରରେ ଚଢ଼ିଥିବା ଝାରସୁଗୁଡ଼ା ସଦର ଥାନା ଏକାତାଳି ଗ୍ରାମର ଉଦ୍ଧବ ପଟେଲଙ୍କ ପୁଅ...
ବରଗଡ଼ କୋଭିଡ୍ ହସ୍ପିଟାଲରେ ଆଉ ନାହାନ୍ତି ଆକ୍ରାନ୍ତ
ବରଗଡ଼ ଅଫିସ୍,୧୬।୬: ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ରହିଥିବା କୋଭିଡ୍ ହସ୍ପିଟାଲରେ ଆଉ କେହି ଆକ୍ରାନ୍ତ ନାହାନ୍ତି। ଏନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ବୁଧବାର ସୂଚନା ଦେଇଛନ୍ତି ।...
ବେକରେ ରଶି ଲଗାଇ ଗାଁରେ ବୁଲାଇଲା କଙ୍ଗାରୁ କୋର୍ଟ
ଝାରସୁଗୁଡ଼ା ଅଫିସ,୧୬ା୬: ଦୋଷୀଙ୍କୁ ଦଣ୍ଡ ବିଧାନ ପାଇଁ ଥାନା, କୋର୍ଟ ଆଦିର ବ୍ୟବସ୍ଥା ରହିଛି। କିନ୍ତୁ ଲୋକେ ଏହା ନ କରି ଆଇନ ହାତକୁ ନେଇ କଙ୍ଗାରୁ କୋର୍ଟରେ ଦୋଷୀଙ୍କୁ ଦଣ୍ଡ ଦେଉଛନ୍ତି। ଏଭଳି ଏକ ଘଟଣା ଘଟିଛି ଝାରସୁଗୁଡ଼ା...