ଜୁଲାଇ ୨୫ ପର୍ଯ୍ୟନ୍ତ ମିଳିବ ନାହିଁ ମହାପ୍ରଭୁଙ୍କ ଦର୍ଶନ
ପୁରୀ,୧୬।୬: ପୁରୀ ମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଜୁନ ୧୭ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥିବା ବେଳେ ଏହାର ଅବଧିକୁ ଆହୁରି ବୃଦ୍ଧି କରିବାକୁ ବୈଠକରେ ନିଷ୍ପତ୍ତି...
ମାସ୍କ କାହିଁ ପଚାରିବାରୁ ପୋଲିସକୁ ଆକ୍ରମଣ
ଉଦଳା,୧୬ା୬: ମାସ୍କ ପିନ୍ଧିବାକୁ ତାଗିଦ୍ କରିବାରୁ ମୟୂରଭଞ୍ଜ ଜିଲା ଉଦଳା ଥାନା ଏସ୍ଆଇଙ୍କୁ ଜଣେ ଜେଲ୍ ଓ୍ବାର୍ଡର ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା(ନଂ.୧୯୪/୨୧) ରୁଜୁ କରି ସମ୍ପୃକ୍ତ ଜେଲ ଓ୍ବାର୍ଡରଙ୍କୁ ଅଟକ ରଖିଛି। ଅନ୍ୟପକ୍ଷେ...
ବିନା ଭକ୍ତରେ ହେବ ସ୍ନାନ ପୂର୍ଣ୍ଣିମା
ପୁରୀ,୧୬।୬: ରଥଯାତ୍ରା ଭଳି ବିନା ଭକ୍ତରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା। ବୁଧବାର ଅନୁଷ୍ଠିତ ପୁରୀ ମନ୍ଦିର ପ୍ରଶାସକ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ବୈଠକର ନିଷ୍ପତ୍ତି ଅନୁସାରେ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର...
‘ସୁସ୍ଥ ହେବା ପରେ ଚଡ଼ିଚିଡ଼ା ହେଉଛନ୍ତି କୋଭିଡ୍ ଆକ୍ରାନ୍ତ’
ଭୁବନେଶ୍ୱର,୧୬।୬: କୋଭିଡ ସଂକ୍ରମଣରୁ ନେଗେଟିଭ୍ ହେଲାପରେ ମଧ୍ୟ ଲୋକଙ୍କ ଠାରେ ବିଭିନ୍ନ ଲକ୍ଷଣ ଦେଖାଦେଉଛି। ଲୋକେ ଦୀର୍ଘ ମିଆଦି କୋଭିଡ୍ ସମସ୍ୟାରେ ପୀଡିତ ହେଉଛନ୍ତି । ଏନେଇ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କୋଭିଡ ସଚେତନତା କାର୍ଯ୍ୟକ୍ରମରେ ବୁଧବାର କଟକ...
୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ
ମାଲକାନଗିରି,୧୬ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ଏଥିରେ ୬ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିବା...
ସମ୍ପୂର୍ଣ୍ଣ ଉଠିଲାନି, ଆଂଶିକ କୋହଳ ହେଲା ଲକ୍ଡାଉନ୍; ଜାଣନ୍ତୁ ହେଲା କି ପରିବର୍ତ୍ତନ..
ଭୁବନେଶ୍ୱର,୧୬।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲକଡାଉନ୍ କଟକଣାକୁ ଆଂଶିକ କୋହଳ କରାଯାଇଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସଂକ୍ରମଣ ୫% ତଳକୁ ଆସିଛି। ଏଣୁ ଗୁରୁବାର ସକାଳ ୫ଟା...
ଶ୍ରୀମନ୍ଦିର ହେବ ଆଲୋକୀକରଣ
ପୁରୀ ଅଫିସ,୧୬।୬: ଶ୍ରୀମନ୍ଦିରକୁ ଆଲୋକୀକରଣ କରାଯିବ। ରଙ୍ଗବେରଙ୍ଗ ଆଲୋକରେ ଶ୍ରୀମନ୍ଦିର ଚୂଡ଼ାରୁ ତଳ ଭାଗ ପର୍ଯ୍ୟନ୍ତ ଝଲସିବ। ଏନେଇ ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ (ଏଏସ୍ଆଇ)ର ପାଞ୍ଚଜଣିଆ ବୈଷୟିକ ଟିମ୍ ମଙ୍ଗଳବାର ଶ୍ରୀମନ୍ଦିର ଭିତରକୁ ଯାଇ ଆଲୋକୀକରଣ ବ୍ୟବସ୍ଥା ଅନୁଧ୍ୟାନ କରିଛନ୍ତି।...
ରସୁଲଗଡ଼ ଓଭରବ୍ରିଜ୍ରେ ଦୁର୍ଘଟଣା: ପିସିଆର ଭ୍ୟାନକୁ ପଛରୁ ପିଟିଲା ଟ୍ରକ, ୨ ପୋଲିସ କର୍ମଚାରୀ ଆହତ
ଭୁବନେଶ୍ୱର,୧୬ା୬(ବ୍ୟୁରୋ): ରସୁଲଗଡ଼ ଓଭରବ୍ରିଜ ଉପରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ପିସିଆର ଭ୍ୟାନକୁ ପଛ ପଟୁ ଏକ ମାଲ୍ବୋଝେଇ ଟ୍ରକ୍ ଧକ୍କା ଦେବାରୁ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଅଳ୍ପକେ ବର୍ତ୍ତି ଯାଇଛନ୍ତି ଆଉ ୫...
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୪ ଜୀବନ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୪୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଖୋଲିଲା ୯ ବର୍ଷର ହତ୍ୟା ମାମଲା ଫାଇଲ
ଭୁବନେଶ୍ୱର,୧୬।୬(ବ୍ୟୁରୋ)”ବହୁ ବିଳମ୍ବ ହୋଇଥିଲେ ମଧ୍ୟ ଏବେ କମିଶନରେଟ ପୋଲିସର ଚେତା ପଶୁଛି। ରାଜଧାନୀରେ ରହସ୍ୟ ହୋଇ ରହିଥିବା ବହୁ ସମ୍ବେଦନଶୀଳ ମାମଲାର ଖୋଳତାଡ଼ ଆରମ୍ଭ ହୋଇଛି। ଡିସିପିଙ୍କ ନିର୍ଦ୍ଦେଶ ପରେ ବନ୍ଦ ହୋଇପଡିଥିବା ୯ବର୍ଷ ତଳର ଏକ ହତ୍ୟା ମାମଲାର...